Posted inଜାତୀୟ

ଏହି କଥା ମନେପକାଇ ଭାବପ୍ରବଣ ହେଲେ ପ୍ରଧାନମନ୍ତ୍ରୀ ମୋଦି

ଚେନ୍ନାଇ,୨୨।୩: ତାମିଲନାଡୁର ସାଲେମରେ ଅନୁଷ୍ଠିତ ସାଧାରଣ ସଭାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାବପ୍ରବଣ ହୋଇଥିଲେ। ଭାଜପା ନେତା ଅଡିଟର ରମେଶଙ୍କୁ ମନେ ପକାଇ ମୋଦି ଭାବପ୍ରବଣ ହୋଇ ପଡିଥିଲେ। ଆଜି ମୁଁ ଅଡିଟର ରମେଶଙ୍କୁ ମନେ ରଖିଛି। ତା’ପରେ ସେ ଏକ ମିନିଟ ପାଇଁ ଅଟକି ପଡି ମୋଦି କହିଛନ୍ତି, ରମେଶ ଦିନରାତି ପାର୍ଟି ପାଇଁ କଠିନ ପରିଶ୍ରମ କରିଥିଲେ ଏବଂ ସେ ଜଣେ ଭଲ ବକ୍ତା ଥିଲେ। କିନ୍ତୁ ତାଙ୍କୁ ହତ୍ୟା କରାଯାଇଥିଲା।
ବୃତ୍ତି ଅନୁଯାୟୀ ଜଣେ ଅଡିଟର ଭି ରମେଶ ଭାରତୀୟ ଜନତା ଦଳର ସାଲେମ ସ୍ଥିତ ରାଜ୍ୟ ସାଧାରଣ ସମ୍ପାଦକ ଥିଲେ। ୧୯ ଜୁଲାଇ ୨୦୧୩ରେ ତାଙ୍କୁ ଅଜଣା ଆକ୍ରମଣକାରୀମାନେ ତାଙ୍କ ଘର ନିକଟରେ ତୀକ୍ଷ୍ଣ ଅସ୍ତ୍ରଶସ୍ତ୍ରରେ ଆକ୍ରମଣ କରିଥିଲେ। ୫୨ ବର୍ଷିୟ ଭାଜପା ନେତା ତାଙ୍କ କାର୍ଯ୍ୟାଳୟକୁ ଯାଇ ରାତି ପ୍ରାୟ ୯ଟା ବେଳେ ପାର୍ଟି ସମ୍ପର୍କରେ ଆଲୋଚନା କରିଥିଲେ ଏବଂ ତାଙ୍କ ବାସଭବନକୁ ଫେରୁଥିବା ସମୟରେ ଚାରି ଜଣ ତାଙ୍କୁ ଆକ୍ରମଣ କରିଥିଲେ ବୋଲି ପୋଲିସ କହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ବିମାନକୁ ବୋମା ଧମକ ପରେ ସହାୟତା ଲୋଡ଼ିଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ,୨୬ା୧୦: କେନ୍ଦ୍ର ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ ଶନିବାର ବିମାନ କମ୍ପାନୀଗୁଡ଼ିକ ପ୍ରତିଦିନ ବୋମା ଧମକ ଦେଉଥିବା ଗୁଜବ ସମ୍ପର୍କରେ ଏକ ଆଡ୍‌ଭାଇଜରି ଜାରି...

ଲରେନ୍ସ ବିଷ୍ଣୋଇଙ୍କ ଗ୍ୟାଙ୍ଗର ଟାର୍ଗେଟରେ ଅଛନ୍ତି ୟୁପିର ବିଧାୟକ!

ମୁମ୍ବାଇ,୨୬।୧୦: ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗ ଏପର୍ଯ୍ୟନ୍ତ ଅନେକ ରାଜନେତାଙ୍କୁ ଟାର୍ଗେଟ କରି ହତ୍ୟା କରିନ୍ତି। ନିକଟରେ ମୁମ୍ବାଇରେ ବାବା ସିଦ୍ଦିକୀଙ୍କ ହତ୍ୟା ମାମଲା ସମଗ୍ର ଦେଶରେ...

ଝାଡ଼ଖଣ୍ଡ ନିର୍ବାଚନ ମଇଦାନକୁ ଓହ୍ଲାଇଲେ ମହେନ୍ଦ୍ର ସିଂ ଧୋନୀ

ନୂଆଦିଲ୍ଲୀ,୨୬।୧୦: ନିର୍ବାଚନ ମଇଦାନରେ ନଜର ଆସିବେ ଭାରତର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ। ନିକଟରେ ହେବାକୁ ଥିବା ଝାଡ଼ଖଣ୍ଡ ବିଧାନସଭା ନିର୍ବାଚନରେ ତାଙ୍କୁ ଦେଖିବାକୁ...

ମୁଦ୍ରାସ୍ଫୀତିକୁ ନେଇ ଆରବିଆଇ ଗଭର୍ନର ଦେଲେ ବଡ଼ ସୂଚନା, କହିଲେ ଆମେ ଏହାକୁ…

ନୂଆଦିଲ୍ଲୀ,୨୬ା୧୦: ଭାରତୀୟ ଅର୍ଥନୀତିରେ ଉତ୍ଥାନପତ୍ତନ ଜାରି ରହିଛି। ଏଫ୍‌ଆଇଆଇ ଦେଶ ଛାଡୁଛନ୍ତି। ଏହି କାରଣରୁ ଗତ କିଛିଦିନ ହେବ ଷ୍ଟକ୍‌ ମାର୍କେଟରେ ମଧ୍ୟ ଏକ ବିରାଟ...

ସିଜେଆଇ ହେବା ପୂର୍ବରୁ କ’ଣ କରୁଥିଲେ ଚନ୍ଦ୍ରଚୁଡ଼? ସାକ୍ଷାତ୍‌କାରରେ ମା’ଙ୍କୁ ନେଇ କହିଲେ ଏମିତି କଥା

ନୂଆଦିଲ୍ଲୀ,୨୬।୧୦: ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ଡିଓ୍ବାଇ ଚନ୍ଦ୍ରଚୁଡ ଅଲ ଇଣ୍ଡିଆ ରେଡିଓ (ଏଆଇଆର) କୁ ଏକ ସାକ୍ଷାତକାର ଦେଇଥିଲେ। ଏହି ସମୟ ମଧ୍ୟରେ ସେ କହିଥିଲେ...

ଲାଇନଚ୍ୟୁତ ହେବାରୁ ବର୍ତ୍ତିଲା ବରେଲି-ବାରାଣସୀ ଏକ୍ସପ୍ରେସ, ଟ୍ରାକ୍‌ରୁ ମିଳିଲା ବଡ଼ କାଠଗଣ୍ଡି

ଲକ୍ଷ୍ନୌ,୨୬।୧୦: ଲକ୍ଷ୍ନୌରେ ବରେଲି-ବାରାଣସୀ ଏକ୍ସପ୍ରେସ ଲାଇନଚ୍ୟୁତ ହେବାରୁ ଅଳ୍ପକେ ବର୍ତ୍ତିଛି। ଲୋକୋ ପାଇଲଟ୍‌ ହଠାତ୍‌ ଟ୍ରେନ୍‌କୁ ଅଟକାଇ ଦୁର୍ଘଟଣାକୁ ଏଡ଼ାଇ ଯାଇଛନ୍ତି। ମାଲିହାବାଦ-କାକୋରୀ ମଧ୍ୟରେ ଥିବା...

ବାବା ସିଦ୍ଦିକୀଙ୍କ ଆସନରୁ ନିର୍ବାଚନ ଲଡିବେ ଲରେନ୍ସ? କିଣାହେଲା ପ୍ରାର୍ଥିପତ୍ର

ମୁମ୍ବାଇ,୨୬।୧୦: ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ୨୦୨୪ ପୂର୍ବରୁ ଉତ୍ତର ଭାରତୀୟ ବିକାଶ ସେନା ନାମକ ଏକ ରାଜନୈତିକ ଦଳ ରିଟର୍ଣ୍ଣିଂ ଅଫିସରଙ୍କ ଠାରୁ ଫର୍ମ ଏ...

ଯମୁନା ନଦୀରେ ବୁଡ ପକାଇବା ପରେ ଅସୁସ୍ଥ ହେଲେ ଦିଲ୍ଲୀ ଭାଜପା ଅଧ୍ୟକ୍ଷ, ଏଏପି କହିଲା ନାଟକ

ନୂଆଦିଲ୍ଲୀ,୨୬।୧୦: ଦିଲ୍ଲୀ ଭାଜପା ସଭାପତି ବିରେନ୍ଦ୍ର ସଚ୍ଚେଦେବାଙ୍କ ସ୍ବାସ୍ଥ୍ୟ ଅବସ୍ଥା ବିଗିଡି ଯାଇଛି। ତାଙ୍କୁ ଆରଏମଏଲ ନର୍ସିଂହୋମରେ ଭର୍ତ୍ତି କରାଯାଇଛି। ଦୁଇ ଦିନ ପୂର୍ବେ ଦିଲ୍ଲୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri