ଚାପ ଖେଳିବେ ମହାପ୍ରଭୁ, ଚନ୍ଦନଯାତ୍ରା ପାଇଁ ପୁରୀରେ ପ୍ରସ୍ତୁତି ଆରମ୍ଭ

ପୁରୀ,୨୩।୪: ଶ୍ରୀକ୍ଷେତ୍ରରେ ଆରମ୍ଭ ହେବାକୁ ଯାଉଛି ମହାପ୍ରଭୁ ଜଗନ୍ନାଥଙ୍କ ବିଶ୍ବପ୍ରସିଦ୍ଧ ଚନ୍ଦନଯାତ୍ରା। ଅକ୍ଷୟ ତୃତୀୟାରେ ଆରମ୍ଭ ହେବାକୁ ଥିବା ଏହି ଯାତ୍ରାରେ ୨୧ ଦିନବ୍ୟାପୀ ନରେନ୍ଦ୍ର ପୁଷ୍କରିଣୀରେ ନନ୍ଦା, ଭଦ୍ରା ଓ ବେଜୟନ୍ତୀରେ ଚାପ ଖେଳିବେ ମହରପ୍ରଭୁଙ୍କ ଚଳନ୍ତି ପ୍ରତିମା। ଏଥିପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଗତବର୍ଷ ଚନ୍ଦନଯାତ୍ରା ଶେଷପରେ ନରେନ୍ଦ୍ରର ଗଭୀର ଜଳରାଶିରେ ବୁଡି ରହିଥିବା ନନ୍ଦା, ଭଦ୍ରା ବୈଜୟନ୍ତୀଙ୍କୁ ମଙ୍ଗଳବାର ପାଣି ଉପରକୁ ଉଠାଯାଇଛି। ଭୋଇ ସେବକମାନେ ପାଣିରେ ବୁଡି ମୋଟ ୫ଟି ଡଙ୍ଗାକୁ ଉପରକୁ ଆଣିଛନ୍ତି।

ସୂଚନାଯୋଗ୍ୟ, ଚନ୍ଦଯାତ୍ରାରେ ମହାପ୍ରଭୁଙ୍କ ଚଳନ୍ତିପ୍ରତିମା ମଦନମୋହନ, ଭୂଦେବୀ, ଶ୍ରୀଦେବୀଙ୍କ ସମେତ ପଞ୍ଚ ପାଣ୍ଡବ ଚାପ ଖେଳିବେ। ଏଥିପାଇଁ ନରେନ୍ଦ୍ର ପୋଖରୀ ସୁସଜ୍ଜିତ କରିବା ସହ ପ୍ରସ୍ତୁତି ଆରମ୍ଭ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଫଏକ୍ୟୁ ମାନ କୋହଳ ପାଇଁ ଉଠିଲା ଦାବି

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ଲଗାଣ ବର୍ଷା ହେତୁ ଖରିଫ ଧାନ ଫସଲ କ୍ଷୟକ୍ଷତିର ଭରଣା, ଧାନର ଏଫଏକ୍ୟୁ ମାନ କୋହଳ, ଟୋକେନ ଅବଧି ବର୍ଦ୍ଧିତ ଦାବି...

ରୁବେନ ବାନାର୍ଜୀଙ୍କ ବହିକୁ ନେଇ ବିଜେଡିରେ କମ୍ପନ: ମୁହଁ ଖୋଲିଲେ ଅରୁଣ ସାହୁ

ଭୁବନେଶ୍ୱର,୨୩।୧୨: ବଙ୍ଗାଳୀ ଲେଖକ ରୁବେନ ବାନାର୍ଜୀଙ୍କ ପୁସ୍ତକ ‘ନବୀନ ପଟ୍ଟନାୟକ-ଦ ଅଥରେଟିଭ୍‌ ବାୟୋଗ୍ରାଫି ରିଭାଇଜ୍‌ଡ୍‌ ଆଫ୍ଟର ୨୦୨୪ ଇଲେକ୍ସନ’କୁ ନେଇ ବିଜେଡିରେ କମ୍ପନ ସୃଷ୍ଟି ହୋଇଛି।...

ଖୋଲିଲା ଧାନ ମଣ୍ଡି: ଶୁଭାରମ୍ଭ କଲେ ବିଧାୟକ

ପାଟଣା,୨୩।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକରେ ଖରିଫ ଋତୁରେ ଧାନ କ୍ରୟ କରିବା ପାଇଁ ପାଟଣା ବ୍ଲକ ଅଧିନରେ ଥିବା ୨ ଶାଖା...

ଜିଲା ରାଇଫଲ ସଂଘର ନୂଆ କର୍ମକର୍ତ୍ତାଙ୍କ ନାମ ଘୋଷଣା କଲେ ବିଧାୟକ କଳିକେଶ ନାରାୟଣ ସିଂଦେଓ

ବଲାଙ୍ଗୀର,୨୩ା୧୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ନାରାୟଣ ସିଂଦେଓଙ୍କ ସ୍ପୋର୍ଟ କମ୍ପ୍ଲେକ୍ସଠାରେ ଜିଲା ରାଇଫଲ ସଂଘର ସଧାରଣ ବୈଠକ ଅନୁଷ୍ଠିତ ହୋଇଥିଲା। ସୋମବାର ବଲାଙ୍ଗୀର ବିଧାୟକ...

ଓଡ଼ିଶାର ଆଉ ଏହି ୩ଟି ସ୍ଥାନରେ ଲାଗିବ ଡପଲର ରାଡାର

ଭୁବନେଶ୍ୱର,୨୩।୧୨: ଓଡ଼ିଶାର ଆଉ ୩ଟି ସ୍ଥାନରେ ଡପଲର ରାଡାର ଲାଗିବ ବୋଲି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏବଂ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୋମବାର...

ଭୁବନେଶ୍ୱରରେ ଲେଫ୍ଟ ଫ୍ରି’ ନିୟମ ବାଟବଣା

ଭୁବନେଶ୍ୱର,୨୩ା୧୨(ସତ୍ୟଜିତ୍‌ ରାଉତ): ରାଜଧାନୀ ଭୁବନେଶ୍ୱରରେ ଟ୍ରାଫିକ୍‌ ଯନ୍ତ୍ରଣା ଅସହ୍ୟ ହେଉଛି। ବିଭିନ୍ନ ସମୟରେ ଅସମ୍ଭାଳ ଭିଡ଼ ଯୋଗୁ ଲୋକେ ରାସ୍ତାରେ ଘଣ୍ଟାଘଣ୍ଟା ଧରି ଅପେକ୍ଷା କରି...

କାଲି ଘରୁ ବାହାରକୁ ଯାଇ ଆଉ ଫେରି ନ ଥିଲେ ଯୁବକ, ଆଜି ଟ୍ରେନ୍‌ ଲାଇନ୍‌ରୁ ମିଳିଲା ମୃତଦେହ

ପରଜଙ୍ଗ,୨୩ା୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ଅନୁଗୋଳ-ଡ଼ୁବୁରୀ ନୂତନ ରେଳପଥର ପରଜଙ୍ଗ ରେଳ ଷ୍ଟେଶନଠାରୁ ଅଳ୍ପ ଦୂରରେ ଟ୍ରେନ୍‌ରେ କଟି ରବିବାର ବିଳମ୍ବିତ ରାତିରେ...

୩୫ ଲକ୍ଷ ଟଙ୍କାରେ ବଜ୍ରକାପ୍ତା ବିକ୍ରି ପାଇଁ ହୋଇଥିଲା ଡିଲ୍‌: ମାଡ଼ିବସିଲା ବନ ବିଭାଗ

ଟିଟିଲାଗଡ଼,୨୩।୧୨(ଶରତ ମିଶ୍ର): ବଲାଙ୍ଗୀର ଜିଲା ଟିଟିଲାଗଡ଼ ବନାଞ୍ଚଳ ଅଧୀନ ବର୍ଣ୍ଣେଇ ରିଜର୍ଭ ଜଙ୍ଗଲରୁ ଏକ ବଜ୍ରକାପ୍ତା ଧରି ବିକ୍ରି କରୁଥିବା ବେଳେ ବନ ବିଭାଗ ହାତରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri