ଏହି ଦିନ ଓଡ଼ିଶା ଆସିବେ ରାଷ୍ଟ୍ରପତି

ଭୁବନେଶ୍ୱର,୧୫।୧୦:ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୨୩ରେ ୩ ଦିନିଆ ଓଡ଼ିଶା ଗସ୍ତରେ ଆସିବେ। ପ୍ରଥମେ ଜନ୍ମମାଟି ମୟୂରଭଞ୍ଜ ଜିଲାକୁ ଯାଇ ବହୁ ପ୍ରତୀକ୍ଷିତ ୩ଟିି ନୂତନ ରେଳ ପ୍ରକଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିବା ସହ ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେବେ। ଏନେଇ ମୟୂରଭଞ୍ଜ ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ପ୍ରସ୍ତୁତି ଆରମ୍ଭ ହୋଇଛି। ମୟୂରଭଞ୍ଜ ଜିଲା ଗସ୍ତ କାର୍ଯ୍ୟକ୍ରମ ପରେ ୨୪ତାରିଖ ସକାଳ ୯ଟାରୁ ବାହାରି ପୁରୀ ଜିଲାସ୍ଥିତ ତାଳବଣିଆ ହେଲିପ୍ୟାଡ୍‌ରେ ଅବତରଣ କରିବେ। ସେଠାରୁ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବେ। ପରେ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ୭୫ତମ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଯୋଗଦେବେ। ଭୁବନେଶ୍ୱରସ୍ଥିତ ଓଡ଼ିଶା ୟୁନିଭର୍ସିଟି ଅଫ୍‌ ଏଗ୍ରିକଲ୍‌ଚର ଆଣ୍ଡ ଟେକ୍ନୋଲୋଜିର ୪୦ତମ କନ୍‌ଭୋକେଶନ ଉତ୍ସବରେ ଯୋଗଦେବେ। ସେହିପରି ୨୫ତାରିଖ ସକାଳ ୯ଟା ୨୦ରେ ନୂତନ ଭାବେ ସ୍ଥାପିତ ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପ୍ରତିମୂର୍ତ୍ତି ଉନ୍ମୋଚନ କରିବା କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଆକ୍ସନରେ ନୟନତାରା: ନୂଆବର୍ଷରେ କରିବେ ଧମାଲ୍‌

ପ୍ରଶଂସକମାନେ ୟଶଙ୍କ ଫିଲ୍ମ ‘ଟକ୍ସିକ’ର ମୁକ୍ତିଲାଭ ପାଇଁ ଉତ୍ସାହର ସହିତ ଅପେକ୍ଷା କରିଛନ୍ତି। ନୂଆବର୍ଷ ପୂର୍ବରୁ ପ୍ରଶଂସକଙ୍କୁ ବଡ଼ ଉପହାର ଦେଇଛନ୍ତି ଏହି ଫିଲ୍ମର ନିର୍ମାତା।...

ବିଜେଡି ଅସନ୍ତୁଷ୍ଟଙ୍କ ଉପରେ ମୋକିମଙ୍କ ନଜର, ନୂଆ ସମୀକରଣକୁ ନେଇ କହିଲେ…

ଭୁବନେଶ୍ୱର,୩୧ା୧୨: ନୂଆଦଳ ଓ ସମୀକରଣକୁ ନେଇ କଂଗ୍ରେସର ପୂର୍ବତନ ବିଧାୟକ ମହମ୍ମଦ ମୋକିମ ଏକ ବଡ଼ ବୟାନ ଦେଇଛନ୍ତି। ମୁଖ୍ୟତଃ ଭାଜପା, ବିଜେଡି ଏବଂ କଂଗ୍ରେସକୁ...

PEOଙ୍କୁ ପଚରାଉଚରା କରୁଛି ଭିଜିଲାନ୍ସ: ଚଢାଉବେଳେ ମିଳିଥିଲା ପୁଳାପୁଳା ଟଙ୍କା

ହାଟଡିହୀ,୩୧l୧୨(ଶୁଭକାନ୍ତ ନାୟକ):କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପିଇଓ ଜିତେନ୍ଦ୍ର ଜେନାଙ୍କ ଘର, ବ୍ୟବସାୟ ପ୍ରତିଷ୍ଠାନ ଏବଂ କାର୍ଯ୍ୟରତ ପଞ୍ଚାୟତ କାର୍ଯ୍ୟାଳୟ ଉପରେ ଗତ ମଙ୍ଗଳବାରରୁ ଭିଜିଲାନ୍ସ...

ଭଦ୍ରକ ଏସପି ଅଫିସକୁ ନୂଆ ବର୍ଷରେ ଫୁଲତୋଡ଼ା ମନା: ଲାଗିଲା ନୋଟିସ

ଭଦ୍ରକ,୩୧।୧୨(ସନାତନ ରାଉତ): ଭଦ୍ରକ ଏସ୍‌ପି ଅଫିସକୁ ନୂଆବର୍ଷରେ ଫୁଲ ତୋଡ଼ା ନେଇ ଯିବାକୁ ବାରଣ କରାଯାଇଛି। ନୂଆ ବର୍ଷରେ ଶୁଭେଚ୍ଛା ଜଣାଇବା ପାଇଁ ବହୁ ବହୁ...

ଭିତରେ ମିଟିଂ କରୁଥିଲେ ସିଏସଓ: ଅଫିସ ଭିତରେ ଧାରଣା ଦେଲେ ଚାଷୀ, ଧାନ ନ ଉଠିବାରୁ…

ବଲାଙ୍ଗୀର, ୩୧।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଳକ କୁସମେଲ ପ୍ୟାକ୍ସରେ ଚାଷୀମାନଙ୍କ ଧାନ କିଣା ନ ଥିବାରୁ ଏହି ପ୍ୟାକ୍ସ ଅନ୍ତର୍ଗତ ବିଭିନ୍ନ...

ଆଜି ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ, ତାଙ୍କ ସ୍ଥାନ ନେବେ…

ଭୁବନେଶ୍ୱର,୩୧ା୧୨: ଆଜି ଅର୍ଥାତ୍‌ ବୁଧବାର ସରୁଛି ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ କାର୍ଯ୍ୟକାଳ। ୨୦୨୪ ଜୁଲାଇରୁ ମୁଖ୍ୟ ଶାସନ ସଚିବ ଦାୟିତ୍ୱରେ ସେ ରହି...

ଗାଡ଼ି ଧକ୍କାକୁ ତୁମୁଳ କାଣ୍ଡ: ଆହତ ହେଲେ ବାଇଁଆ

ଭୁବନେଶ୍ୱର,୩୧।୧୨: ଗାଡ଼ି ଧକ୍କାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ। ୪୫ ନଂ କର୍ପୋରେଟର ଅମରେଶ ଜେନା ଓରଫ ବାଇଁଆ ଭାଇ ଆହତ ହୋଇଛନ୍ତି। ଲକ୍ଷ୍ମୀସାଗର...

ପୁଣି ହେବାକୁ ଯାଉଛି ଯୁଦ୍ଧ? ଭାରତ କଲା ବଡ଼ ଡିଲ୍‌

ନୂଆଦିଲ୍‌ଲୀ,୩୧।୧୨: ଦେଶର ସୁରକ୍ଷାକୁ ଆହୁରି ସୁଦୃଢ଼ କରିବା ପାଇଁ ସରକାର ବର୍ଷ ଶେଷରେ ଏକ ବଡ଼ ପଦକ୍ଷେପ ନେଇଥିଲେ। ଡିସେମ୍ୱର 30, 2025 ରେ, ପ୍ରତିରକ୍ଷା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri