ବିରଜା ମନ୍ଦିରରେ ପୂଜା ପରେ ସମ୍ବଲପୁର ଗଲେ ପ୍ରଣବ

ଯାଜପୁର ଟାଉନ,୨୯ା୩(ପ୍ରଯକ୍ତା ପ୍ରିୟଦର୍ଶନୀ ମହାନ୍ତି):ଯାଜପୁର ବିଧାୟକ ତଥା ବିଜେଡି ସଙ୍ଗଠନ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଚଳିତ ନିର୍ବାଚନରେ ବିଜେଡି ପକ୍ଷରୁ ସମ୍ବଲପୁର ସାଂସଦ ପ୍ରାର୍ଥୀ ପାଇଁ ମନୋନୀତ ହୋଇଛନ୍ତି। ଏହି ଘୋଷଣା ପରେ ଗୁରୁବାର ସକାଳେ ସେ ପ୍ରଥମେ ପୁରୀ ଯାଇ ଶ୍ରୀଜଗନ୍ନାଥଙ୍କ ଦର୍ଶନ କରିବା ପରେ ଯାଜପୁରରେ ପହଞ୍ଚତ୍ଥିଲେ। ପରେ ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା’ ବିରଜାଙ୍କ ମନ୍ଦିରରେ ପହଞ୍ଚତ୍ ପୂଜାପାଠ କରି ସମ୍ବଲପୁର ଗସ୍ତ କରିଛନ୍ତି। ତାଙ୍କ ସମ୍ବଲପୁର ଗସ୍ତ ସମୟରେ ଯାଜପୁର ବିଜେଡିର ବହୁ କର୍ମୀ ଉପସ୍ଥିତ ରହି ସମ୍ବର୍ଦ୍ଧନା ଜ୍ଞାପନ କରିଥିଲେ। ଏଥିରେ ଯାଜପୁର ପୂର୍ବତନ ନଗରପାଳ ଭବପ୍ରସାଦ ଦାସ, ଉପନଗରପାଳ ସନ୍ତୋଷ ମଲ୍ଲିକ, ବିଜେଡି ଜିଲା ସଭାପତି ସରୋଜ କୁମାର ମହାପାତ୍ର, ଯାଜପୁର ପୌରାଧ୍ୟକ୍ଷ ରଞ୍ଜୁଲତା ହୋତା, ଯାଜପୁର ବ୍ଲକ୍‌ ଅଧ୍ୟକ୍ଷା ସ୍ବର୍ଣ୍ଣଲତା ପରିଡା, ବିଜେଡି ନେତା କର୍ଣ୍ଣାଟକେଶରୀ ଦାସ, ଦିଲୀପ ଜେନା, ପ୍ରକାଶ ତ୍ରିପାଠୀ, ଦେବାଶିଷ ପଣ୍ଡା, ଅନିଲ ସାହାଣୀ, ଗଣେଶ ମହାକୁଡ଼, ଦଶରଥପୁର ପଞ୍ଚାୟତ ସମିତି ଅଧ୍ୟକ୍ଷ ଦିଗମ୍ବର ମଲ୍ଲିକ ଓ ପୂର୍ବତନ ଅଧ୍ୟକ୍ଷ ଆଦିକନ୍ଦ ସନ୍ଧିବିଗ୍ରହ ପ୍ରମୁଖ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଦିନିଆ ବର୍ଷା ଉଜାଡ଼ିଲା ଧାନ ଫସଲ: ସହିପାରିଲେନି ଚାଷୀ, ଆପଣାଇଲେ ଚରମ ପଦକ୍ଷେପ…

ଛତ୍ରପୁର,୨୬ା୧୨(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅଧୀନ ବଡ଼ମାଧପୁର ପଞ୍ଚାୟତ ଅଧୀନ ବରଙ୍ଗ ଗାଁର ଜଣେ ଚାଷୀ ଘରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି।...

ବିଜେଡି ପକ୍ଷରୁ ପ୍ରତିଷ୍ଠା ଦିବସ ପାଳିତ: ବିଜୁବାବୁଙ୍କୁ ପୁଷ୍ପମାଲ୍ୟ ଅର୍ପଣ କଲେ ନେତା-କର୍ମୀ

ଗଞ୍ଜାମ,୨୬।୧(ବିଦ୍ୟାଧର ସାହୁ): ଗଞ୍ଜାମ ଏନଏସି ବିଜେଡି ପକ୍ଷରୁ ୨୮ତମ ପ୍ରତିଷ୍ଠା ଉତ୍ସବ ଗୁରୁବାର ପାଳିତ ହୋଇଛି। ଏହି ଅବସରରେ ସାମନ୍ତରା ସାହି ଷ୍ଟେଶନ ରୋଡ଼ସ୍ଥିତ ବିଜୁ...

କୋହଲା ପାଗକୁ ବଢ଼ିଲାଣି ଶୀତ, ଜନଜୀବନ ଅସ୍ତବ୍ୟସ୍ତ

ଦାରିଙ୍ଗବାଡ଼ି,୨୬ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଅଞ୍ଚଳରେ ଗତ କିଛିଦିନ ଧରି ଲଘୁଚାପ ଜନିତ ବର୍ଷା ଲାଗିରହିଥିଲା। ତେବେ ଏହି ବର୍ଷା ବୁଧବାର ରାତିରୁ ବନ୍ଦ...

ଏଆର୍‌ଆଇଙ୍କ ଘରେ ପଶିଲା ଭିଜିଲାନ୍ସ: ୮ ସ୍ଥାନରେ ଏକକାଳୀନ ଚଢାଉ

କୋରାପୁର,୨୬।୧୨(ଅମିତାଭ ବେହେରା): କୋରାପୁଟ ଜିଲା ବୋରିଗୁମ୍ମା ତହସିଲ ଏଆର୍‌ଆଇ ଭିଜିଲାନ୍ସ ଜାଲରେ ପଡିଛନ୍ତି। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏଆର୍‌ଆଇ ସୁରେନ୍ଦ୍ର କୁମାର ତନ୍ତିଙ୍କ...

୩୦ ଫୁଟ ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ୍‌, ଚାପି ହୋଇଗଲେ ଚାଳକ

ନୟାଗଡ଼,୨୬ା୧୨(ଲୋକନାଥ ମିଶ୍ର): ନୟାଗଡ଼ଠାରେ ଗୁରୁବାର ଏକ ସିମେଣ୍ଟ ବୋଝେଇ ଟ୍ରକ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଫଳରେ ଚାଳକଙ୍କ ମୃତ୍ୟୁ ଘଟିଛି। ସୂଚନାରୁ ପ୍ରକାଶ ଯେ, ବିଶାଖାପାଟଣାରୁ ସିମେଣ୍ଟ...

ଲଘୁଚାପ ବର୍ଷାରେ ଭିଜୁଛି ପାଚିଲା ଧାନ

ମହାକାଳପଡ଼ା,୨୬ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ):ବଙ୍ଗୋପ ସାଗରରେ ସୃଷ୍ଟି ଲଘୁଚାପ ପ୍ରଭାବରେ ଓଡ଼ିଶାର ଉପକୂଳବର୍ତ୍ତୀ ଅଞ୍ଚଳରେ ପାଚିଲା ଧାନ ବର୍ଷାରେ ଭିଜୁଛି। ବର୍ଷକ ପାଇଁ ଉପାର୍ଜିତ ହୋଇଥିବା ଧାନ...

ବିଲରେ ଉଜୁଡ଼ା ଫସଲ ଦେଖି ଆଖି ବୁଜିଲେ ଚାଷୀ

ଡେରାବିଶ,୨୬ା୧୨(ବେବର୍ତ୍ତା ଅଜୟ ଦାସ):ପୁରୀ ଜିଲା ସତ୍ୟବାଦୀ ବ୍ଲକ୍‌ ବୀରରାମଚନ୍ଦ୍ରପୁର ପଞ୍ଚାୟତ ଅଧୀନ ଡୁଙ୍ଗର ଗ୍ରାମର ଜଣେ ଚାଷୀ ଉଜୁଡ଼ା ଫସଲ ଦେଖି ବିଲରେ ଟଳି ପଡିଥିଲେ।...

ଭିଜିଲା ଧାନ, ଚିନ୍ତାରେ ଚାଷୀ

ଭବାନୀପାଟଣା/କୋକସରା/କର୍ଲାମୁଣ୍ଡା/ରୁପ୍ରାରୋଡ, ୨୬।୧୨(ଉତ୍ତମ କୁମାର ଦାଶ/ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ/ପ୍ରଦୀପ କୁମାର ସାହୁ/ ସଞ୍ଜିବ ଦାସ):କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ମଙ୍ଗଳବାର ସନ୍ଧ୍ୟାଠାରୁ ଲାଗି ରହିଛି ଲଘୁଚାପ ବର୍ଷା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri