ସୁଭଦ୍ରାକୁ ନେଇ ପ୍ରଭାତୀଙ୍କ ବଡ଼ ଘୋଷଣା, ୨୯-୩୦ରେ…

ଭୁବନେଶ୍ୱର,୨୮।୧: ୨୯ ଓ ୩୦ରେ ବ୍ୟାଙ୍କ ଯାଆନ୍ତୁ। ସୁଭଦ୍ରା ଆବେଦନକାରୀଙ୍କୁ ପ୍ରେସମିଟ୍‌ କରି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ବଡ଼ ଘୋଷଣା କରିଛନ୍ତି। ପ୍ରଭାତୀ କହିଛନ୍ତି, ଆସନ୍ତା କାଲି ଓ ପଅରଦିନ ବ୍ୟାଙ୍କ ଯାଆନ୍ତୁ।

ଦୁଇ ଦିନ ବ୍ୟାଙ୍କଗୁଡ଼ିକ ସ୍ବତନ୍ତ୍ର ଭାବେ ଧ୍ୟାନ ଦେବେ। ଯେଉଁମାନଙ୍କୁ କଲ ଆସିଛି, ମେସେଜ ଆସିଛି ସେମାନେ ବ୍ୟାଙ୍କ ଯାଆନ୍ତୁ। NPCI ଦ୍ବନ୍ଦ୍ବ ଦୂର ପାଇଁ ଆବେଦନକାରୀଙ୍କୁ ବ୍ୟାଙ୍କ ଯିବାକୁ ପଡ଼ିବ। ବ୍ୟାଙ୍କମାନଙ୍କରେ ସୁଭଦ୍ରା ବ୍ୟାନର ଲାଗିଥିବ, ସେଠି ପହଞ୍ଚିବେ। ବ୍ୟାଙ୍କ ପହଞ୍ଚି NPCI ଅଡୁଆ ଦୂର କଲେ ସମସ୍ତେ ସୁଭଦ୍ରା ଟଙ୍କା ପାଇବେ। ପ୍ରାୟ ୩ ଲକ୍ଷ ୩୧ ହଜାର ଆବେଦନକାରୀଙ୍କ ସମସ୍ୟା ରହିଛି , ଏହି ୩ ଲକ୍ଷ ୩୧ ହଜାର ପାଇବାକୁ ଯୋଗ୍ୟ, କେହି ବଞ୍ଚିତ ନ ହୁଅନ୍ତୁ ପ୍ରଭାତୀ କହିଛନ୍ତି।

ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ  ବଡ଼ ଘୋଷଣା କରିଛନ୍ତି।  ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ଯେ, ମହିଳାମାନଙ୍କୁ ଆସନ୍ତା ମାର୍ଚ୍ଚ ୮ରେ ‘ସୁଭଦ୍ରା’ର ଦ୍ୱିତୀୟ କିସ୍ତି ଟଙ୍କା ମିଳିବ। ମହିଳାଙ୍କ ବିକାଶ ପାଇଁ ସୁଭଦ୍ରା ଯୋଜନା କାର୍ଯ୍ୟକାରୀ ହେଉଛି। ବର୍ତ୍ତମାନ ସୁଦ୍ଧା ୮୦ ଲକ୍ଷରୁ ଊର୍ଦ୍ଧ୍ୱ ମହିଳାଙ୍କୁ ସୁଭଦ୍ରା ଯୋଜନାରେ ସାମିଲ କରାଯାଇସାରିଲାଣି। ଏଥିରୁ କେହି ବାଦ୍‌ ପଡ଼ିବେ ନାହିଁ। ସର୍ଭେ ଚାଲିଛି। ଯୋଗ୍ୟ ହିତାଧିକାରୀମାନଙ୍କୁ ନିଶ୍ଚିତ ସୁଭଦ୍ରା ଟଙ୍କା ମିଳିବ।

ସୂଚନାଯୋଗ୍ୟ, ଗତ ସେପ୍ଟେମ୍ବର ୧୭ ତାରିଖରେ, ଅକ୍ଟୋବର ୯ ଓ ନଭେମ୍ବର ୨୪ ତାରିଖରେ ୩ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ପ୍ରଦାନ କରାଯାଇ ସାରିଛି। ଜାନୁଆରୀ ଶେଷ ସୁଦ୍ଧା ସୁଭଦ୍ରାର ପ୍ରଥମ କିସ୍ତିର ଚତୁର୍ଥ ପର୍ୟ୍ୟାୟ ଟଙ୍କା ମିଳିବ ବୋଲି କିଛି ଦିନ ତଳେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୂଚନା ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌ରେ ଗଲା ବେଳେ ପିଉସୀଅ-ପୁତୁରାଙ୍କ ବେକରେ ଲାଗିଲା ମାଞ୍ଜା ସୂତା: ପରେ…

 କଟକ ସଦର,୩୧।୧୨(ସୁଶାନ୍ତ କୁମାର ଜେନା): କଟକ ଜିଲା  ୪୨ ମୌଜା ଥାନା ଅନ୍ତର୍ଗତ  ବ୍ରହ୍ମପୁର ଗ୍ରାମରେ ବୁଧବାର ସକାଳେ ଅଭାବନୀୟ ଘଟଣା ଘଟିଛିି। ବାଇକରେ ପିଉସୀ...

ଏମିତି ମିଛ କହିଲା ଚାଇନା: ସବୁ ପୋଲ୍‌ ଖୋଲିଦେଲା ଭାରତ

ନୂଆଦିଲ୍ଲୀ,୩୧।୧୨: ଭାରତ ଏବଂ ପାକିସ୍ତାନ ମଧ୍ୟରେ ଯୁଦ୍ଧବିରତି ପାଇଁ ଅନ୍ତର୍ଜାତୀୟ କ୍ରେଡିଟ ତୀବ୍ର ହୋଇଛି। ପ୍ରଥମେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ଏବେ ଚାଇନା...

ମୋଦିଙ୍କ ଏହି କଥା ଶୁଣି ପ୍ରବଳ ରାଗିଗଲେ ଜେଲେନସ୍କି: ସାଂଘାତିକ ଅଭିଯୋଗ ଆଣି କହିଲେ…

ନୂଆଦିଲ୍ଲୀ,୩୧।୧୨: ପ୍ରଧାନମନ୍ତ୍ରୀ ମୋଦି ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବାସଭବନ ଉପରେ ଡ୍ରୋନ ଆକ୍ରମଣ ରିପୋର୍ଟ ଉପରେ ଚିନ୍ତା ପ୍ରକାଶ କରିଥିଲେ। ୟୁକ୍ରେନୀୟ ରାଷ୍ଟ୍ରପତି ଭୋଲୋଡିମିର...

ଶ୍ରୀମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ! ଜଗା ସ୍ଥାନରେ ବଳିଆ

ଭୁବନେଶ୍ୱର,୩୧।୧୨: ଶ୍ରୀଜଗନ୍ନାଥ ମନ୍ଦିର କ୍ୟାଲେଣ୍ଡରରେ ଗୁରୁତର ତ୍ରୁଟି ଅଭିଯୋଗ ହୋଇଛି। ଜଗା ସ୍ଥାନରେ ବଳିଆ ଓ ବଳିଆ ଜାଗାରେ ଜଗାକୁ ନେଇ ବୁଦ୍ଧିଜୀବୀ ମହଲରେ ଅସନ୍ତୋଷ...

ନଳକୂପ ପାଖରେ ଛକି ବସିଥିଲା ଯମ: ପାଣି ଆଣିବାକୁ ଗଲାବେଳେ ଝିଲିଙ୍କ ସହ ଘଟିଲା…

ଅନୁଗୋଳ,୩୧।୧୨(ମାନସ ବିଶ୍ୱାଳ): ଅନୁଗୋଳ ବନଖଣ୍ଡ ଅନ୍ତର୍ଗତ ବନ୍ତଳା ପଞ୍ଚାୟତ ସାହାରାଗୁଡ଼ା ଗାଁ ସୁନାଭୂଇଁ ସାହିରେ ଦନ୍ତା ହାତୀ ଆକ୍ରମଣରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି। ମିଳିଥିବା...

ମହିଳାଙ୍କ ସହ ଯୌନସମ୍ପର୍କ ରଖି ଫଟୋ ଭାଇରାଲ କରିଦେଲେ ଯୁବକ: ସ୍ବାମୀ ଜାଣିବା ପରେ…

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ମହିଳାଙ୍କ ବିନା ସହମତିରେ ତାଙ୍କ ସହ ଯୌନସମ୍ପର୍କ ସ୍ଥାପନ କରିବା ସହ ଅଶ୍ଳୀଳ ଭିଡିଓ ସୋସିିଆଲ ମିଡିଆରେ ଭାଇରାଲ କରିବା ଅଭିଯୋଗରେ ବଳିଆପଣ୍ଡା...

୬ଦିନ ଯାଏ ସବୁ ସରକାରୀ କର୍ମଚାରୀଙ୍କ ଛୁଟି ବାତିଲ

ପୁରୀ,୩୧ା୧୨(ଅଜିତ୍‌ କୁମାର ମହାନ୍ତି):ଇଂଲିଶ ନବବର୍ଷର ପ୍ରଥମ ଦିନରେ ଶ୍ରୀକ୍ଷେତ୍ରରେ ମହାପ୍ରଭୁଙ୍କ ଦର୍ଶନ କରି ବର୍ଷ ଆରମ୍ଭ କରିବା ନିମନ୍ତେ ଶ୍ରଦ୍ଧାଳୁ ଆଶା କରିଥାନ୍ତି। ତେଣୁ ଏହିଦିନ...

ଭୟରେ ଥରହର ଅର୍ପିତା ଚୌଧୁରୀ: କଲେ ଏମିତି କାମ

କଟକ,୩୧।୧୨(କାର୍ତ୍ତିକ ସାହୁ):ଓଡ଼ିଆ ସଙ୍ଗୀତ ଜଗତର ପ୍ରତିଷ୍ଠିତ ଗାୟକ ହ୍ୟୁମାନ ସାଗର ମୃତ୍ୟୁ ମାମଲାରେ ଓଲିଉଡ ଗାୟିକା ଅର୍ପିତା ଚୌଧୁରୀ ମଙ୍ଗଳବାର ହାଇକୋର୍ଟରେ ଆଗୁଆ ଜାମିନ ଆବେଦନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri