ବିବାହ ପୂର୍ବରୁ ଭାଇରାଲ ହେଲା ଭିଡିଓ: କପଲ୍‌ ଡ୍ୟାନ୍ସ କରୁଛନ୍ତି ବହୁଚର୍ଚ୍ଚିତ ଯୋଡ଼ି

ସମ୍ବଲପୁର,୧।୫(ବ୍ୟୁରୋ): ଆଉ କିଛି ସମୟର ଅପେକ୍ଷା ପରେ ବିବାହ ବନ୍ଧରେ ବାନ୍ଧି ହେବେ ସମ୍ବଲପୁର ଜିଲାପାଳ ଅନନ୍ୟା ଦାଶ ଓ ବଲାଙ୍ଗୀର ଜିଲାପାଳ ଚଞ୍ଚଳ ରଣା ।
ଆସାମ ଗୁଆହାଟୀରେ ଏକ ବିଳାସମୟ ହୋଟେଲରେ ଉଭୟଙ୍କର ବାହାଘର ହେବ। ହେଲେ ତା’ ପୂର୍ବରୁ ଏକ ଭିଡିଓ ଭାଇରାଲ ହୋଇଛି । ଯେଉଁଥିରେ ଉଭୟଙ୍କର ଜବରଦସ୍ତ ଡ୍ୟାନ୍ସ ଦେଖିବାକୁ ମିଳିଛି। ଉଭୟ ଷ୍ଟେଜ ଉପରେ ହାତକୁ ହାତ ଧରି ରୋମାଣ୍ଟିକ କପଲ ଡ୍ୟାନ୍ସ କରିଛନ୍ତି । ସୋମବାର ଏହି ବହୁଚର୍ଚ୍ଚିତ ଯୋଡ଼ିଙ୍କ ବିବାହ ଅନୁଷ୍ଠିତ ହେବ ।


Enter your email to get our daily news in your inbox.

All Right Reserved By Dharitri.Com

କଂସବଧ ସହ ସରିଲା ୧୧ଦିନ ବ୍ୟାପି ଧନୁଯାତ୍ରା

ମଥୁରାନଗରୀ,୧୩।୧(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବ ସୋମବାର ଉଦଯାପିତ ହୋଇଛି। ଦୀର୍ଘ ୧୧ ବ୍ୟାପି ହୋଇଥିବା ଏହି ମହୋତ୍ସବରେ କଂସବଧ ଦୃ୍ଯାଭିନୟ...

କଳାହାଣ୍ଡି ଉତ୍ସବ ପାଇଁ ବାହାରିଲା ମଶାଲ ଶୋଭାଯାତ୍ର

ଲାଞ୍ଜିଗଡ଼,୧୩ା୧(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ର ଆରାଧ୍ୟ ଭୈରବ ପୀଠରୁ ୨୭ତମ କଳାହାଣ୍ଡି ଉତ୍ସବ ଘୁମୁରା ପାଇଁ ସୋମବାର ଏକ ମଶାଲ ଶୋଭାଯାତ୍ରା ଭବାନୀପାଟଣା...

ଦାରିଙ୍ଗବାଡି ଶୀତ ମହୋତ୍ସବରେ ହରବାଲ ଚା’ ଦେଉଛି ନିଆରା ସ୍ବାଦ: ସବୁବର୍ଷ ପରି ଚର୍ଚ୍ଚାରେ…

ଦାରିଙ୍ଗବାଡି,୧୩।୧(ଅରୁଣ ସାହୁ ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡିରେ ଗତ ୩ ଦିନ ଧରି ଶୀତ ମହୋତ୍ସବରେ ହରବାଲ ଚା’ବଣ୍ଟନ କରି ଦାରିଙ୍ଗବାଡିର ବୋଲବମ ସଙ୍ଘ ଚର୍ଚ୍ଚାରେ...

ମିଟର ଖରାପଅଛି କହି ପକାଇଥିଲେ ଫାଇନ୍‌ : ରାଗିଗଲେ ଗ୍ରାମବାସୀ, ବିଦ୍ୟୁତ୍‌ ଭିଜିଲାନ୍ସ ଟିମ୍‌ ଅଧିକାରୀଙ୍କ ସମେତ ୫ଙ୍କୁ ରଖିଲେ ଅଟକ

ଦିଗପହଣ୍ଡି,୧୩ା୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ଥାନା ସାହାସପୁର ଗ୍ରାମରେ ବିଦ୍ୟୁତ୍‌ ଭିଜିଲାନ୍ସ ବିଭାଗ ଅଧିକାରୀମାନଙ୍କୁ ସୋମବାର ଗ୍ରାମବାସୀ ଅଟକ ରଖିଥିଲେ। ଖବରପାଇ ଘଟଣା...

ଆଦିବାସୀ ପରମ୍ପରାର ନିଆରା ଟୋକିମରା ପର୍ବ ପାଳିତ

ଥୁଆମୂଳ ରାମପୁର,୧୩।୧(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲାରେ ଆଦିବାସୀ ପରମ୍ପରା ଭରି ରହିଛି ଆଦିମ ସଭ୍ୟତାର ନିଦର୍ଶନ। ଆଜିର ଆଧୁନିକ ସମାଜରେ ଯଦିଓ ବେଶଭୂଷାରେ କେତେକାଂଶରେ ପରିବର୍ତ୍ତନ...

ପ୍ରଧାନମନ୍ତ୍ରୀ ଫସଲ ବୀମା କ୍ଷୟକ୍ଷତି ଆକଳନ ଶେଷ, ୨ ଲକ୍ଷ ୭୨୯ଟି ପ୍ଲଟରେ କ୍ଷତିଗ୍ରସ୍ତ ଚାଷୀଙ୍କ ଆବେଦନ

ଭୁବନେଶ୍ୱର,୧୩।୧: ଅମଳ ପରବର୍ତ୍ତୀ ଫସଲ କ୍ଷତି ଆକଳନ କାର୍ଯ୍ୟ ଶେଷ ହୋଇଛି । ସୋମବାର ସୁଦ୍ଧା ପ୍ରାୟ ୧ ଲକ୍ଷ କ୍ଷତିଗ୍ରସ୍ତ ପ୍ଲଟ ବାବଦକୁ ମୋଟ...

ଉଦଯାପିତ ହେଲା ୩ ଦିନିଆ ଶୀତ ମହୋତ୍ସବ: ମୁଖ୍ୟ ଆକର୍ଷଣ ମଣ୍ଟୁ ଛୁରିଆ,ପାରମ୍ପରିକ ଲୋକକଳା

ଦାରିଙ୍ଗବାଡି,୧୩।୧(ଅରୁଣ ସାହୁ): ଓଡିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡିରେ ଶୀତ ଯେମିତି ବଢିବାରେ ଲାଗିଛି ସେମିତି ୩ ଦିନିଆ ଶୀତ ମହୋତ୍ସବର ମାହୋଲ ମଧ୍ୟ ସେଭଳି ରହିଛି।...

ବିଧାୟକରୁ ମୁଖ୍ୟମନ୍ତ୍ରୀ ହେବା ପରେ ବି ଭୁଲି ନାହାଁନ୍ତି ପାପ ନାସିନି ବୈତରଣୀକୁ

ପାଟଣା,୧୩।୧(ବୀର କିଶୋର ଦାଶ): ମଙ୍ଗଳ ବାର ପବିତ୍ର ମକର ସଂକ୍ରାନ୍ତି ଅବସରରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କେନ୍ଦୁଝର ଜିଲା ପାଟଣା ବ୍ଲକ୍ ମୁଖ୍ୟାଳୟ ଦେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image