ଦୁର୍ଗାପୂଜା ପ୍ରସ୍ତୁତି ଆରମ୍ଭ, ସ୍ଥାପନ ହେଲା ଶୁଭଖୁଣ୍ଟି

ଦାରିଙ୍ଗବାଡ଼ି,୭ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ ମା’ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଗଣେଶ ପୂଜା ଚତୁର୍ଥୀ ତିଥିରୁ ଆରମ୍ଭ ହୋଇଯାଇଛି। ଏହି ଅବସରରେ ଗ୍ରାମ ଦେବତୀ, ମା ପାଟ୍ଟଖଣ୍ଡାଙ୍କୁ ପୂଜାର୍ଚ୍ଚନା କରାଯିବା ସହ ଅସ୍ଥାୟୀ ମଣ୍ଡପଠାରେ ପୂଜାର୍ଚ୍ଚନା କରାଯାଇ ଦୁର୍ଗାଙ୍କ ପର୍ବ ଦଶହରା ପାଳନ ପାଇଁ ଶୁଭ ଖୁଣ୍ଟି ସ୍ଥାପନ କରାଯାଇଛି। ସନ୍ତୋଷ କୁମାର ମିଶ୍ରଙ୍କ ପୌରୋହିତ୍ୟରେ ସରୋଜ ସାହୁ, ଚିତ୍ତ ପ୍ରଧାନ, ଚିତ୍ତରଞ୍ଜନ ସାହୁ,ବାଥଲମ ନାୟକ ସଞ୍ଜିତ ଗୌଡ଼, ବିକି ନାୟକ,ସୋନୁ ବେହେରା,ସୋମ୍ୟରଞ୍ଜନ ନାୟକ, ସମ୍ବିତ ନାୟକ, ସତୀଶ କୁମାର ସାହୁ, ଝୁଲୁ ସାହୁ, ଜଗନ ସାହୁ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

ପ୍ରକାଶଯେ, ସିମନବାଡ଼ିଠାରେ ଏହା ୩୨ ତମ ଦୁର୍ଗାପୂଜା ପାଇଁ ପ୍ରସ୍ତୁତି ଆରମ୍ଭ କରାଯାଇଥିବା ବେଳେ ପ୍ରତିବର୍ଷ ଶାନ୍ତି, ସଦ୍‌ଭାବନା ଓ ଭାଇଚାରାରେ ଏହି ପର୍ବ ପାଳନ ହୋଇଆସୁଛି। ସେହି କ୍ରମରେ ଏହି ପର୍ବ ଚଳିତ ଥର ମଧ୍ୟ ପୂଜାର୍ଚ୍ଚନା ସହ ସାଂସ୍କୃତିକ କାର୍ଯ୍ୟକ୍ରମ କରାଯିବ ବୋଲି କମିଟି ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ିରେ ଉନ୍ନୟନ କାର୍ଯ୍ୟ ପରିଦର୍ଶନ କଲେ ବିଡିଓ: କାର୍ଯ୍ୟ ତ୍ୱରାନ୍ବିତ କରିବାକୁ କନିଷ୍ଠ ଯନ୍ତ୍ରୀଙ୍କୁ ଦେଲେ ନିର୍ଦ୍ଦେଶ  

ଦାରିଙ୍ଗବାଡି,୨୨।୪(ଅରୁଣ ସାହୁ )- କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ପଞ୍ଚାୟତ ସମେତ ୮ ଟି ପଞ୍ଚାୟତରେ ଉନ୍ନୟନ କାର୍ଯ୍ୟ ଚାଲିଛି। ବିଶେଷ କରି...

ମିଳିତ ମହାମଞ୍ଚ ପକ୍ଷରୁ ବ୍ରାହ୍ମଣୀଗାଁରେ କ୍ରିକେଟ ଟୁର୍ନାମେଣ୍ଟର ଶୁଭାରମ୍ଭ, ପ୍ରଥମ ଦିନରେ ବାଜିମାରିଲା ଏମ୍‌.ଖାତିଗୁଡ଼ା ଦଳ

ଦାରିଙ୍ଗବାଡି,୨୨।୪(ଅରୁଣ ସାହୁ )- କନ୍ଧମାଳ ଜିଲା ବ୍ରାହ୍ମଣୀଗାଁଠାରେ ମିଳିତ ମହାମଞ୍ଚ ପକ୍ଷରୁ କ୍ରିକେଟ ଟୁର୍ନାମେଣ୍ଟର ଶୁଭାରମ୍ଭ ହୋଇଯାଇଛି। ସୋମବାର ମୁଖ୍ୟ ଅତିଥିଭାବେ ଦାରିଙ୍ଗବାଡି ବିଡିଓ ପ୍ରୀତିରଞ୍ଜନ...

ଭାଜପାର ସକ୍ରିୟ ସଦସ୍ଯ ସମ୍ମିଳନୀ, ଆୟୁଷ୍ମାନ କାର୍ଡ ବଣ୍ଟନ: ଯୋଗ ଦେଲେ ସାଂସଦ

ଜି. ଉଦୟଗିରି,୨୦।୪(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): ଜି. ଉଦୟଗିରି ଏନଏସି କଲ୍ଯାଣ ମଣ୍ଡପରେ ଭାଜପା ତରଫରୁ ବିଧାନ ସଭା ମଣ୍ତଳୀ ସ୍ତରୀୟ ସକ୍ରିୟ ସଦସ୍ଯ ସମ୍ମିଳନୀ...

ଠିକାଦାରଙ୍କ ମୁଣ୍ଡରେ ବନ୍ଧୁକ ରଖି ଲୁଟିଥିଲେ, ତୁମୁଡ଼ିବନ୍ଧ ପୋଲିସ ପଞ୍ଝାରେ ୫ ଜଣିଆ ସଶସ୍ତ୍ର ଡକାୟତ ଗ୍ୟାଙ୍ଗ

ତୁମୁଡିବନ୍ଧ,୨୦।୪(ଦୀପକ କୁମାର ପରାସେଠ)-କନ୍ଧମାଳ ଜଲା ତୁମୁଡିବନ୍ଧ ପୋଲିସ ୫ ଜଣିଆ ସଶସ୍ତ୍ର ଡକାୟତ ଗ୍ୟାଙ୍ଗକୁ ଗିରଫ କରିଛି। ସେମାନଙ୍କ ଠାରୁ ଗୋଟିଏ ବନ୍ଧୁକ, ଏକ କଟରା...

କଳିଙ୍ଗା ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ, ଅଭିଭାବକଙ୍କ ବୈଠକ

ଜି.ଉଦୟଗିରି,୧୯ା୪(ଚିନ୍ମୟ କୁମାର ସେଠୀ): ଜି.ଉଦୟଗିରି ବ୍ଲକ୍‌ କଳିଙ୍ଗା ଉଚ୍ଚ ବିଦ୍ୟାଳୟରେ ଚଳିତ ଶିକ୍ଷା ବର୍ଷର ପ୍ରଥମ ଶିକ୍ଷକ ଏବଂ ଅଭିଭାବକ ବୈଠକ ପ୍ରଧାନ ଶିକ୍ଷୟିତ୍ରୀ ସୁମିତାରାଣୀ...

ଦାରିଙ୍ଗବାଡି ବନାଞ୍ଚଳରେ ଅବାଧ ଗଛକଟା ଘଟଣା: ବନ ବିଭାଗ ସେଣ୍ଟ୍ରିଙ୍ଗ ଭାଙ୍ଗି ଜବତ କଲା କାଠ

ଦାରିଙ୍ଗବାଡି,୧୯।୪ (ଅରୁଣ ସାହୁ): ପୋଲ ନିର୍ମାଣରେ ମୂଲ୍ୟବାନ ଶାଳ କାଠକୁ ସେଣ୍ଟ୍ରିଙ୍ଗରେ ବ୍ୟବହାରକୁ ନେଇ ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଥିଲା। ଏହି ଖବର ଧରିତ୍ରୀରେ...

ଚୋରିଯାଇଥିବା ଜେସିବି ଜବତ: ଅଭିଯୁକ୍ତଙ୍କୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡି,୧୯।୪ (ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ କୁ ମିଳିଛି ବଡ଼ ସଫଳତା। ଚୋରିଯାଇଥିବା ଏକ ଜେସିବିକୁ ପୋଲିସ ଉଦ୍ଧାର କରିବା ସହ ଚୋରି କରିଥିବା...

ଦାରିଙ୍ଗବାଡ଼ି ବନାଞ୍ଚଳରେ ଅବାଧ ଗଛକଟା ଘଟଣା: ଖବର ପ୍ରକାଶ ପରେ ବନବିଭାଗର ନିଦ ଭାଙ୍ଗିଲା

ଦାରିଙ୍ଗବାଡ଼ି,୧୯ା୪(ଅରୁଣ ସାହୁ): ଗଞ୍ଜାମ ଜିଲା ଦାରିଙ୍ଗବାଡ଼ି ବନାଞ୍ଚଳର ସିମନବାଡ଼ି ସେକ୍ସନ ବୁରାଙ୍ଗିଆଠାରୁ ବୁଡ଼ାଗୁଡ଼ାକୁ ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ରାସ୍ତା ସମ୍ପ୍ରସାରଣ କାର୍ଯ୍ୟ ଚାଲିଛି। ଉକ୍ତ ରାସ୍ତାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image