କେନ୍ଦୁଝରରେ ପହଞ୍ଚିଲେ ରାଷ୍ଟ୍ରପତି

କେନ୍ଦୁଝର,୨୯।୨: (ନରେଶ ଚନ୍ଦ୍ର ପଟ୍ଟନାୟକ) ଆଜି ଦିନିକିଆ ଗସ୍ତରେ କେନ୍ଦୁଝର ପହଞ୍ଚିଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏକ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ ରାଇସୁଆଁ ଏୟାର ଷ୍ଟ୍ରିପରେ ପହଞ୍ଚି ବାଂଶପାଳ ବ୍ଲକ ଅନ୍ତର୍ଗତ ଗୋନାଶିକାକୁ ରାସ୍ତା ପଥରେ ଯାଇଛନ୍ତି। ସେଠାରେ ଜୁଆଙ୍ଗ ଜନଜାତି ପ୍ରତିନିଧିଙ୍କ ସହିତ ଆଲୋଚନା କରିବା କାର୍ଯ୍ୟକ୍ରମ ରହିଛି। କେନ୍ଦୁଝର ସର୍କିଟ ହାଉସରେ ମଧ୍ୟାହ୍ନ ଭୋଜନ ପରେ ଧରଣୀଧର ବିଶବିଦ୍ୟାଳୟରେ ଆଦିବାସୀ ସାହିତ୍ୟ, ସଂସ୍କୃତି, କଳା ଉପରେ ଅନୁଷ୍ଠିତ ହେବାକୁ ଥିବା ଜାତୀୟ ସେମିନାରକୁ ଉଦ୍‌ଘାଟନ କରିବେ।
ଏହି ଅବସରରେ କେନ୍ଦୁଝର ସହର ତଥା ଗୋନାଶିକା ଯିବା ରାସ୍ତାରେ ସୁରକ୍ଷା ବ୍ୟବସ୍ଥା କଡାକଡି କରାଯାଇଛି। ବିଭିନ୍ନ ସ୍ଥାନରେ ବ୍ୟାପକ ପୋଲିସ ମୁତୟନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ତଃରାଜ୍ୟ ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟ ଉଦ୍‌ଘାଟିତ

ଦିଗପହଣ୍ଡି,୧୬।୩(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ହାଇସ୍କୁଲ ଖେଳ ପଡିଆ ପରିସରରେ ଥିବା ବିଜୁ ପଟ୍ଟନାୟକ ଇଣ୍ଡୋର ଷ୍ଟାଡିୟମରେ ଆନ୍ତଃରାଜ୍ୟ ଖେମୁଣ୍ଡି ବ୍ୟାଡ୍‌ମିଣ୍ଟନ ଟୁର୍ନାମେଣ୍ଟ ଉଦ୍‌ଘାଟିତ ହୋଇଯାଇଛି।...

କୋସଲବାଦି ସଙ୍ଗଠନ ପକ୍ଷରୁ ଖବରଦାତା ସମ୍ମିଳନୀ : ଜୟନାରାୟଣ ମିଶ୍ରଙ୍କୁ ସମର୍ଥନ

ବଲାଙ୍ଗୀର,୧୬।୩: କୋସଲ ରାଜ୍ୟ ସମନ୍ବୟ ସମିତିର କେନ୍ଦ୍ରୀୟ ଅଧ୍ୟକ୍ଷ ପ୍ରମୋଦ ମିଶ୍ର ସୋମବାର ସ୍ଥାନୀୟ ଯାଦବ ଭବନ ଠାରେ ଖବରଦାତା ସମ୍ମିଳନୀ କରି ସ୍ବତନ୍ତ୍ର କୋସଲ...

ଗୁଜୁରାଟ ମଡେଲରେ ହେବ ପୋଷଣ କେନ୍ଦ୍ର: କୃଷ୍ଣ ପାତ୍ର

ଭୁବନେଶ୍ୱର,୧୬।୩: ପୋଷଣ କେନ୍ଦ୍ରନେଇ ଯୋଗାଣ ମନ୍ତ୍ରୀ କୃଷ୍ଣପାତ୍ର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଗୁଜୁରାଟ ମଡେଲରେ ହେବ ପୋଷଣ କେନ୍ଦ୍ର। ‘ପାଇଲଟ ପ୍ରୋଜେକ୍ଟରେ ୩୫ଟି ପୋଷଣ...

ରାଜଧାନୀରେ ଡବଲ ମର୍ଡର: ସ୍ପଟରେ ସାଇଣ୍ଟିଫିକ ଟିମ୍‌ର ଛାନ୍‌ଭିନ୍‌

ଭୁବନେଶ୍ୱର,୧୫।୩: ରାଜଧାନୀ ଭୁବନେଶ୍ୱରରେ ହୋଲିରେ ଗଡ଼ିଛି ୨ ମୁଣ୍ଡ। ଶହୀଦନଗର ଶାନ୍ତିପଲ୍ଲୀ ବସ୍ତିରେ ଜଣଙ୍କୁ ଛୁରି ଭୁସି ହତ୍ୟା କରାଯାଇଥିବା ବେଳେ ମଞ୍ଚେଶ୍ୱର ଥାନା ସମେଇଗାଡିଆରେ...

ଶ୍ରୀମନ୍ଦିରରେ ସେବାୟତ ଜାଳିଲେ ମହମବତୀ: ଭିଡିଓ ଭାଇରାଲ ପରେ ତେଜିଲା ଅସନ୍ତୋଷ

ପୁରୀ,୧୬।୩: ପବିତ୍ର ଫାଲୁଗନ ମାସ ଦୋଳ ପୂର୍ଣ୍ଣିମା ଅବସରରେ ପୁରୀରେ ଚାଲିଛି ଦୋଳ ମହୋତ୍ସବ। ସାହି ସାହି ବୁଲିଛନ୍ତି ରାଧାଗୋବିନ୍ଦ। ଏହି ପରିପ୍ରେକ୍ଷୀରେ ପୁରୀରେ ଜମୁଛି...

ସବୁଠୁ ଉତ୍ତପ୍ତ ସହର ବୌଦ୍ଧ

ବୌଦ୍ଧ,୧୬।୩(ଅଜିତ କୁମାର ବାରିକ ): ବୌଦ୍ଧ ଜିଲାରେ ତାପମାତ୍ର ଶନିବର ଦିନ ୪୨ ଡିଗ୍ରୀ ଉପରେଥିଲା। ଏ ନେଇ ରାଜ୍ୟରେସବୁଠୁ ଉତ୍ତପ୍ତ ସହର ପାଲଟିଛି ବୌଦ୍ଧ।...

ସୁଭଦ୍ରା ଅପ୍‌ଡେଟ୍‌: ଏକାବେଳକେ ମିଳିବ ୧୫ ହଜାର

ଭୁବନେଶ୍ୱର,୧୬।୩: ‘ସୁଭଦ୍ରା’ ହିତାଧୀକାରୀଙ୍କ ପାଇଁ ବଡ଼ ଖବର । ମହିଳାଙ୍କୁ ମିଳିବ ୧୫ ହଜାର ଟଙ୍କା । ତୃତୀୟ କିସ୍ତି ପାଇବେ ହିତାଧିକାରୀ । ଦୁଇଟି...

ବିଶିଷ୍ଟ ନାଟ୍ୟ ନିର୍ଦ୍ଦେଶକଙ୍କ ସ୍ମୃତିରେ ଯୁବଗୋଷ୍ଠୀଙ୍କ ନିଆରା ପ୍ରୟାସ

ଗଞ୍ଜାମ,୧୬।୩(ବିଦ୍ୟାଧର ସାହୁ): ବିଶିଷ୍ଟ ନାଟ୍ୟ ନିର୍ଦ୍ଦେଶକ ସ୍ବର୍ଗତ ଭଗବାନ ମହାରଣାଙ୍କ ସ୍ମୃତି ଉଦ୍ଦେଶ୍ୟରେ ପୁଇଁତୋଳା ଯୁବଗୋଷ୍ଠୀଙ୍କ ଦ୍ୱାରା ବଡ ବନ୍ଧ ପୋଖରୀ ପାରିପାର୍ଶ୍ୱ ସଫେଇ କରାଯାଇଥିଲା।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image