ଆଳି ବିଧାନସଭାରୁ ପ୍ରତାପ କେଶରୀ ବିଜୟୀ

କେନ୍ଦ୍ରାପଡ଼ା,୪ା୬(ଜଗନ୍ନାଥ ଧଳ): ୨୦୨୪ ସାଧାରଣ ନିର୍ବାଚନ ଫା ପାଇଁ ଭୋଟ ଗଣତି ଚାଲିଛି। ଏହି ପରିପ୍ରେକ୍ଷୀରେ ଆଳି ବିଧାନସଭାରୁ ବିଜେଡି ପ୍ରାର୍ଥୀ ପ୍ରତାପ କେଶରୀ ଦେବ ୧୯୫୫୪ ଖଣ୍ଡ ଭୋଟରେ ବିଜୟୀ ହୋଇଛନ୍ତି।

Share