ଭୁବନେଶ୍ୱରରେ ପହଞ୍ଚିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର, ୬।୭: ଚାରି ଦିନିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଆଜି ଭୁବନେଶ୍ୱରରେ ହେବାକୁ ଥିବା ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ୯୬ତମ ଶ୍ରାଦ୍ଧବାର୍ଷିକୀରେ ରାଷ୍ଟ୍ରପତି ଯୋଗଦେବେ। ଆସନ୍ତାକାଲି ପୁରୀ ଠାରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଶ୍ରୀଗୁଣ୍ଡିଚା ରଥଯାତ୍ରା ଦେଖିବେ।

ରାଷ୍ଟ୍ରପତି ଜୁଲାଇ ୮ ତାରିଖରେ ଉଦୟଗିରି ଗୁମ୍ଫା ପରିଦର୍ଶନ କରିବା ସହ ବିଭୂତି କାନୁନଗୋ କଳା ଓ ହସ୍ତଶିଳ୍ପ ମହାବିଦ୍ୟାଳୟ ଓ ଉତ୍କଳ ସଂସ୍କୃତି ବିଶ୍ୱବିଦ୍ୟାଳୟର ଛାତ୍ରଛାତ୍ରୀଙ୍କ ସହ ମତ ବିନିମୟ କରିବେ । ସେହିଦିନ ସେ ଭୁବନେଶ୍ୱର ନିକଟସ୍ଥ ହରିଡ଼ାମଡ଼ା ଗ୍ରାମରେ ବ୍ରହ୍ମକୁମାରୀମାନଙ୍କର ଦିବ୍ୟ ରିଟ୍ରିଟ୍ କେନ୍ଦ୍ର ଉଦଘାଟନ କରିବା ସହ ‘ସ୍ଥାୟିତ୍ୱ ପାଇଁ ଜୀବନଶୈଳୀ’ ଅଭିଯାନର ଶୁଭାରମ୍ଭ କରିବେ।

ଜୁଲାଇ ୯ ତାରିଖରେ ରାଷ୍ଟ୍ରପତି ଭୁବନେଶ୍ୱରସ୍ଥିତ ଜାତୀୟ ବିଜ୍ଞାନ ଶିକ୍ଷା ଓ ଗବେଷଣା ପ୍ରତିଷ୍ଠାନ (ନାଇଜର୍‌)ର ତ୍ରୟୋଦଶ ଦୀକ୍ଷାନ୍ତ ସମାରୋହରେ ଯୋଗଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ରାବଣପୋଡ଼ିରେ ହେବନି ବାଣ ପ୍ରତିଯୋଗିତା, ହାଇକୋର୍ଟଙ୍କ କଡ଼ା ନିର୍ଦ୍ଦେଶ

କଟକ,୫ା୧୦: ରାବଣପୋଡ଼ିରେ ଏଥର ଆଉ ହେବନି ବାଣ ପ୍ରତିଯୋଗିତା। ଏନେଇ ହାଇକୋର୍ଟ ସିଏମ୍‌ସି ଏବଂ ଜିଲା ପ୍ରଶାସନକୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି। କେବଳ ରଙ୍ଗୀନ ବାଣ...

ଶିମିଳିପାଳ ଜଙ୍ଗଲରେ ପୁଣି କ୍ୟାମେରାରେ କଏଦ ହେଲା କଳାବାଘ

ଭୁବନେଶ୍ୱର,୫।୧୦: ଶିମିଳିପାଳ ଅଭୟାରଣ୍ୟର ଘଞ୍ଚ ଜଙ୍ଗଲରେ ବିଚରଣ କରୁଛି କଳାବାଘ। ଏହା ପୁଣି ଥରେ କ୍ୟାମେରାରେ କଏଦ ହୋଇଛି। ଶୁକ୍ରବାର ମୁଖ୍ୟ ବନ୍ୟପ୍ରାଣୀ ତତ୍ତ୍ବାବଧାରକ (ପିସିସିଏଫ୍‌)...

ନବୀନଙ୍କୁ ଭେଟିଲେ ଅସନ୍ତୁଷ୍ଟ କର୍ପୋରେଟର

ଭୁବନେଶ୍ୱର,୫।୧୦(ବନ୍ଦନା ସେଠୀ):ଭୁବନେଶ୍ୱର ମଧ୍ୟ ଓ ଏକାମ୍ର ନିର୍ବାଚନ ମଣ୍ଡଳୀର ୨୯ ବିଜେଡି କର୍ପୋରେଟରଙ୍କ ସହ ପ୍ରାୟ ୫ଜଣ ପୂର୍ବତନ କର୍ପୋରେଟର ଶୁକ୍ରବାର ନବୀନ ନିବାସ ଯାଇ...

ଖାଇବା ଥାଳିରୁ ବାହାରିଲା ଝିଟିପିଟି ସହ ବିଛା, ଇଂଜିନିୟରିଂ ହଷ୍ଟେଲରେ ଉତ୍ତେଜନା

ଭୁବନେଶ୍ୱର, ୫।୧୦: ଖାଇବା ଥାଳିରୁ ବାହାରିଲା ଝିଟିପିଟି ସହ ବିଛା। ଏଭଳି ଘଟଣା ରାଜଧାନୀ ଭୁବନେଶ୍ୱରର ଏକ ଘରୋଇ ଇଂଜିନିୟରିଂ ହଷ୍ଟେଲରେ ଘଟିଛି। ଯାହା ପରେ...

ଫେରୁଛି ମୌସୁମୀ: ପାର୍ବଣରେ ପାଗ ଶୁଖିଲା

ଭୁବନେଶ୍ୱର,୫ା୧୦(ଅନୁରାଧା ମହାରଣା):ଉତ୍ତର ବଙ୍ଗୋପସାଗର ଏବଂ ବାଲାଂଦେଶ ଓ ପଶ୍ଚିମବଙ୍ଗ ଉପକୂଳବର୍ତ୍ତୀ ଅଞ୍ଚଳରେ ଶୁକ୍ରବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ସହିତ ଜଡ଼ିତ ଘୂର୍ଣ୍ଣିବଳୟ...

ଖୁସି ଖବର:ଆଜି ନିଯୁକ୍ତି ପାଇବେ ୧୬ହଜାର କନିଷ୍ଠ ଶିକ୍ଷକ

ଭୁବନେଶ୍ୱର,୫ା୧୦(ଶର୍ମିଷ୍ଠା ପାଣିଗ୍ରାହୀ):ରାଜ୍ୟର ବିଭିନ୍ନ ପ୍ରାଥମିକ ତଥା ଉଚ୍ଚ ପ୍ରାଥମିକ ବିଦ୍ୟାଳୟଗୁଡିକରେ ୧୬ହଜାର ୯ଜଣ କନିଷ୍ଠ ଶିକ୍ଷୟିତ୍ରୀଶିକ୍ଷକଙ୍କୁ ଶନିବାର ନିଯୁକ୍ତିପତ୍ର ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ...

କଲେଜ ଛାତ୍ରୀଙ୍କୁ ଅସଦାଚରଣ: ଧନ୍ଦାମୂଳକ ତାଲିମଦାତା ଗିରଫ

ରାଉରକେଲା,୪।୧୦(ସଙ୍ଗୀତା ଜେନା): ରଘୁନାଥପାଲି ଥାନା ଅଧୀନ ଏକ ପ୍ରତିଷ୍ଠିତ କଲେଜର ଜଣେ ଛାତ୍ରୀଙ୍କୁ ଅସଦାଚରଣ ଅଭିଯୋଗରେ କଲେଜର ଧନ୍ଦାମୂଳକ ତାଲିମଦାତାଙ୍କୁ ପୋଲିସ ଗିରଫ କରିଛି। ଗିରଫ...

ପଢୁଥିଲେ ପାଠ, ମହମବତୀରୁ ନିଆଁ ଲାଗି ଜଳିଗଲା ଘର

ବ୍ରାହ୍ମଣୀଗାଁ,୪ା୧୦(ମନୋରଞ୍ଜନ ରଣା): ଦାରିଙ୍ଗବାଡି ବ୍ଲକ ହାତୀମୁଣ୍ଡା ପଞ୍ଚାୟତର ବୁଜୁଲି ଗ୍ରାମରେ ବି.ଫେର୍ନାନ୍ଦ ବଳିଆର ସିଂଙ୍କ ଘରେ ମହମବତୀରୁ ନିଆଁ ଲାଗି ଲକ୍ଷାଧିକ ଟଙ୍କାର ସମ୍ପତ୍ତି ପୋଡ଼ିଯାଇଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri