ଆଜି ଓଡ଼ିଶା ଆସୁଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ

ଭୁବନେଶ୍ୱର,୨୮।୨: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆଜିଠୁ ୪ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ଏହି ଅବସରରେ ଭୁବନେଶ୍ୱର ସମେତ ମୟୂରଭଞ୍ଜ, କେନ୍ଦୁଝର, ବ୍ରହ୍ମପୁର, କଟକ ଓ ସମ୍ବଲପୁରରେ ବିଭିନ୍ନ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ଯୋଗଦେବେ। ପ୍ରଥମେ ରାଷ୍ଟ୍ରପତି ନିଜ ଜିଲା ମୟୂରଭଞ୍ଜ ଗସ୍ତ କରିବେ।

ଅପରାହ୍ନରେ ରାଷ୍ଟ୍ରପତି ସୁକ୍ରୁଲି ପାଣ୍ଡୁରସିଳୀ ଫୁଟବଲ ଗ୍ରାଉଣ୍ଡରେ ଅସ୍ଥାୟୀ ହେଲିପ୍ୟାଡରେ ପହଞ୍ଚିବାର କାର୍ଯ୍ୟକ୍ରମ ରହିଛି। ପରେ ରାଇରଙ୍ଗପୁରର କେତେକ ପ୍ରକଳ୍ପର ଭିତ୍ତିପ୍ରସ୍ତର ଓ ଲୋକାର୍ପଣ କରିବେ। ଏଥିସହିତ ୨୯ ତାରିଖ ସକାଳେ କେନ୍ଦୁଝର ଧରଣୀଧର ବିଶ୍ୱବିଦ୍ୟାୟଳରେ କେନ୍ଦୁଝର ଜନଜାତିଙ୍କ ଉପରେ ଆୟୋଜିତ ଏକ ଜାତୀୟସ୍ତରୀୟ ଆଲୋଚନା ଚକ୍ରକୁ ରାଷ୍ଟ୍ରପତି ଉଦ୍‌ଘାଟନ କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ଭରତପୁର କାଣ୍ଡକୁ ନେଇ ବଡ଼ ଖବର: ମିଳିଗଲା ଜାମିନ୍‌

ଭୁବନେଶ୍ୱର,୨୧॥୯: ମେଜରଙ୍କ ବାନ୍ଧବୀଙ୍କୁ ଚନ୍ଦକା ରାସ୍ତାରେ ମାଡ଼ ଅଭିଯୋଗ ଘଟଣାରେ ଶନିବାର ୭ଜଣ ରୋଡ୍‌ ରୋମିଓଙ୍କୁ ଗିରଫ କରାଯାଇଥିଲା। କିନ୍ତୁ ବନ୍ଧା ହେବାର ୪ଘଣ୍ଟା ନ...

ଭୁବନେଶ୍ୱରରେ ଏକାଠି ହୋଇଗଲେ ଶହ-ଶହ ପୋଲିସ, ସ୍ଥିତି ସାଂଘାତିକ!

ଭୁବନେଶ୍ୱର,୨୧।୯: ଘନେଇଲା ଭରତପୁର ପୋଲିସ-ସେନା ବିବାଦ। ଭୁବନେଶ୍ୱରରେ ଏକାଠି ହେଲେ ଶହଶହ ପୋଲିସ। ପୋଲିସ ବିରୋଧରେ କାର୍ଯ୍ୟାନୁଷ୍ଠାନର ପ୍ରତିବାଦ କରି ହଠାତ୍‌ ଭୁବନେଶ୍ୱରରେ ଏକାଠି ହୋଇଛନ୍ତି...

ବନ୍ଧା ହେବା ପରେ ରୋଡ୍‌ ରୋମିଓଙ୍କ ଚାଞ୍ଚଲ୍ୟକର ବୟାନ! ସେଦିନ ରାତିରେ…

ଭୁବନେଶ୍ୱର,୨୧।୯: ସେନା ଅଧିକାରୀ ଓ ତାଙ୍କ ବାନ୍ଧବୀଙ୍କୁ ରାସ୍ତାରେ ହଇରାଣ କରିବା ଘଟଣାରେ ୭ ଜଣ ରୋଡ ରୋମିଓଙ୍କୁ ଶେଷରେ ଗିରଫ କରିଛି ପୋଲିସ ।...

ସୁବର୍ଣ୍ଣରେଖା ବନ୍ୟାକୁ ୭ ଦିନ, ଭୋକ ଉପାସରେ…

ଭୋଗରାଇ, ୨୧ା୯(ପ୍ରଦୀପ ଦାସ): ସୁବର୍ଣ୍ଣରେଖା ବନ୍ୟାକୁ ୭ଦିନ ପୂରିଛି। ହେଲେ ଅଦ୍ୟାବଧି ଭୋଗରାଇ ବ୍ଲକର ବନ୍ୟା ସ୍ଥିତିରେ ସୁଧାର ଆସିନାହିଁ। ଭୋଗରାଇର ୨୧ ପଞ୍ଚାୟତର ଶତାଧିକ...

ଭରତପୁର ଘଟଣା: ରାଜ୍ୟ ରାଜନୀତି ସରଗରମ: ପୂର୍ବତନ ପିସିସି ସଭାପତି କହିଲେ….

ଭୁବନେଶ୍ୱର,୨୧।୯: ରାଜ୍ୟ ରାଜନୀତିକୁ ସରଗରମ କରିଛି ଭରତପୁର ଘଟଣା। କିନ୍ତୁ ଚୁପ ବସିଛନ୍ତି ରାଜ୍ୟ ସରକାର । ଜେର ଓ ତାଙ୍କ ବାନ୍ଧବୀଙ୍କୁ ଦୁର୍ବ୍ୟବହାର କରିଥିଲେ...

ସେନା ଅଧିକାରୀ ଓ ବାନ୍ଧବୀଙ୍କୁ ଦୁର୍ବ୍ୟବହାର: ୭ ରୋଡ୍‌ ରୋମିଓ ଗିରଫ

ଭୁବନେଶ୍ୱର,୨୧।୯: ଭରତପୁର ଘଟଣାକୁ ନେଇ କେବଳ ରାଜ୍ୟ ରାଜନୀତି ନୁହେଁ ଜାତୀୟ ରାଜନୀତି ମଧ୍ୟ ସରଗରମ ରହିଛି। ଘଟଣାର ବିଭିନ୍ନ ଭିଡିଓ ଭାଇରାଲ ହେବା ପରେ...

ଭରତପୁର ଘଟଣା: ନିଲମ୍ବନ ହଟାଇବାକୁ …

ଭୁବନେଶ୍ୱର,୨୧।୯: ଓଡ଼ିଶା ପୋଲିସ ସଂଘର ସଂଗଠନ ସମ୍ପାଦକ ଉମେଶ ଚନ୍ଦ୍ର ସାହୁ ଶନିବାର ପ୍ରେସମିଟ୍‌ କରିଛନ୍ତି। ଆର୍ମି ମେଜର ଓ ବାନ୍ଧବୀଙ୍କ ପ୍ରତି ହୋଇଥିବା ଘଟଣା...

ସୋସିଆଲ ମିଡିଆରେ ଭାଇରାଲ ହେଉଛି ଭିଡିଓ: ହାତୀ ବଦଳରେ ବନ କର୍ମଚାରୀଙ୍କ ଠାରେ  ରେଡିଓକୋଲାର ଲାଗିଲେ…. 

ବଣାଇଁ,୨୧।୯(ପ୍ରଦୀପ ତ୍ରିପାଠୀ): ଏକ ଗୋଠଛଡା ଦନ୍ତା ପାଇଁ ବଣାଇଁ ଆଖାପାଖର ପ୍ରାୟ ୨୪ଟି ଗ୍ରାମର ଲୋକେ ଦୀର୍ଘଦିନ ଧରି ଆତଙ୍କିତ ଅଛନ୍ତି । ବଣାଇଁ ବନାଞ୍ଚଳରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri