Posted inଜାତୀୟ

ଓଡ଼ିଶାବାସୀଙ୍କୁ ଉତ୍କଳ ଦିବସର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ-ରାଷ୍ଟ୍ରପତି

ନୂଆଦିଲ୍ଲୀ,୧।୪: ଉତ୍କଳ ଦିବସ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଓଡ଼ିଆ ଭାଷାର ଟୁଇଟ୍‌ କରି କହିଛନ୍ତି, ଉତ୍କଳ ଦିବସର ହାର୍ଦ୍ଦିକ ଶୁଭେଚ୍ଛା । ଏହି ଦିନ ଆମ ଦେଶର ପ୍ରଗତିରେ ଓଡ଼ିଶା, ଓଡିଆ ଜନସାଧାରଣ ଏବଂ ସଂସ୍କୃତିର ସମୃଦ୍ଧ ଅବଦାନକୁ ଜାଣିବାର ଅବସର । ଓଡ଼ିଶାବାସୀଙ୍କ ଉତ୍ତମ ସ୍ବାସ୍ଥ୍ୟ ଏବଂ ସମୃଦ୍ଧି କାମନା କରୁଛି ।

ସେହିପରି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଧ୍ୟ ଉତ୍କଳ ଦିବସର ଶୁଭେଚ୍ଛା ଜଣାଇଛନ୍ତି। ଟୁଇଟ୍‌ କରି କହିଛନ୍ତି, ଓଡ଼ିଶା ଦିବସ ଅବସରରେ ମୁଁ ପ୍ରିୟ ଦେଶବାସୀଙ୍କୁ ବିଶେଷକରି ଓଡିଶାବାସୀଙ୍କୁ ହାର୍ଦ୍ଦିକ ଅଭିନନ୍ଦନ ଜଣାଉଛି। ପ୍ରଚୁର ପ୍ରାକୃତିକ ସମ୍ପଦ ଏବଂ ଦକ୍ଷ ଓ କର୍ମଠ ଲୋକଶକ୍ତି ଆଧାରରେ ଓଡ଼ିଶା ,ଆମ ଅର୍ଥବ୍ୟବସ୍ଥାର ଗ୍ରୋଥ ଇଞ୍ଜିନ ହେବାର ସାମର୍ଥ୍ୟ ବହନ କରେ। ମୁଁ ଓଡ଼ିଶାର ଭାଇ ଓ ଭଉଣୀ ମାନଙ୍କ ଉଜ୍ଜ୍ବଳ ଭବିଷ୍ୟତ କାମନା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଲ୍ୟାଣ୍ଡମାଇନ ବିସ୍ଫୋରଣରେ ଯବାନଙ୍କ ପାଦ ଛିଣ୍ଡିଲା

ମାଲକାନଗିରି,୨୪ା୧୧(ଦୁର୍ଯ୍ୟୋଧନ ପାତ୍ର): ଛତିଶଗଡ଼ ସୁକମା ଜିଲାରେ ଯବାନମାନେ କୋମ୍ବିଂ ସମୟରେ ଲ୍ୟାଣ୍ଡମାଇନ୍‌ ବିସ୍ଫୋରଣରେ ଜଣେ ଯବାନଙ୍କ ପାଦ ଛିଣ୍ଡି ଗୋଡ଼ରୁ ଅଲଗା ହୋଇଯାଇଛି। ସେ ହେଲେ...

ସମ୍ବିଧାନ ଦିବସ ପାଇଁ ପାର୍ଲାମେଣ୍ଟରେ ହେବ ସ୍ବତନ୍ତ୍ର କାର୍ଯ୍ୟକ୍ରମ

ନୂଆଦିଲ୍ଲୀ,୨୪ା୧୧: ୧୯୪୯ ନଭେମ୍ବର ୨୬ରେ ସେଣ୍ଟ୍ରାଲ ହଲ୍‌ରେ ଅନୁଷ୍ଠିତ ସମ୍ବିଧାନ ସଭାରେ ସମ୍ବିଧାନ ଗୃହୀତ ହୋଇଥିଲା। ଏହାର ୭୫ତମ ବାର୍ଷିକୀ ନିମନ୍ତେ ମଙ୍ଗଳବାରଠାରୁ ବର୍ଷବ୍ୟାପୀ ଉତ୍ସବ...

ମସଜିଦ ସର୍ଭେ ସମୟରେ ହିଂସା: ପଥରମାଡ଼ରେ ୩ ମୃତ, ଇଣ୍ଟରନେଟ ବନ୍ଦ

ନୂଆଦିଲ୍ଲୀ,୨୪।୧୧: ଉତ୍ତରପ୍ରଦେଶ ଜାମା ମସଜିଦରେ ସର୍ଭେ ସମୟରେ ହିଂସା ଘଟି ସେଥିରେ ତିନି ଜଣଙ୍କର ମୃତ୍ୟୁ ଘଟିଛି। ଜିଲାର ଆରକ୍ଷୀ ଅଧିକ୍ଷକ(ଏସପି) ଏହି ଖବରକୁ ନିଶ୍ଚିତ...

ଓଡ଼ିଶା ପର୍ବରେ ସାମିଲ ହେଲେ ପ୍ରଧାନମନ୍ତ୍ରୀ: କଟକ ବାଲିଯାତ୍ରାକୁ ମନେ ପକାଇ…

ନୂଆଦିଲ୍ଲୀ,୨୪।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ସାରେ ଦିଲ୍ଲୀର ଜବାହରଲାଲ ନେହେରୁ ଷ୍ଟାଡିୟମରେ ଆୟୋଜିତ ଓଡ଼ିଶା ପର୍ବ-୨୦୨୪ରେ ଅଂଶଗ୍ରହଣ କରିଛନ୍ତି। ଏହି ଅବସରରେ ପ୍ରଧାନମନ୍ତ୍ରୀଙ୍କୁ ଭବ୍ୟ...

ପର୍ଥରେ ଚୌକା-ଛକା ବର୍ଷା: ୪୯୧ ଦିନ ପରେ ଶତକ ମାରି ସଚିନଙ୍କ ରେକର୍ଡ ଭାଙ୍ଗିଲେ କୋହଲି 

ପର୍ଥ,୨୪।୧୧: ଅଷ୍ଟ୍ରେଲିଆରେ ଚମକିଲେ ବିରାଟ କୋହଲି। ପର୍ଥ ଟେଷ୍ଟର ଦ୍ୱିତୀୟ ଇନିଂସରେ କୋହଲି ଶତକ ମାରିବାରେ ସଫଳ ହୋଇଛନ୍ତି। ଦୀର୍ଘ ଦିନରୁ ଖରାପ ଫର୍ମ ଦେଇ...

ମହାରାଷ୍ଟ୍ରରେ ବିରଳ ଘଟଣା, ଛଅ ଦଶକ ମଧ୍ୟରେ ପ୍ରଥମ ଥର ହେଲା ଏମିତି…

ମୁମ୍ବାଇ,୨୪।୧୧: ମହାରାଷ୍ଟ୍ରର ୧୫ତମ ବିଧାନସଭାରେ ଗୋଟିଏ ବିରଳ ଘଟଣା ଘଟିବାକୁ ଯାଉଛି। କାରଣ ପ୍ରଥମଥର ପାଇଁ ମହାରାଷ୍ଟ୍ର ବିଧାନସଭା ବିନା ବିରୋଧୀ ଦଳ ନେତାରେ କାର୍ଯ୍ୟ...

୬ ମାସରେ ହାରି ଯାଇଥିବା ବାଜିକୁ କିଭଳି ପଲଟାଇଦେଲା ଭାଜପା?  ବ୍ୟାକ୍‌ଫୁଟ୍‌ରୁ ଏବେ…

ମୁମ୍ବାଇ,୨୪।୧୧: ମହାରାଷ୍ଟ୍ରରେ ମହାୟୁତି ମେଣ୍ଟର ପ୍ରଚଣ୍ଡ ବିଜୟ ସହ ଭାଜପା ଶିବିରରେ ଖୁସିର ଲହରୀ ଖେଳିଯାଇଛି। ଏନ୍‌ଡିଏ ମେଣ୍ଟ ୨୮୮ରୁ ୨୩୧ ଆସନରେ ବାଜିମାତ କରିଛି।...

ପ୍ରଧାନମନ୍ତ୍ରୀଙ୍କ ବଡ଼ ଆହ୍ବାନ: ଆସନ୍ତାବର୍ଷ ଲକ୍ଷେ ନୂଆ ଯୁବକଙ୍କୁ ରାଜନୀତିକୁ ଆଣିବା ପାଇଁ ରହିଛି ଲକ୍ଷ୍ୟ

ନୂଆଦିଲ୍ଲୀ,୨୪ା୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ‘ମନ୍‌ କି ବାତ୍‌’କାର୍ଯ୍ୟକ୍ରମର ୧୧୬ ତମ ଏପିସୋଡ୍‌ରେ ଲୋକଙ୍କୁ ସମ୍ବୋଧିତ କରିଛନ୍ତି। ସେ ପ୍ରଥମେ ଜାତୀୟ କ୍ୟାଡେଟ କର୍ପସ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri