Posted inଜାତୀୟ

ଏକଜିଟ ପୋଲ ଆସିବା ପ୍ରଶାନ୍ତ କିଶୋରଙ୍କ ପ୍ରଥମ ପ୍ରତିକ୍ରିୟା, ଟ୍ବିଟ କରି କାହାକୁ କଲେ କଟାକ୍ଷ

ନୂଆଦିଲ୍ଲୀ,୨।୬: ଲୋକ ସଭା ନିର୍ବାଚନ ୨୦୨୪ର ଶେଷ ପର୍ଯ୍ୟାୟ ମତଦାନ ସରିବାର କିଛି ସମୟ ପରେ ଏକଜିଟ ପୋଲ ପ୍ରକାଶ ପାଇଛି। ଯାହାକୁ ନେଇ ରାଜେନୈତିକ ରଣନୀତିଜ୍ଞ ପ୍ରଶାନ୍ତ କିଶୋର ଅନେକ ସାମ୍ବାଦିକ ତଥା କିଛି ନେତାଙ୍କ ସୋସିଆଲ ମିଡିଆ ଏକ୍ସରେ ଟ୍ବିଟ କରି କଟାକ୍ଷ କରିଛନ୍ତି। ସେ ସେମାନଙ୍କୁ ଅଦରକାରୀ ଆଲୋଚନା ଏବଂ ବିଶ୍ଳେଷଣରେ ସମୟ ନଷ୍ଟ ନ କରିବାକୁ ପରାମର୍ଶ ଦେଇଛନ୍ତି।

ଅଧିକାଂଶ ଏକଜିଟ ପୋଲରେ ଏନଡିଏ ବହୁମତ ପାଇଥିବା ଜଣାପଡିଛି। ଯାହାକୁ ନେଇ ପ୍ରଶାନ୍ତ କିଶୋର ପୂର୍ବାନୁମାନ କରିଥିଲେ, ୨୦୨୪ ଲୋକ ସଭା ନିର୍ବାଚନରେ ଭାଜପା ୩୦୩ଟି ଆସନ ଜିତିପାରେ। ୨୦୧୯ ଲୋକ ସଭା ନିର୍ବାଚନରେ ମଧ୍ୟ ଦଳ ସମାନ ସଂଖ୍ୟକ ଆସନ ଜିତିଥିଲା। ଏକଜିଟ ପୋଲ ୨୦୨୪ ଫଳାଫଳ ପ୍ରକାଶ ହେବାର କିଛି ଘଣ୍ଟା ପୂର୍ବରୁ ପ୍ରଶାନ୍ତ କିଶୋର ଦି ପ୍ରିଣ୍ଟକୁ ଦେଇଥିବା ଏକ ସାକ୍ଷାତକାରରେ ଲୋକ ସଭା ନିର୍ବାଚନରେ ଭାଜପା ନେତୃତ୍ୱାଧୀନ ଏନଡିଏର ଭଲ ପ୍ରଦର୍ଶନ ଉପରେ ନିଜର ଭବିଷ୍ୟବାଣୀକୁ ଦୋହରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜୟପୁର ଦୁର୍ଘଟଣାର ଛାତିଥରା କାହାଣୀ: ଜଳନ୍ତା ଅବସ୍ଥାରେ ଅଢେଇ କିଲୋମିଟର ଦୌଡିଲେ ୩୦ ଲୋକ

ଜୟପୁର,୨୨।୧୨: ରାଜସ୍ଥାନ ଜୟପୁରରେ ହୋଇଥିବା ଭୟଙ୍କର ସଡ଼କ ଦୁର୍ଘଟଣା ଏବେ ପର୍ଯ୍ୟନ୍ତ ଲୋକଙ୍କ ମନରୁ ଲିଭି ନାହିଁ। ଏହି ଦୁର୍ଘଟଣାରେ ୧୪ ଜଣ ଜୀବନ୍ତ ଦଗ୍ଧ...

ବିବାହ ପାଇଁ ପ୍ରସ୍ତୁତ ହେଉଥିବା ପରିବାର ଏବେ ଅପେକ୍ଷା କରିଛନ୍ତି ଝିଅର ମୃତ ଦେହକୁ

ଶିମଲା,୨୨।୧୨: ପଞ୍ଜାବର ସୋହାନା, ମୋହାଲିରେ ଭୁଷୁଡି ପଡିଥିବା ବିଲଡିଂକୁ ନେଇ ହିମାଚଳ ପ୍ରଦେଶର ଏକ ପରିବାରରେ ଶୋକର ଛାୟା ଖେଳିଯାଇଛି। ନିଜ ଝିଅର ବିବାହ ପାଇଁ...

ପ୍ରେମିକାଙ୍କୁ ହୋଟେଲ ଉପରୁ ଠେଲିଦେଲେ ପ୍ରେମିକ, ବାନ୍ଧିଲା ପୋଲିସ

ବାରାଣସୀ, ୨୨।୧୨: ଉତ୍ତରପ୍ରଦେଶର ବାରାଣସୀ ଜିଲା ଚେତଗଞ୍ଜ ଥାନା ରାମକୋଟରାସ୍ଥିତ ଏକ ହୋଟେଲର ତୃତୀୟ ମହଲାରୁ ଶୁକ୍ରବାର ଫୁର୍କନ ନାମକ ଜଣେ ଯୁବକ(୨୩) ନିଜ ପ୍ରେମିକା...

କେମିତି ଅଛନ୍ତି ପ୍ରତାପ ଷଡଙ୍ଗୀ, ମୁକେଶ ରାଜପୁତ? ଅପଡେଟ ଦେଲା ହସ୍ପିଟାଲ

ନୂଆଦିଲ୍ଲୀ,୨୨।୧୨: ସଂସଦ ବାହାରେ ଝଗଡା ପରେ ଉଭୟ ଭାଜପା ଏମପି ପ୍ରତାପ ଷଡଙ୍ଗୀ ଏବଂ ମୁକେଶ ରାଜପୁତଙ୍କୁ ଦିଲ୍ଲୀର ଆରଏମଏଲ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। କୁହାଯାଉଛି...

ଆମେରିକାକୁ ବାଧ୍ୟ କଲା ଭାରତର ଶକ୍ତି, ଏହି ନିୟମକୁ କରିବାକୁ ପଡିଲା ପରିବର୍ତ୍ତନ

ଓ୍ବାଶିଂଟନ/ନୂଆଦିଲ୍ଲୀ,୨୨।୧୨: ଏବେ ସାରା ବିଶ୍ୱରେ ଭାରତର ଶକ୍ତି ଏବଂ ଏହାର ସାମର୍ଥ୍ୟର ଶବ୍ଦ ଶୁଣିବାକୁ ମିଳୁଛି। ଆଜି ବିଶ୍ୱର ସମସ୍ତ ଦେଶ ଭାରତର ଶକ୍ତିକୁ ସ୍ବୀକୃତି...

କୁଏତରେ ଶ୍ରମିକଙ୍କ ସହ ଓଡ଼ିଆରେ କଥା ହେଲେ ମୋଦି

ନୂଆଦିଲ୍ଲୀ,୨୨ା୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୨ ଦିନିଆ କୁଏତ ଗସ୍ତରେ ଯାଇଛନ୍ତି। ସେଠାରେ ଭାରତୀୟ ତଥା ଓଡ଼ିଆ ଶ୍ରମିକଙ୍କ ସହ ପ୍ରଧାନମନ୍ତ୍ରୀ କଥା ହୋଇଛନ୍ତି ।...

୨୪ ଘଣ୍ଟାରେ ଏହି ରାଜ୍ୟରେ ଗିରଫ ହେଲେଣି ୪୧୬ ଜଣ, ଆଶ୍ଚର୍ଯ୍ୟ କରିବ ଏହା ପଛର କାରଣ

ଗୁଆହାଟି,୨୨।୧୨: ଆସାମ ସରକାର ବାଲ୍ୟ ବିବାହ ବିରୋଧରେ କାର୍ଯ୍ୟାନୁଷ୍ଠାନକୁ ଜୋରଦାର କରିଛନ୍ତି। ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱ ଶର୍ମା ରବିବାର (୨୨ ଡିସେମ୍ବର ୨୦୨୪)ରେ କହିଛନ୍ତି ଯେ...

କଂଗ୍ରେସ ପାଇଁ ଖରାପ ଖବର

ଚଣ୍ଡିଗଡ଼,୨୨।୧୨: ହରିୟାଣା ଏବଂ ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ କଂଗ୍ରେସ ପରାଜୟର ସମ୍ମୁଖୀନ ହୋଇଛି। ଦିଲ୍ଲୀ ବିଧାନସଭା ନିର୍ବାଚନ ମଧ୍ୟ ମୁଣ୍ଡ ଉପରେ ରହିଛି। ଏହି ସମୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri