ଏମ୍‌ଆର୍‌ଆଇ ପାଇଁ ଯାଞ୍ଚ ହେବ ପ୍ରେସ୍‌କ୍ରିପ୍‌ଶନ

ଭୁବନେଶ୍ୱର,୧୭ା୧୨: ଏଣିକି ବିନା ପ୍ରେସ୍‌କ୍ରିପ୍‌ଶନରେ ଏମ୍‌ଆର୍‌ଆଇ କିମ୍ବା ସିଟି ସ୍କାନ୍‌ ହୋଇପାରିବ ନାହିଁ। ଏନେଇ କ୍ୟାପିଟାଲ ହସ୍ପିଟାଲ ପକ୍ଷରୁ ଏସ୍‌ଓପି ଜାରି ହୋଇଛି। ଡାକ୍ତରମାନେ ଯାଞ୍ଚ ନ କରି ଏମ୍‌ଆର୍‌ଇ କିମ୍ବା ସିଟି ସ୍କାନ୍‌ ପାଇଁ ଲେଖିପାରିବେ ନାହିଁ। ଏଥିପାଇଁ ରୋଗୀଙ୍କ ପ୍ରେସ୍‌କ୍ରିପ୍‌ଶନ ଜରୁରୀ ଅଟେ ବୋଲି କ୍ୟାପିଟାଲ ହସ୍ପିଟାଲ ପକ୍ଷରୁ କଡ଼ା ନିୟମ କରାଯାଇଛି।

Share