ରେଢ଼ାଖୋଲ, ସମ୍ବଲପୁରରୁ ପ୍ରାର୍ଥୀ ଅଦଳବଦଳ, ପ୍ରସନ୍ନଙ୍କୁ ମିଳିଲା ଏହି ଆସନ

ଭୁବନେଶ୍ୱର, ୧୭।୪: ଆଉ ଏକ ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା ବିଜେଡି। ଏଥିରେ ବରିଷ୍ଠ ନେତା ପ୍ରସନ୍ନ ଆଚାର୍ଯ୍ୟଙ୍କୁ ସନ୍ତୁଷ୍ଟ ପାଇଁ ବିଜେଡି ଉଦ୍ୟମ କରିଛି । ରେଢ଼ାଖୋଲ ଏବଂ ସମ୍ବଲପୁର ପ୍ରାର୍ଥୀ ଅଦଳବଦଳ କରାଯାଇଛି। ପ୍ରସନ୍ନଙ୍କୁ ବିଜେଡି ରେଢ଼ାଖୋଲରୁ ପ୍ରାର୍ଥୀ କରିଥିବା ବେଳେ ସମ୍ବଲପୁରରୁ ପ୍ରାର୍ଥୀ ହେଲେ ରୋହିତ ପୂଜାରୀ।

ବିଜେଡି ପୂର୍ବରୁ ବିଧାୟକ ତଥା ବିଜେଡି ସମ୍ବଲପୁର ଜିଲା ସଭାପତି ରୋହିତ ପୂଜାରୀଙ୍କୁ ରେଢ଼ାଖୋଲରୁ ପ୍ରାର୍ଥୀ କରିଥିଲା। ସେହିପରି ବିଜେଡି ସମ୍ବଲପୁର ବିଧାନସଭା ଆସନରୁ ପୂର୍ବତନ ମନ୍ତ୍ରୀ ପ୍ରସନ୍ନ ଆଚାର୍ଯ୍ୟ ପ୍ରାର୍ଥୀ ହୋଇଥିଲେ। ହେଲେ ସମ୍ବଲପୁରରୁ ପ୍ରାର୍ଥୀ ହେବା ନେଇ ପ୍ରସନ୍ନ ଆଚାର୍ଯ୍ୟ ଅସନ୍ତୁଷ୍ଟ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାଜଧାନୀରେ ଚାଞ୍ଚଲ୍ୟ:ରସୁଲଗଡ଼ ଛକରେ ଯୁବକଙ୍କ ମୁଣ୍ଡ କାଟି ଦେଲେ ଦୁର୍ବୃତ୍ତ

ଭୁବନେଶ୍ବର,୮।୧:ରାଜଧାନୀ ଭୁବନେଶ୍ବରରେ ଯୁବକଙ୍କୁ ବୀଭତ୍ସ ହତ୍ୟା। ଜନଗହଳିପୂର୍ଣ୍ଣ ରସୁଲଗଡ଼ରୁ ବାଣୀବିହାର ମେନ୍‌ ରୋଡ୍‌ରେ ବୁଧବାର ସକାଳୁ ସକାଳୁ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଦୁର୍ବୃତ୍ତ ହାଣିଦେଇଛନ୍ତି। ଦୁର୍ବୃତ୍ତ...

ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବଙ୍କ ଝିଅ, ଜ୍ୱାଇଁ କହି ଠକେଇ ଘଟଣା:ହଂସିତା, ଅନିଲଙ୍କ ଘରେ ଆୟକର ଚଢ଼ାଉ

ଭୁବନେଶ୍ୱର,୮ା୧(ସୂର୍ଯ୍ୟକାନ୍ତ ବେହେରା):ନିଜକୁ ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ପି.କେ. ମିଶ୍ରଙ୍କ ଝିଅ ଓ ଜ୍ୱାଇଁ ପରିଚୟ ଦେଇ ବଡ଼ବଡ଼ିଆଙ୍କୁ ଠକୁଥିବା ହାଇପ୍ରୋଫାଇଲ୍‌ ଠକ ଯୋଡ଼ି ହଂସିତା ଅଭିଲିପ୍‌ସା...

ବିଶ୍ୱ ଦେଖିବ ଓଡ଼ିଶା ଐତିହ୍ୟ:ଆଜିଠୁ ପ୍ରବାସୀ ଭାରତୀୟ ଦିବସ

ଭୁବନେଶ୍ୱର,୮ା୧(ଅନିଲ ଦାସ):ରାଜଧାନୀ ଭୁବନେଶ୍ୱରସ୍ଥିତ ଜନତା ମଇଦାନରେ ବୁଧବାରଠାରୁ ଆରମ୍ଭ ହେବାକୁ ଯାଉଛି ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ। ଏହି ଦିବସର ବିଷୟ ବସ୍ତୁ ରହିଛି ‘ବିକଶିତ...

ଖାଦ୍ୟ ଓ ଯୋଗାଣ ମନ୍ତ୍ରୀଙ୍କୁ କଂସ ମହାରାଜାଙ୍କ କଡ଼ା ନିର୍ଦେଶ

ବରଗଡ଼,୭।୧: ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରାରେ କଂସ ମହାରାଜା ଖାଦ୍ୟ ଓ ଯୋଗାଣ ମନ୍ତ୍ରୀଙ୍କୁ କଂସ ମହାରାଜାଙ୍କ କଡ଼ା ନିର୍ଦେଶ ଦେଇଛନ୍ତି। ମଥୁରା ନଗରବାସୀଙ୍କୁ...

 କାହିଁକି  ଆଶାକର୍ମୀ ଡାଳିମ୍ବ  ହୋଇପାରିଲେ ନବରଙ୍ଗପୁରର ନାଇଟଆଞ୍ଜେଲ, ଜାଣନ୍ତୁ ତାଙ୍କର ଏହି ଯାତ୍ରା ସମ୍ପର୍କରେ 

ନବରଙ୍ଗପୁର,୭।୧(ସଦାଶିବ ପ୍ରହରାଜ): ଭଲ ଚିକିତ୍ସା ନ ପାଇ ଅକାଳରେ ଗର୍ଭାବତୀଙ୍କ ଜୀବନ ଚାଲି ଯାଉଥିଲା। ଗ୍ରାମରେ  ବିଭିନ୍ନ ଦୁରାରୋଗରେ ପୀଡିତ ହୋଇ ରୋଗୀମାନେ ମୃତ୍ୟୁ ମୁଖରେ...

ମମତା ବାନାର୍ଜୀ ଯେମିତି ସମ୍ମାନ ଦେବେ, ସେମିତି ପାଇବେ, କାହିଁକି ଏମିତି କହିଲେ ଜଙ୍ଗଲମନ୍ତ୍ରୀ

ଭୁବନେଶ୍ୱର,୭।୧: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ବାଘକୁ ନେଇ ତାଙ୍କର ବୟାନ ରଖିଥିଲେ। ଏହାପରେ ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶରାମ ଖୁଣ୍ଟିଆ ମଧ୍ୟ ତାଙ୍କ...

ଡବଲ୍ ଡେକର ବସ୍ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୭।୧: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଭୁବନେଶ୍ୱରର ଗାଡ଼କଣରେ ଥିବା ‘ମୋ ବସ୍’ ଡିପୋରେ ବହୁ ପ୍ରତୀକ୍ଷିତ ଡବଲ୍ ଡେକର ବସ୍ ଏବଂ ହପ୍-ଅନ୍...

ଇନ୍ଦ୍ରାବତୀରୁ ରବିଚାଷ ପାଇଁ କେନାଲରେ ଛଡ଼ାଗଲା ପାଣି

ଜୟପାଟଣା,୭।୧(ଓମ ପ୍ରକାଶ ବୈଠାରୁ): କଳାହାଣ୍ଡି ଜିଲା ଜୟପାଟଣା ବ୍ଲକ ଇନ୍ଦ୍ରାବତୀ ମଙ୍ଗଳପୁର ହାତୀ ବ୍ୟାରେଜରୁ ଚଳିତ ରବିଚାଷ  ପାଇଁ କେନାଲରେ ପାଣି ଛଡ଼ାଯାଇଛି। ଏଥିରେ ବାମ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri