ଦେଶବାସୀଙ୍କୁ ଏମିତି ଅପିଲ୍‌ କଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୦।୫: ଲୋକ ସଭା ନିର୍ବାଚନରେ ପଞ୍ଚମ ପର୍ଯ୍ୟାୟରେ ମତଦାନ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭୋଟରଙ୍କୁ ନିବେଦନ କରିଛନ୍ତି। ସେ ଲୋକମାନଙ୍କୁ ନିବେଦନ କରି କହିଛନ୍ତି, ସେମାନେ ନିଶ୍ଚିତ ଭାବରେ ଭୋଟ ଦେବେ।
ସୋସିଆଲ ମିଡିଆ ପ୍ଲାଟଫର୍ମରେ ମୋଦି ଲେଖିଛନ୍ତି, ମୁଁ ଏହି ପର୍ଯ୍ୟାୟର ସମସ୍ତ ଭୋଟରଙ୍କୁ ଭୋଟ ଦେବାକୁ ଏବଂ ଏକ ନୂତନ ଭୋଟ ରେକର୍ଡ ସୃଷ୍ଟି କରିବାକୁ ଅନୁରୋଧ କରୁଛି। ଗଣତନ୍ତ୍ରର ଏହି ପର୍ବରେ ଉତ୍ସାହର ସହ ଅଂଶଗ୍ରହଣ କରିବାକୁ ମହିଳା ଏବଂ ଯୁବ ଭୋଟରଙ୍କୁ ମୋର ଏକ ବିଶେଷ ନିବେଦନ।
ପଞ୍ଚମ ପର୍ଯ୍ୟାୟରେ ବିହାରର ୫ଟି ସିଟ, ଜମ୍ମୁ କଶ୍ମୀରର ଗୋଟିଏ, ଝାଡଖଣ୍ଡର ୩ଟି, ଲଦାଖର ଗୋଟିଏ, ମହାରାଷ୍ଟ୍ରର ୧୩ଟି ସିଟ, ଓଡିଶାର ୫ଟି, ଉତ୍ତରପ୍ରଦେଶର ୧୪ଟି ଏବଂ ପଶ୍ଚିମବଙ୍ଗର ୭ଟି ସିଟ ଅନ୍ତର୍ଭୁକ୍ତ ଅଛି।

https://x.com/narendramodi/status/1792358269480042988


Enter your email to get our daily news in your inbox.

All Right Reserved By Dharitri.Com

ଏମିତି ସ୍ଥାନ, ଯେଉଁଠି ବିବାହ ପରେ କନ୍ୟା ନୁହନ୍ତି, ବର ଯାଆନ୍ତି ଶାଶୁଘର

ଭାରତରେ ଜାତି, ଧର୍ମ, ବର୍ଣ୍ଣ ସମେତ ବିଭିନ୍ନ ସ୍ଥାନରେ ଭିନ୍ନଭିନ୍ନ ପରମ୍ପରା ରହିଛି। ଏହି ଅନନ୍ୟ ପରମ୍ପରା ଭାରତକୁ ଅନ୍ୟ ଦେଶଠାରୁ ସ୍ବତନ୍ତ୍ର କରେ। ଭାରତରେ...

ଚାଇନାକୁ ପଛରେ ପକାଇ ବିଶ୍ୱର ଶୀର୍ଷ ଧାନ ଉତ୍ପାଦନକାରୀ ଦେଶ ହେଲା ଭାରତ, ରହିଛି ଓଡ଼ିଶାର ଗୁରୁତ୍ୱପୂର୍ଣ୍ଣ ଭୂମିକା

ନୂଆଦିଲ୍ଲୀ, ୩୧ା୧୨: କୃଷି କ୍ଷେତ୍ରରେ ଭାରତ ଏକ ଐତିହାସିକ ସଫଳତା ହାସଲ କରିଛି। ବର୍ଷ ବର୍ଷ ଧରି ଧାନ ଉତ୍ପାଦନରେ ଚାଇନାର ରହିଥିବା ଆଧିପତ୍ୟକୁ ଶେଷ...

କୁକୁର ମୁଁହରୁ ହରିଣକୁ ଉଦ୍ଧାରକଲେ ସରପଞ୍ଚ ପ୍ରତିନିଧି, ଚିକିତ୍ସା ପରେ ବନବିଭାଗକୁ କଲେ ହସ୍ତାନ୍ତର

ଗଞ୍ଜାମ,୩୧ା୧୨(ବିଦ୍ୟାଧର ସାହୁ ): କୁକୁର ମୁଁହରୁ ଆହତ ହରିଣକୁ ଉଦ୍ଧାର କଲେ ମଲାଡ଼ ସରପଞ୍ଚ ପ୍ରତିନିଧି ସୁଦାମ ବେହେରା । ମଲାଡ଼ ପଞ୍ଚାୟତ କାର୍ଯ୍ୟାଳୟ ଠାରୁ...

ଭୋଜି ଖାଇ ୧୦୦ରୁ ଊର୍ଦ୍ଧ୍ୱ ଝାଡ଼ାବାନ୍ତିରେ ଆକ୍ରାନ୍ତ, ଡାକ୍ତର କହିଲେ…

କେସିଙ୍ଗା,୩୧ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକର ବେଲଖଣ୍ଡି ଗ୍ରାମର କଲୋନୀରେ ଏକ ଭୋଜି ଭାତ ଖାଇ ଶତାଧିକ ଝାଡ଼ାବାନ୍ତିରେ ଆକ୍ରାନ୍ତ ହୋଇ କେସିଙ୍ଗା ଗୋଷ୍ଠୀ...

ସୁନ୍ଦରଗଡ଼ରେ ଅଭାବନୀୟ ଘଟଣା, ବାର୍ଷିକ କ୍ରୀଡ଼ାରେ ଦୌଡୁଥିବା ବେଳେ ଟଳିପଡ଼ିଲେ ଛାତ୍ର

ସୁନ୍ଦରଗଡ,୩୧/୧୨(ଜୟ ନାରାୟଣ ମେଣ୍ଡୁଳି): ଆଜି ଅର୍ଥାତ୍ ଡିସେମ୍ବର ୩୧ ତାରିଖ ପୂର୍ବାହ୍ନ ୧୧ଟା ପାଖାପାଖି ସମୟରେ ସୁନ୍ଦରଗଡ ଭବାନୀପୁର ଏକଲବ୍ୟ ମଡେଲ ସ୍କୁଲରେ ଘଟିଛି ଏକ...

ଜରି ଅଖାରେ ଧାନ ନେଲାନି ସୋସାଇଟି, ଚାଷୀ ରାସ୍ତା ଅବରୋଧ କରି…

ବୌଦ୍ଧ,୩୧ା୧୨(ଅଜିତ କୁମାର ବାରିକ): ସୋସାଇଟି ପକ୍ଷରୁ ଜରି ଅଖାରେ ଧାନ ନେବାକୁ ମନା କରାଯିବାରୁ ଏହାର ପ୍ରତିବାଦରେ ଚାଷୀ ରାସ୍ତାରୋକୋ କରିଛନ୍ତି। ସୂଚନା ମୁତାବକ ବୌଦ୍ଧ...

ଆସନ୍ତା ୩ରୁ ୪ ଦିନ ପର୍ଯ୍ୟନ୍ତ କଲବଲ କରିବ କୁହୁଡ଼ି, ୯ ଜିଲ୍ଲାକୁ ଅରେଞ୍ଜ୍‌ ଓ୍ବାର୍ନିଂ

ଭୁବନେଶ୍ୱର, ୩୧ା୧୨: ଗତ କିଛି ଦିନ ହେବ ରାଜ୍ୟରେ ଘନ କୁହୁଡ଼ି ଦେଖାଯାଉଥିବା ବେଳେ ଏପରି ସ୍ଥିତି ଆହୁରି କିଛିଦିନ ଲାଗି ରହିବ । ଏନେଇ...

ଅନ୍ୟ ଧର୍ମର ହୋଇଥିବାରୁ ଗାଁ ଶ୍ମଶାନରେ ସମାଧି ଦେବାକୁ ମନା, ପ୍ରଶାସନ ଉପସ୍ଥିତିରେ…

ପାଟଣା,୩୧ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଡୁମୁରିଆ ପଞ୍ଚାୟତ ବାଇଦବଜାରେ ଡିସେମ୍ବର ୧୬ ତାରିଖ ରାତି ୧୨ଟାରେ ଟିବି ରୋଗରେ ଆକ୍ରାନ୍ତ ହୋଇଥିବା ତଥା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri