ଶ୍ରୀମନ୍ଦିରରେ ଚନ୍ଦନ ଯାତ୍ରା ନେଇ ପ୍ରସ୍ତୁତି

ପୁରୀ ଅଫିସ,୩୦।୪(ବ୍ୟୁରୋ): ଚନ୍ଦନ ଯାତ୍ରାକୁ ନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟରେ ଜିଲାପାଳଙ୍କ ଅଧକ୍ଷତାରେ ଶନିବାର ପ୍ରସ୍ତୁତି ବୈଠକ ଆରମ୍ଭ ହୋଇଛି । ଏହି ବୈଠକରେ ଏସ୍‌ପି, ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ଓ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ। ଶୃଙ୍ଖଳିତ ନୀତି, ପ୍ରଭୁଙ୍କ ଜଳକ୍ରୀଡା, ପୋଲିସ ଓ ଟ୍ରାଫିକ୍‌ ବ୍ୟବସ୍ଥା ନେଇ ଆଲୋଚନା ହୋଇଥିବା ଜଣାପଡ଼ିଛି।
ଖବର ଅନୁଯାୟୀ, ଆସନ୍ତା ମେ ୩ ତାରିଖରେ ପବିତ୍ର ଅକ୍ଷୟ ତୃତୀୟା । ପଡ଼ୁଥିବା ବେଳେ ଗତ ଦୁଇବର୍ଷ ଧରି କୋଭିଡ୍‌ କଟକଣା ଯୋଗୁ ଭକ୍ତ ମାନେ ଚନ୍ଦନ ଯାତ୍ରାରେ ସାମିଲ ହୋଇ ନ ଥିଲେ। ଚଳିତ ବର୍ଷ ଭକ୍ତଙ୍କ ଗହଣରେ ଚାପ ଖେଳିବେ ମହାପ୍ରଭୁଙ୍କ ଚଳନ୍ତି ପ୍ରତିମା। ଭକ୍ତମାନେ କିଭଳି ଭାବେ ଶୃଙ୍ଖଳିତ ଦର୍ଶନ କରିବା ସହ ସୁରକ୍ଷା ବ୍ୟବସ୍ଥା ନେଇ ବୈଠକରେ ଆଲୋଚନା ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

କୋକସରାରେ ରେକର୍ଡ ବର୍ଷା: ଚାଷୀଙ୍କ ଫସଲ ନଷ୍ଟ

କୋକସରା,୨୬ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକରେ ୧୩୫ ମିମି ବର୍ଷା ହୋଇଥିବା ସରକାରୀ ଭାବେ ରେକର୍ଡ କରାଯାଇଛି। ବର୍ଷା ଯୋଗୁ କୋକସରା...

ବର୍ଷାରେ ଭାଙ୍ଗିଲା ଘର: ପଲିଥିନ ତଳେ ପରିବାର

କୋକସରା,୨୬ା୧୨ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଖୁଣ୍ଟିଆ ପଞ୍ଚାୟତ ଖୁଣ୍ଟିଆ ଗ୍ରାମରେ ପାଞ୍ଚପ୍ରାଣୀ କୁଟୁମ୍ବ ସହ ରହନ୍ତି ଧନସାଏ ଧରୁଆ। ଝାଟିମାଟି...

ସରକାର କଲେ ବଡ଼ ଘୋଷଣା: ଏହି ନମ୍ବରରେ କଲ୍‌ କରି ପାଆନ୍ତୁ ଫସଲ ହାନି ସହାୟତା

ଭୁବନେଶ୍ୱର,୨୬ା୧୨: ଲଘୁଚାପ ଜନିତ ଲଗାଣ ବର୍ଷା ଯୋଗୁ ଓଡ଼ିଶାରେ ଚାଷୀମାନେ ବହୁ କ୍ଷତିର ସମ୍ମୁଖୀନ ହୋଇଛନ୍ତି। ଚାଷୀଙ୍କ ସହାୟତାକୁ ଦୃଷ୍ଟିରେ ରଖି ସରକାର ଚାଷୀଙ୍କ ପାଇଁ...

ବୁଲଡୋଜରକୁ ଚଢ଼ି ବୃଦ୍ଧାଙ୍କ ପ୍ରତିବାଦ: ଅଧାରୁ ଅଟକିଲା ଉଚ୍ଛେଦ ପ୍ରକ୍ରିୟା

ବରଗଡ଼,୨୬।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ପୌର ପ୍ରଶାସନ ପକ୍ଷରୁ ଗୁରୁବାର ସ୍ଥାନୀୟ ୱାର୍ଡ଼ ନଂ-୧୭ ଜୀରାନଦୀ କୂଳ ବୃନ୍ଦାବନ ପଡ଼ିଆ ପାର୍ଶ୍ୱରେ ଜବରଦଖଲ ଉଚ୍ଛେଦ ଆରମ୍ଭ ହୋଇଥିଲା।...

ନୂଆ କ୍ୟାଲେଣ୍ଡରକୁ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬।୧୨: ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ୨୦୨୫ ଇଂରାଜୀ ନୂତନ ବର୍ଷ କ୍ୟାଲେଣ୍ଡର (ଉଭୟ ୱାଲ ଏବଂ ଡେସ୍କ) ପ୍ରକାଶ ପାଇଛି। କ୍ୟାଲେଣ୍ଡରର ପ୍ରଥମ କପିକୁ ଶ୍ରୀମନ୍ଦିରରେ...

ବେକରେ ଗାମୁଛା ଲଗାଇ ଛୁଲିପଡିଲେ ଯୁବକ, କାରଣ ଅସ୍ପଷ୍ଟ

ହିଞ୍ଜିଳିକାଟୁ, ୨୬।୧୨(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଥାନା ପିତଳ ଗ୍ରାମର ଜଣେ ଯୁବକ ବେକରେ ଗାମୁଛା ଲଗାଇ ଆତ୍ମହତ୍ୟା କରିଛନ୍ତି। ମୃତକ ଜଣଙ୍କ ହେଲେ ହିଞ୍ଜିଳି ଥାନା...

ଅଦିନିଆ ଲଘୁଚାପ ଯୋଗୁ ଧାନ, ପନିପରିବା ଫସଲ ନଷ୍ଟ: କ୍ଷତିଗ୍ରସ୍ତ ଚାଷୀଙ୍କୁ ସହାୟତା ପ୍ରଦାନ ନେଇ ବିଜେଡି ପକ୍ଷରୁ ଦାବିପତ୍ର

ହିଞ୍ଜିଳିକାଟୁ, ୨୬ା୧୨(ଦ୍ବିତୀକୃଷ୍ଣ ପଣ୍ଡା): ଚଳିତ ଖରିଫ ଧାନ ଅମଳ ବେଳକୁ ଲଗାତାର ଅଦିନିଆ ବର୍ଷାରେ ଚାଷୀଙ୍କ ଫସଲକୁ କ୍ଷତି ପହଞ୍ଚାଇଛି। ଗତ ମଙ୍ଗଳବାର ଓ ବୁଧବାର...

ନିଦ ହଜାଇଲା ଅଦିନିଆ ବର୍ଷା: କ୍ଷେତରେ ପଚି ଗଜା ହେଲାଣି ପାଚିଲା ଧାନ

ଛେନାପଦି, ୨୬ା୧୨(ନିରାକାର ପରିଡ଼ା): କେନ୍ଦୁଝର ଜିଲା ହାଟଡ଼ିହୀ ବ୍ଲକ୍‌ର ବିଭିନ୍ନ ଅଞ୍ଚଳରେ ଅଦିନିଆ ବର୍ଷାରେ ବ୍ୟାପକ ଧାନ ଫସଲ ନଷ୍ଟ ହୋଇଛି। ୪ ଦିନ ପୂର୍ବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri