ଅଗ୍ନି-୫ର ସଫଳ ପରୀକ୍ଷଣ, ଡିଆର୍‌ଡିଓ ବୈଜ୍ଞାନିକଙ୍କୁ ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ/ବାଲେଶ୍ବର,୧୧।୩(ମାନସ ବିଶ୍ୱାଳ): ଡିଆର୍‌ଡିଓର ‘ମିଶନ ଦିବ୍ୟାସ୍ତ୍ର’ର ସଫଳ ପରୀକ୍ଷଣ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୈଜ୍ଞାନିକମାନଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ଟୁଇଟ୍‌ କରି ଲେଖିଛନ୍ତି, ଡିଆର୍‌ଡିଓ ବୈଜ୍ଞାନିକମାନଙ୍କ ‘ମିଶନ ଦିବ୍ୟାସ୍ତ୍ର’ ପାଇଁ ସେ ଗର୍ବିତ । ଏହି ମିଶନ ଅଧୀନରେ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ଅଗ୍ନି-୫ କ୍ଷେପଣାସ୍ତ୍ରର ପ୍ରଥମ ଉଡ଼ାଣ ପରୀକ୍ଷଣ କରାଯାଇଛି, ଯାହାକି ମଲ୍‌ଟିପଲ୍‌ ଇଣ୍ଡିପେଣ୍ଡେଣ୍ଟଲି ଟାର୍ଗେଟେବୁଲ ରି-ଏଣ୍ଟ୍ରି ଭେଇକିଲ୍‌ ଉନ୍ନତ ଜ୍ଞାନକୌଶଳ ସହ ସ୍ବଦେଶୀ ଭାବେ ବିକଶିତ କରାଯାଇଛି ।

ଓଡ଼ିଶାର ବାଲେଶ୍ବର ଜିଲାରେ ଅବସ୍ଥିତ ଅବଦୁଲ କଲାମ ଦ୍ୱୀପରେ ଅଗ୍ନି-୫ର ସଫଳ ପରୀକ୍ଷଣ କରାଯାଇଛି। ଭୂପୃଷ୍ଠରୁ ଭୂପୃଷ୍ଠକୁ ନିକ୍ଷେପ କରୁଥିବା ଅନ୍ତର୍ଦେଶୀୟ ବାଲାଷ୍ଟିକ ମିଜାଇଲର ୨୫ତମ ଭର୍ସନର ପରୀକ୍ଷା କରାଯାଇଛି। ଏହାର ଲକ୍ଷ୍ୟଭେଦ କ୍ଷମତା ୫ ହଜାର କିମି ରହିଛି। ଏହା ସହିତ ୧୫ଟନ୍‌ ଓଜନର ଯୁଦ୍ଧାସ୍ତ୍ର ବହନ କରିବାର କ୍ଷମତା ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଏଫଏକ୍ୟୁ ମାନ କୋହଳ ପାଇଁ ଉଠିଲା ଦାବି

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ଲଗାଣ ବର୍ଷା ହେତୁ ଖରିଫ ଧାନ ଫସଲ କ୍ଷୟକ୍ଷତିର ଭରଣା, ଧାନର ଏଫଏକ୍ୟୁ ମାନ କୋହଳ, ଟୋକେନ ଅବଧି ବର୍ଦ୍ଧିତ ଦାବି...

ଖୋଲିଲା ଧାନ ମଣ୍ଡି: ଶୁଭାରମ୍ଭ କଲେ ବିଧାୟକ

ପାଟଣା,୨୩।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକରେ ଖରିଫ ଋତୁରେ ଧାନ କ୍ରୟ କରିବା ପାଇଁ ପାଟଣା ବ୍ଲକ ଅଧିନରେ ଥିବା ୨ ଶାଖା...

ଭାଜପାରେ ସାମିଲ ହେବେ ଛଗନ ଭୁଜବଳ? ଫଡନାଭିସଙ୍କୁ ଭେଟିବା ପଛରେ କ’ଣ ରହିଛି ରହସ୍ୟ ଜାଣନ୍ତୁ

ମୁମ୍ବାଇ,୨୩।୧୨: ମହାରାଷ୍ଟ୍ରରେ ମନ୍ତ୍ରଣାଳୟ ବିଭାଜନ ପରେ ମଧ୍ୟ ରାଜନନୈତିକ ଅସ୍ଥିରତା ଚରମ ସୀମାରେ ରହିଛି। କୌଣସି ବିଭାଗ ନ ପାଇ କ୍ରୋଧିତ ଏନସିପି ନେତା ଛଗନ...

ଜିଲା ରାଇଫଲ ସଂଘର ନୂଆ କର୍ମକର୍ତ୍ତାଙ୍କ ନାମ ଘୋଷଣା କଲେ ବିଧାୟକ କଳିକେଶ ନାରାୟଣ ସିଂଦେଓ

ବଲାଙ୍ଗୀର,୨୩ା୧୨(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ରାଜେନ୍ଦ୍ର ନାରାୟଣ ସିଂଦେଓଙ୍କ ସ୍ପୋର୍ଟ କମ୍ପ୍ଲେକ୍ସଠାରେ ଜିଲା ରାଇଫଲ ସଂଘର ସଧାରଣ ବୈଠକ ଅନୁଷ୍ଠିତ ହୋଇଥିଲା। ସୋମବାର ବଲାଙ୍ଗୀର ବିଧାୟକ...

ଓଡ଼ିଶାର ଆଉ ଏହି ୩ଟି ସ୍ଥାନରେ ଲାଗିବ ଡପଲର ରାଡାର

ଭୁବନେଶ୍ୱର,୨୩।୧୨: ଓଡ଼ିଶାର ଆଉ ୩ଟି ସ୍ଥାନରେ ଡପଲର ରାଡାର ଲାଗିବ ବୋଲି ଆଇଏମ୍‌ଡି ଡିଜି ମୃତ୍ୟୁଞ୍ଜୟ ମହାପାତ୍ର ଏବଂ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୋମବାର...

ସଂସଦରେ ଠେଲାପେଲା ଘଟଣା: ଭାଜପାର ଦୁଇ ଏମ୍‌ପିଙ୍କୁ ହସ୍ପିଟାଲରୁ ମିଳିଲା ଛୁଟି

ନୂଆଦିଲ୍ଲୀ,୨୩।୧୨: ସଂସଦ କମ୍ପ୍ଲେକ୍ସରେ ବିରୋଧୀ ଓ ଏନଡିଏ ସଦସ୍ୟଙ୍କ ମଧ୍ୟରେ ନିକଟରେ ଝଗଡା ହୋଇଥିଲା। ଏହି ସମୟରେ ଦୁଇ ଭାଜପା ଏମପି ପ୍ରତାପ ଷଡଙ୍ଗୀ ଏବଂ...

ଆରଏସ୍‌ଏସ୍‌ ଆମର ଶାସକ ନୁହେଁ, ସଂଘ ମୁଖ୍ୟଙ୍କୁ ରାମଭଦ୍ରାଚାର୍ଯ୍ୟଙ୍କ ବାର୍ତ୍ତା

ନୂଆଦିଲ୍ଲୀ, ୨୩।୧୨: ରାଷ୍ଟ୍ରୀୟ ସ୍ବୟଂ ସେବକ ସଂଘ (ଆରଏସଏସ) ମୁଖ୍ୟ ମୋହନ ଭଗବତ ନିକଟରେ କହିଥିଲେ ଯେ କେତେକ ଲୋକ ଅନୁଭବ କରୁଛନ୍ତି ଯେ ସେମାନେ...

ଭାରତ ଉପରେ ବାଂଲାଦେଶର ଆଉ ଏକ ବଡ଼ ଅଭିଯୋଗ

ଢାକା/ନୂଆଦିଲ୍ଲୀ,୨୩।୧୨: ବାଂଲାଦେଶ କ୍ରମାଗତ ଭାବରେ ଭାରତ ଉପରେ ନୂଆ ଅଭିଯୋଗ କରୁଛି। ବର୍ତ୍ତମାନ ବାଂଲାଦେଶର ଏକ ଅନୁସନ୍ଧାନ କମିଶନ ଦେଶରୁ ଲୋକ ନିଖୋଜ ହେବାରେ ଭାରତର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri