Posted inଜାତୀୟ

ଅତିକ-ଅଶରଫ ମାମଲା ପରେ ଭୟ କଲେଣି ମୁଖତାର ଅଂସାରି

ନୂଆଦିଲ୍ଲୀ,୩।୫: ଅତିକ ଅହମଦ ଓ ଅଶରଫ ଅହମଦଙ୍କ ହତ୍ୟା ପରେ ମାଫିଆ ମୁଖତାର ଅଂସାରି ଡରି ଯାଇଛନ୍ତି। ଗ୍ୟାଙ୍ଗଷ୍ଟରରୁ ରାଜନେତା ହୋଇଥିବା ପୂର୍ବାଞ୍ଚଳର ମାଫିଆ ଡନ ମୁଖତାର ଅଂସାରି ଆହ୍ଲାବାଦ ହାଇକୋର୍ଟରେ ସୁରକ୍ଷା ପାଇଁ ଆବେଦନ କରିଛନ୍ତି। ମୁଖତାରଙ୍କ ପତ୍ନୀ ଆଫଶା ଅଂସାରି ଆବେଦନ କରିଛନ୍ତି। ଏହି ଆବେଦନ ଉପରେ ଶୁଣାଣି କରି ହାଇକୋର୍ଟ ଜେଲ ଡିଜିଙ୍କୁ କିଛି ନିର୍ଦ୍ଦେଶ ଦେଇଛନ୍ତି। ହାଇକୋର୍ଟ କହିଛନ୍ତି, ମୁଖତାର ଅଂସାରିଙ୍କୁ ପର୍ଯ୍ୟାପ୍ତ ସୁରକ୍ଷା ପ୍ରଦାନ କରାଯାଉ। ବାନ୍ଦା ଜେଲରେ ତାରିଖରେ ହାଜର ହେବା ସମୟରେ ଓ ଜେଲ ବଦଳାଇବା ସମୟରେ ଲୋକଙ୍କୁ ଦୂରେଇ ରଖାଯାଉ। ଖବରଦାତାଙ୍କୁ ବି ମୁଖତାର ଅଂସାରିଙ୍କଠାରୁ ଦୂରେଇ ରଖାଯାଉ। ଆଫଶା ଅଂସାରି ସୁପ୍ରିମକୋର୍ଟରେ ବି ଆବେଦନ କରିଥିଲେ। ସୁପ୍ରିମକୋର୍ଟ ହାଇକୋର୍ଟରେ ଆବେଦନ ପାଇଁ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ମୋତେ ପ୍ରଧାନମନ୍ତ୍ରୀ ମୋଦି ଫୋନ୍‌ କରିଥିଲେ, ମୁଁ ତାଙ୍କୁ କହିଲି…’

ମୁମ୍ବାଇ,୨୭।୧୧: ମହାରାଷ୍ଟ୍ରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ? ଏହାକୁ ନେଇ କଳ୍ପନାଜଳ୍ପନା ଜାରି ରହିଥିବା ବେଳେ ଶିବସେନା (ଶିନ୍ଦେ ଦଳ) ମୁଖ୍ୟ ଏକନାଥ ଶିନ୍ଦେ ବୁଧବାର...

ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀ କିଏ ହେବେ? ପ୍ରେସ୍‌ କନଫରେନ୍ସ କରି ଶନ୍ଦେ କଲେ ବଡ଼ ଘୋଷଣା

ମୁମ୍ବାଇ,୨୭।୧୧: ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀଙ୍କୁ ନେଇ ସସ୍‌ପେନ୍ସ ଜାରି ରହିଛି। ତେବେ ବର୍ତ୍ତମାନ ଏହି ସସପେନ୍ସକୁ କାର୍ଯ୍ୟନିର୍ବାହୀ ସିଏମ ଏକନାଥ ଶିନ୍ଦେ ଶେଷ କରିଛନ୍ତି। ବୁଧବାର...

ମହାରାଷ୍ଟ୍ରର ନୂଆ ମୁଖ୍ୟମନ୍ତ୍ରୀଙ୍କୁ ନେଇ ଶେଷ ହେଲା ସସ୍‌ପେନ୍ସ

ମୁମ୍ବାଇ,୨୭।୧୧: ମହାରାଷ୍ଟ୍ରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ? ଏହି ପ୍ରଶ୍ନକୁ ନେଇ ଏକ ରାଜନୀତି ଗରମ ରହିଛି। ଏବେ ଲାଗୁଛି ଯେ ମହାଯାତୀରେ ସସପେନ୍ସ ଶେଷ...

ଶାନ୍ତ ପଡ଼ିଲେ ଶିନ୍ଦେ: ଆକ୍ସନ ମୋଡ୍‌ରେ ଆସିଲେ ନଜର

ପୁଣେ,୨୭।୧୧: ମହାରାଷ୍ଟ୍ର ବିଧାନସଭା ନିର୍ବାଚନରେ ଶାସକ ମିଳିତ ମଞ୍ଚ ‘ମହାୟୁତି’ ବହୁମତ ହାସଲ କରିଛି। ଏଥିରେ କେବଳ ଭାଜପା ୧୩୨ଟି ଆସନରେ ଐତିହାସିକ ବିଜୟ ହାସଲ...

ମହାରାଷ୍ଟ୍ର ରାଜନୀତିରେ ଏହି ବ୍ୟକ୍ତି ହେଉଛନ୍ତି ସିଏମ ମେକର୍‌, କରିବେ ବଡ଼ ଖେଳ!

ମୁମ୍ବାଇ,୨୭।୧୧: ୨୦୨୪ରେ ମହାୟୁତିର ବିଶାଳ ବିଜୟ ପରେ ମୁଖ୍ୟମନ୍ତ୍ରୀ ପଦ ନେଇ ସସପେନ୍ସ ଜାରି ରହିଛି। ଗ୍ରାଣ୍ଡ ଆଲାଇନ୍ସରେ ସର୍ବାଧିକ ଆସନ ଜିତିଥିବା ଦଳଗୁଡ଼ିକ ହେଉଛି...

ସିନ୍ଧିଆ-ରାହୁଲଙ୍କ ଭେଟଘାଟକୁ ନେଇ ବଢିଲା ଚର୍ଚ୍ଚା, ଆଗକୁ ହେବ…

ନୂଆଦିଲ୍ଲୀ,୨୭।୧୧: ମଙ୍ଗଳବାର ସଂସଦରେ ସମ୍ବିଧାନ ଦିବସ ସମାରୋହ ଆୟୋଜନ କରାଯାଇଥିଲା। ତେବେ ସେଣ୍ଟ୍ରାଲ ହଲ୍‌ରେ ଏହି କାର୍ଯ୍ୟକ୍ରମରେ କିଛି ଅଜବ ଘଟଣା ଦେଖିବାକୁ ମିଳିଥିଲା। ଯେତେବେଳେ...

ମୁଖ୍ୟମନ୍ତ୍ରୀ ପଦ ବଦଳରେ ବଡ଼ ସର୍ତ୍ତ ରଖିଦେଲେ ଶିନ୍ଦେ, ଅଡୁଆରେ ଭାଜପା

ମୁମ୍ବାଇ,୨୭।୧୧:ମହାରାଷ୍ଟ୍ରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ କିଏ ହେବେ? ଏନେଇ ମହାୟୁତିରେ ସସପେନ୍ସ ଲାଗି ରହିଛି। କିନ୍ତୁ ଏହାରି ଭିତରେ ଏକନାଥ ଶିନ୍ଦେ କିଛି ଏପରି ସଙ୍କେତ ଦେଇଛନ୍ତି,...

ଆଦାନୀଙ୍କୁ ଗିରଫ କର, ରାହୁଲଙ୍କ ଦାବି ମଧ୍ୟରେ ଲୋକ ସଭା ସ୍ଥଗିତ

ନୂଆଦିଲ୍ଲୀ,୨୭।୧୧: ସଂସଦର ଶୀତକାଳୀନ ଅଧିବେଶନର ତୃତୀୟ ଦିନରେ ବୁଧବାର ସକାଳ ୧୧ଟାରୁ ଲୋକ ସଭା ଓ ରାଜ୍ୟ ସଭାର ପ୍ରକ୍ରିୟା ଆରମ୍ଭ ହୋଇଥିଲା। ଏହି ସମୟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri