ଅତ୍ୟାବଶ୍ୟକ ସାମଗ୍ରୀର ଦର ଆକାଶଛୁଆଁ

ଭୁବନେଶ୍ୱର,୧୫ା୪: ଦିନକୁ ଦିନ ଅତ୍ୟାବଶ୍ୟକ ସାମଗ୍ରୀର ଦର ଉଚ୍ଚ ରହିବାରୁ ଉଭୟ ଖାଉଟି ଓ ବ୍ୟବସାୟୀ ଚିନ୍ତାରେ ପଡ଼ିଛନ୍ତି। ବିଶେଷକରି ଘରୋଇ ବଜାରରେ ପରିବାଠାରୁ ଆରମ୍ଭକରି ଖାଇବା ତେଲ ଦର ଆକାଶଛୁଆଁ ରହିଛି। ଫଳରେ ଖାଉଟି ଅତିରିକ୍ତ ଖର୍ଚ୍ଚାନ୍ତରେ ଆଉଟୁପାଉଟୁ ହେଉଛନ୍ତି। ଗତ ସପ୍ତାହ ମଧ୍ୟରେ ଆଳୁଠାରୁ ଆରମ୍ଭକରି ଚାଉଳ, ଖାଇବା ତେଲଠାରୁ ଆରମ୍ଭକରି ମସଲା ପର୍ଯ୍ୟନ୍ତ ସବୁଥିରେ ଦର ୧୦ରୁ ୨୦ ଟଙ୍କା ବୃଦ୍ଧି ପାଇଛି।

ସେହିଭଳି ଘରୋଇ ବଜାରରେ ଖାଇବା ତେଲ, ଡାଲି, ରସୁଣ, ପିଆଜ, ଅଟା ଭଳି ପ୍ରମୁଖ ଅତ୍ୟାବଶ୍ୟକ ସାମଗ୍ରୀର ଦର ମଧ୍ୟ ଅହେତୁକ ଭାବେ ବୃଦ୍ଧି ଘଟିଛି। ଉଲ୍ଲେଖଯୋଗ୍ୟ, ଚଳିତ ସପ୍ତାହରେ ଆଳୁ କୁଇଣ୍ଟାଲ ୨୨୦୦ରୁ ୨୫୦୦ଟଙ୍କାରେ ବିକ୍ରି ହେଉଥିଲାବେଳେ ଡାଲି ଜାତୀୟ ସାମଗ୍ରୀର ଦର ମଧ୍ୟ ୩୫୦୦ରୁ ୭୦୦୦ ଟଙ୍କା, ଖାଇବା ତେଲ ଟିଣ ପିଛା ୧୮୦୦ରୁ ୨,୦୦୦ଟଙ୍କା, ରସୁଣ କୁଇଣ୍ଟାଲ ୨୪,୦୦୦ରୁ ୨୮,୦୦୦ ଟଙ୍କା ଥିଲାବେଳେ ପିଆଜ ମଧ୍ୟ ୩,୦୦୦ରୁ ୫୦୦୦ ଟଙ୍କାରେ କାରବାର ହେଉଛି। ସେହିପରି ପନିପରିବା ଦର ପ୍ରତି ସପ୍ତାହରେ ପରିବର୍ତ୍ତନ ହେଉଥିଲାବେଳେ ଚାଉଳ, ଗ୍ୟାସ ଭଳି ଅନ୍ୟାନ୍ୟ ଅତ୍ୟାବଶ୍ୟକ ସାମଗ୍ରୀର ଦର ମଧ୍ୟ ଆକାଶଛୁଆଁ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ନଭେମ୍ବରରେ ଦ୍ୱିତୀୟ ମାସ ପାଇଁ ପାଇକାରୀ ମୁଦ୍ରାସ୍ଫୀତି ନକାରାତ୍ମକ

ନୂଆଦିଲ୍ଲୀ,୧୫।୧୨: ସରକାରୀ ତଥ୍ୟ ଅନୁଯାୟୀ, ନଭେମ୍ବର ୨୦୨୫ରେ ପାଇକାରୀ ମୂଲ୍ୟ ସୂଚକାଙ୍କ (WPI) ଭିତ୍ତିକ ମୁଦ୍ରାସ୍ଫୀତି ହାର କ୍ରମାଗତ ଦ୍ୱିତୀୟ ମାସ ପାଇଁ (-) ୦.୩୨...

ବିସିସିଆଇର କଡ଼ା ନିର୍ଦ୍ଦେଶ: ସମସ୍ତ ଭାରତୀୟ ଖେଳାଳିଙ୍କ ପାଇଁ ୨ଟି ମ୍ୟାଚ୍ ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୫।୧୨: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (BCCI) ସମସ୍ତ ଜାତୀୟ ଦଳର ଖେଳାଳିଙ୍କ ପାଇଁ ଏକ କଡ଼ା ନିୟମ ଲାଗୁ କରିଛି। ଆସନ୍ତା ଡିସେମ୍ବର ୨୪ରୁ...

BSNL ଆଣିଲା ଖୁସିଖବର: ଏଣିକି ଶସ୍ତାରେ ମିଳିବ ଇଣ୍ଟରନେଟ୍‌ ପ୍ଲାନ୍‌

ନୂଆଦିଲ୍ଲୀ,୧୫।୧୨: ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ନିରନ୍ତର ଭାବରେ ଏହାର ଉପଭୋକ୍ତାମାନଙ୍କୁ ସୁଲଭ ଯୋଜନା ପ୍ରଦାନ କରୁଛି। ଏହି ପରିପ୍ରେକ୍ଷୀରେ,...

MGNREGA ପାଇଁ ନୂଆ ଆଇନ ଆଣିବେ ସରକାର: ଏତିକି ଦିନର ମିଳିବ ନିଯୁକ୍ତି ଗ୍ୟାରେଣ୍ଟି

ନୂଆଦିଲ୍ଲୀ,୧୫।୧୨: କେନ୍ଦ୍ର ସରକାର ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଯୁକ୍ତି ଗ୍ୟାରେଣ୍ଟି ଆଇନ (MGNREGA)କୁ ବାତିଲ କରି ଗ୍ରାମୀଣ ନିଯୁକ୍ତି ପାଇଁ ଏକ ନୂତନ ଆଇନ...

ସରକାରଙ୍କ ବଡ଼ ଘୋଷଣା, ବଢ଼ିଲା ଆୟୁର୍ବେଦିକ-ହୋମିଓପାଥିକ୍ କଲେଜ ପିଜି ଛାତ୍ରୀଛାତ୍ରଙ୍କ ଷ୍ଟାଇପେଣ୍ଡ୍‌

ଭୁବନେଶ୍ୱର,୧୫ା୧୨: ବଢ଼ିଲା ଆୟୁର୍ବେଦିକ୍ ଓ ହୋମିଓପାଥିକ୍ କଲେଜ ପିଜି ଛାତ୍ରୀଛାତ୍ରଙ୍କ ଷ୍ଟାଇପେଣ୍ଡ । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରାଜ୍ୟର ବିଭିନ୍ନ ସରକାରୀ ଆୟୁର୍ବେଦିକ୍ ଓ ହୋମିଓପାଥିକ୍...

Gold Silver Price: ୨୦ ବର୍ଷରେ ରେକର୍ଡ ଭାଙ୍ଗିଲା ରୂପା ଦର, ଆଜି ପୁଣି ବଢ଼ିଲା ସୁନା

ନୂଆଦିଲ୍ଲୀ,୧୫।୧୨: ଗତ କିଛି ଦିନ ଧରି ସୁନା ଏବଂ ରୂପା ମୂଲ୍ୟ ବୃଦ୍ଧି ପାଉଛି । ଯଦି ଦେଖାଯାଏ, ତେବେ ରୂପା ଦର ୧୨ହଜାରରୁ ୨...

ମୋକିମଙ୍କ ବିଦା ପରେ ମୁହଁ ଖୋଲିଲେ ନରସିଂହ ମିଶ୍ର, କହିଲେ ନିଷ୍ପତ୍ତି ଉପରେ…

ଭୁବନେଶ୍ୱର,୧୫ା୧୨:  ବାରବାଟୀ କଟକର ପୂର୍ବତନ ବିଧାୟକ ମହମ୍ମଦ ମୋକିମଙ୍କୁ ଆଜି ଦଳରୁ ବିଦା କରିଛି କଂଗ୍ରେସ । ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ବହିଷ୍କୃତ...

ବଣ୍ଡାଇ

ଅଷ୍ଟ୍ରେଲିଆର ବେଳାଭୂମିରେ ୧୪ ଡିସେମ୍ବରରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୧୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୯ ଜଣ ଆହତ ହୋଇଛନ୍ତି। ଗୁଳି ଚଳାଇଥିବା ତିନି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri