ନଭେମ୍ବର ୨୭ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ନୂଆଦିଲ୍ଲୀ,୯।୧୧: ନଭେମ୍ବର ୨୭ରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ପାରାଦୀପ ବନ୍ଦର କର୍ତ୍ତୃପକ୍ଷଙ୍କ ଦ୍ୱାରା ଆୟୋଜିତ ହେଉଥିବା ବୋଇତ ବନ୍ଦାଣ ଉତ୍ସବରେ ସେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ ବୋଲି ରାଷ୍ଟ୍ରପତିଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ସୂଚନା ଅନୁସାରେ, ରାଷ୍ଟ୍ରପତି ଆସନ୍ତା ୨୭ ତାରିଖ ସକାଳ ୧୦ଟାରୁ ଏହି ଉତ୍ସବରେ ଯୋଗଦେବେ। ଓଡ଼ିଆ ଜାତିର ଅନନ୍ୟ ପରମ୍ପରା, ସାଧବ ପୁଅଙ୍କର ବୀରତ୍ୱର ଗାଥା ବହନ କରୁଥିବା ଏହି ବୋଇତ ବନ୍ଦାଣ ଉତ୍ସବ
ପାରାଦ୍ୱୀପ ବନ୍ଦର କର୍ତ୍ତୃପକ୍ଷ ପ୍ରତିବର୍ଷ ପାଳନ କରନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାତ୍ୟା ଲ୍ୟାଣ୍ଡଫଲ୍‌ ବେଳେ ୧ରୁ ୨ ମିଟର ପର୍ଯ୍ୟନ୍ତ ଆସିପାରେ ଜୁଆର, ୩ ଜିଲାକୁ ଆଲର୍ଟ ଜାରି

ନୂଆଦିଲ୍ଲୀ,୨୪।୧୦: ଭୀଷଣ ବାତ୍ୟା ରୂପ ଧାରଣ କରି ‘ଦାନା’ ଉପକୂଳ ଆଡେ ମାଡି ଆସୁଥବା ବେଳେ ଭାରତୀୟ ପାଣିପାଗ ବିଭାଗର ନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ର ସବିଶେଷ...

‘ଦାନା’କୁ ନେଇ ଭଦ୍ରକ ପ୍ରଶାସନ ସଜାଗ: ୫୭୭ ଆଶ୍ରୟସ୍ଥଳକୁ ସ୍ଥାନାନ୍ତର ହେଲେଣି ୨୬,୦୬୪ ଲୋକେ

ଭଦ୍ରକ, ୨୪।୧୦(ସନାତନ ରାଉତ)- ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ‘ଦାନା’ ଧାମରା ଠାରୁ ଆଉ ମାତ୍ର ୨୪୦ କିମି ଦୂରରେ ରହିଛି ବୋଲି ପାଣିପାଗ ବିଭାଗ...

ବିରଳ ବାତ୍ୟା! ଦାନାର ନାହିଁ ଆଖି

ଭୁବନେଶ୍ୱର,୨୪।୧୦: ଭୟଙ୍କର ରୂପ ଦେଖାଇଲାଣି ବାତ୍ୟା ଦାନା। କେନ୍ଦ୍ରାପଡା ଭିତରକନିକା ଓ ଭଦ୍ରକ ଧାମରା ଭିତରେ ଉପକୂଳ ଛୁଇଁବ ଲାଗି ୧୨ କିମି ବେଗରେ ମାଡି...

ନିକଟତର ହେଲା ବାତ୍ୟା, ଆହୁରି ବଢିଲା ପବନର ବେଗ, କିଛି ସମୟ ପରେ…

ଭୁବନେଶ୍ୱର,୨୪।୧୦: ମାଡି ଆସୁଛି ଅତି ଭୀଷଣ ବାତ୍ୟା ଦାନା। ମଝି ରାତିରେ ଛୁଇଁବ ସ୍ଥଳଭାଗ । ଭୀଷଣ ବର୍ତ୍ତମାନ ଏହା ପାରାଦୀପଠାରୁ ୨୧୦ କିମି ଦକ୍ଷିଣ-ପୂର୍ବ...

ସଲମାନଙ୍କୁ ୫ କୋଟି ଟଙ୍କାର ଧମକ ଦେଇ ପରିବା ବାଲା ଗିରଫ

ମୁମ୍ବାଇ,୨୪।୧୦: ମୁମ୍ବାଇ ପୋଲିସ ଜାମସେଦପୁରରୁ ଜଣେ ପରିବା ବିକାଳିଙ୍କୁ ଗିରଫ କରିଛି ଯିଏ ବଲିଉଡ ଅଭିନେତା ସଲମାନ ଖାନଙ୍କୁ ଧମକ ଦେଇ ଗ୍ୟାଙ୍ଗଷ୍ଟର ଲରେନ୍ସ ବିଷ୍ଣୋଇଙ୍କ...

ବଲାଙ୍ଗୀରରେ ଡବଲ ମର୍ଡର; ଯୁବତୀ-ଯୁବକଙ୍କ ତଣ୍ଟି କାଟି ଜଙ୍ଗଲରେ ଫିଙ୍ଗିଦେଲେ, ପହଞ୍ଚିଲେ ଏସ୍‌ପି

ବଲାଙ୍ଗୀର, ୨୪।୧୦ (ସୁନିଲ ମହାନ୍ତି): ବଲାଙ୍ଗୀର ଜିଲା ପୁଇଁତଲା ଥାନା ଅନ୍ତର୍ଗତ ତଣ୍ଡାମୁଣ୍ଡା ଗାଁ ନିକଟ ପତ୍ରା ଜଙ୍ଗଲରେ ଗୁରୁବାର ସକାଳୁ ଯୁବତୀ-ଯୁବକଙ୍କ ମୃତଦେହ ପଡ଼ିଥିବା...

ବ୍ରିକ୍ସ ସମ୍ମିଳନୀରେ ଯୋଗ ଦେଇ ସ୍ବଦେଶ ଫେରିଲେ ମୋଦି

ନୂଆଦିଲ୍ଲୀ,୨୪।୧୦: ୧୬ତମ ବ୍ରିକ୍ସ ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କର ଦୁଇ ଦିନିଆ ଋଷିଆ ଗସ୍ତ ସାରି ସ୍ବଦେଶ ଫେରିଛନ୍ତି। ରୁଷିଆର କାଜାନ ସହରରେ ଅନୁଷ୍ଠିତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri