ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦୌପଦୀ ମୁର୍ମୁ: ଏହିଭଳି ରହିବ ସୁରକ୍ଷା ବ୍ୟବସ୍ଥା

ଭୁବନେଶ୍ୱର,୨।୭: ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଜୁଲାଇ ୬ରୁ ୯ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଅବସରରେ ରାଷ୍ଟ୍ରପତି ଭୁବନେଶ୍ୱର, ପୁରୀ, ଏବଂ ଖୋର୍ଦ୍ଧା ଆଦି ଅଞ୍ଚଳ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି।

ଏହି ପରିପ୍ରେକ୍ଷୀରେ ସୁରକ୍ଷାକୁ ଦୃଷ୍ଟିରେ ରଖି ରାଷ୍ଟ୍ରପତିଙ୍କ ଗସ୍ତ ଏବଂ ରହଣି ଅଞ୍ଚଳକୁ ନୋ ଡ୍ରୋନ୍‌ ଜୋନ୍‌ ତଥା ନୋ ଫ୍ଲାଇଂ ଜୋନ୍‌ ଘୋଷଣା କରାଯାଇଛି। ଏନେଇ ରାଜ୍ୟ ଗୁଇନ୍ଦା ନିର୍ଦ୍ଦେଶାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏପରିକି ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡି ପାଳନ କରିବାକୁ ନିର୍ଦ୍ଦେଶନାମା ଜାରି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀଙ୍କ ପାଇଁ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୪।୭: ରାଜ୍ୟ ସରକାର ଚଳିତ ଖରିଫ ଋତୁରେ ଚାଷୀଙ୍କୁ ଫସଲ ପାଇଁ ୧୧ହଜାର କୋଟି ଟଙ୍କାର ଋଣ ଯୋଗାଇ ଦେବେ। ଏହାସହିତ ପ୍ରତ୍ୟେକ ଚାଷୀଙ୍କୁ ଏକ...

ଓଡ଼ିଶାରେ କାର୍ଯ୍ୟକାରୀ ହେବ ଭାରତ ସରକାରଙ୍କ ସମନ୍ୱିତ ମହିଳା ସଶକ୍ତିକରଣ କାର୍ଯ୍ୟକ୍ରମ ‘ମିଶନ ଶକ୍ତି’

ଭୁବନେଶ୍ୱର,୪ା୭: ଭାରତ ସରକାରଙ୍କ ସମନ୍ୱିତ ମହିଳା ସଶକ୍ତିକରଣ କାର୍ଯ୍ୟକ୍ରମ ‘ମିଶନ ଶକ୍ତି’କୁ ଓଡିଶାରେ କାର୍ଯ୍ୟକାରୀ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିର୍ଦ୍ଦେଶ ଦେଇଛନ୍ତି।...

ସିଏମଓରୁ ୪ ଅଫିସରଙ୍କୁ ହଟାଇଲେ ମୁଖ୍ୟମନ୍ତ୍ରୀ, ଜାଣନ୍ତୁ ସେମାନେ କିଏ

ଭୁବନେଶ୍ୱର,୪।୭: ସିଏମଓରେ କାର୍ଯ୍ୟରତ ୪ ଅଫିସରଙ୍କୁ ଜିଏ ବିଭାଗକୁ ପଠାଯାଇଛି। ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀ ଥିବା ବେଳେ ଏହି ୪ ଅଫିସର ସିଏମଓରେ କାର୍ଯ୍ୟରତ ଥିଲେ।...

ପ୍ରସବ ପରେ ମହିଳାଙ୍କ ମୃତ୍ୟୁକୁ ନେଇ ହସ୍ପିଟାଲରେ ଭଙ୍ଗାରୁଜା

ଭଦ୍ରକ, ୪।୭: ଭଦ୍ରକ ଗେଲପୁରସ୍ଥିତ ମାତୃ ଓ ଶିଶୁ ମଙ୍ଗଳ ହସ୍ପିଟାଲରେ ଗୁରୁବାର ପ୍ରସବ ପରେ ଜଣେ ମହିଳାଙ୍କ ମୃତ୍ୟୁକୁ ନେଇ ଭଙ୍ଗାରୁଜା ସହ ଉତ୍ତେଜନା...

ନିଖୋଜର ୫ ଦିନ ପରେ ପାହାଡ଼ରୁ ୩ ଜଣଙ୍କ ମୃତଦେହ ଠାବ, ହତ୍ୟା ସନ୍ଦେହ

ବାଲେଶ୍ଵର ଅଫିସ (ମାନସ ବିଶ୍ୱାଳ)୪।୭: ବାଲେଶ୍ୱର ଜିଲା ଔପଦା ଥାନା ବଡ଼ପୋଖରୀ ପଞ୍ଚାୟତ ବଡ଼ପୋଖରୀ ରାଜସ୍ୱ ଗ୍ରାମର ଆଦିବାସୀ ବସ୍ତି ବରପଦା ଗ୍ରାମରେ ଚାରି ଦିନ...

କଲେଜ ବସ୍‌ରେ ନିଆଁ

ଅନୁଗୋଳ,୪।୭: ଅନୁଗୋଳ ରାଧାରମଣପଡ଼ାଠାରେ ଗୁରୁବାର ଏକ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଛାତ୍ରୀଛାତ୍ରଙ୍କୁ ଧରି ଯାଉଥିବା ଏକ ଘରୋଇ କଲେଜ ବସ୍‌ରେ ନିଆଁ ଲାଗି ବସ୍‌ଟି...

ଦୁଇ କୋଟି ଟଙ୍କାର ଟେଣ୍ଡର ଫିକ୍ସିଂ ଅଭିଯୋଗ, ବିଭାଗୀୟ ଯନ୍ତ୍ରୀ-ଠିକାଦାର ସଲାସୁତରାରେ ଚାଲିଛି କାର୍ଯ୍ୟ

ମୋରଡ଼ା,୪ା୭(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ସୁବର୍ଣ୍ଣରେଖା ଜଳସେଚନ ପ୍ରକଳ୍ପ ଅଧୀନ ବୈଶିଙ୍ଗା କେନାଲ ଡିଭିଜନରେ ଉନ୍ନୟନ ମୂଳକ କାର୍ଯ୍ୟକୁ ନେଇ ଦୁଇ କୋଟିରୁ ଊର୍ଦ୍ଧ୍ୱ ଟଙ୍କାର...

ଲୋକସେବା ଭବନରେ କାର୍ଯ୍ୟରତ ଏଏସ୍‌ଓଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଭୁବନେଶ୍ୱର,୪।୭: ଲୋକସେବା ଭବନରେ କାର୍ଯ୍ୟରତ ଏଏସ୍‌ଓଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଆଚାର୍ଯ୍ୟ ବିହାର ସ୍ଥିତ ରହୁଥିବା ଘରୁ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ମୃତ ଏଏସ୍‌ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri