ତୃତୀୟ କାର୍ଯ୍ୟକାଳ ପ୍ରଥମ ଫାଇଲ୍‌ ଦସ୍ତଖତ କରିବା ପରେ ଏମିତି କଥା କହିଦେଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୦।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ଦାୟିତ୍ୱ ଗ୍ରହଣ କରିଥିଲେ। ପ୍ରଧାନମନ୍ତ୍ରୀ କିଷାନ ନିଧିର ୧୭ତମ କିସ୍ତି ରିଲିଜ୍‌ କରିବାକୁ ପ୍ରଧାନମନ୍ତ୍ରୀ ମୋଦି ତାଙ୍କର ପ୍ରଥମ ଫାଇଲରେ ଦସ୍ତଖତ କରିଛନ୍ତି। ନରେନ୍ଦ୍ର ମୋଦି ଏହାକୁ ସୌଭାଗ୍ୟର ବିଷୟ ବୋଲି କହିଛନ୍ତି।
ପ୍ରଧାନମନ୍ତ୍ରୀ ମୋଦି ଟୁଇଟ୍‌ କରି କହିଛନ୍ତି, ଆମ କୃଷକ ଭାଇ ଓ ଭଉଣୀଙ୍କ ଜୀବନକୁ ସହଜ କରିବାକୁ ଆମ ସରକାର ପ୍ରତିବଦ୍ଧ। ଏହା ମୋ ପାଇଁ ସୌଭାଗ୍ୟର ବିଷୟ ଯେ କ୍ରମାଗତ ତୃତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ଭାବରେ ଦାୟିତ୍ୱ ଗ୍ରହଣ କରିବା ପରେ ମୁଁ ତାଙ୍କ ପାଇଁ ପ୍ରଥମ କାମ କରିବାର ସୁଯୋଗ ପାଇଛି। ଏହା ଅଧୀନରେ ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧିର ୧୭ତମ କିସ୍ତି ସହ ଜଡିତ ଫାଇଲରେ ଦସ୍ତଖତ କରାଯାଇଥିଲା, ଯାହା ଦେଶର ୯ କୋଟିରୁ ଅଧିକ ଚାଷୀଙ୍କୁ ଉପକୃତ କରିବ। ଆଗାମୀ ସମୟରେ ଆମେ କୃଷକଙ୍କ କଲ୍ୟାଣ ଏବଂ କୃଷି କ୍ଷେତ୍ରର ଉନ୍ନତି ପାଇଁ କାର୍ଯ୍ୟ ଜାରି ରଖିବା।
ପ୍ରଧାନମନ୍ତ୍ରୀଙ୍କ ଦାୟିତ୍ୱ ଗ୍ରହଣ କରିବା ପରେ ନରେନ୍ଦ୍ର ମୋଦି ସୋମବାର ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି ସହ ଜଡିତ ଫାଇଲରେ ଦସ୍ତଖତ କରିଛନ୍ତି। ଏହା ସହିତ ଦେଶର ପ୍ରାୟ ୯.୩ କୋଟି ଚାଷୀଙ୍କ ଆକାଉଣ୍ଟକୁ ପ୍ରାୟ ୨୦ ହଜାର କୋଟି ଟଙ୍କା ସିଧାସଳଖ ହସ୍ତାନ୍ତର କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

ଟିମ୍‌ ଇଣ୍ଡିଆର ଟେନ୍‌ସନ୍‌ ବଢିଲା: ରିଷଭ ପନ୍ତଙ୍କ ପରେ ଏହି ଖେଳାଳି ଆହତ

ବେଙ୍ଗାଲୁରୁ,୧୮।୧୦: ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ତିନି ମ୍ୟାଚ ବିଶିଷ୍ଟ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ବେଙ୍ଗାଲୁରୁର ଏମ ଚିନ୍ନାସୱାମୀ ଷ୍ଟାଡିୟମରେ ଖେଳାଯାଉଛି। ଏହି ମ୍ୟାଚ...

ନିର୍ବାଚନ ପୂର୍ବରୁ ମୁଖ୍ୟମନ୍ତ୍ରୀ ପଦକୁ ନେଇ ଟଣାଓଟରା

ମୁମ୍ବାଇ,୧୮।୧୦: ଶିବସେନା (ୟୁବିଟି)ର ବରିଷ୍ଠ ନେତାମାନେ ନଭେମ୍ବର ୨୦ରେ ହେବାକୁ ଥିବା ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ପାଇଁ ଏହାର ବିଧାୟକ ତଥା ସମ୍ଭାବ୍ୟ ପ୍ରାର୍ଥୀଙ୍କୁ ଭେଟିଛନ୍ତି।...

ନିଜ ଦେଶର ପ୍ରଧାନମନ୍ତ୍ରୀଙ୍କ ଉପରେ ପ୍ରଶ୍ନ ଉଠାଇଲେ ଜାତୀୟ ସୁରକ୍ଷା ବିଶେଷଜ୍ଞ

ନୂଆଦିଲ୍ଲୀ/ଓଟାଓ୍ବା,୧୮।୧୦: ଭାରତ-କାନାଡା ତିକ୍ତତା ମଧ୍ୟରେ ପ୍ରଧାନମନ୍ତ୍ରୀ ଜଷ୍ଟିନ ଟ୍ରୁଡୋ ନିଜ ଦୋଷ ସ୍ବୀକାର କରିଛନ୍ତି। ସେ କହିଛନ୍ତି, ନିଜ୍ଜାର ହତ୍ୟା ମାମଲାରେ କାନାଡା ଭାରତକୁ ଆବଶ୍ୟକୀୟ...

ଭାରତ-କାନାଡା ପରସ୍ପର ଉପରେ ପ୍ରତିବନ୍ଧକ ଲଗାଇଲେ କାହାର ହେବ ବେଶୀ କ୍ଷତି: ଜାଣନ୍ତୁ

ନୂଆଦିଲ୍ଲୀ,୧୮।୧୦: ଭାରତ ଏବଂ କାନାଡା ମଧ୍ୟରେ ସମ୍ପର୍କରେ ତିକ୍ତତା ବଢିବାରେ ଲାଗିଛି। ଏହା ପଛରେ ସବୁଠାରୁ ବଡ କାରଣ ହେଉଛି ଖଲିସ୍ତାନୀ ବିଚ୍ଛିନ୍ନତାବାଦୀ ହରଦୀପ ସିଂ...

ସଲମାନଙ୍କୁ ପୁଣି ଧମକ

ମୁମ୍ବାଇ,୧୮ା୧୦: ଅଭିନେତା ସଲମାନ ଖାନଙ୍କୁ ପୁଣି ଧମକ ମିଳିଛି। ହ୍ବାଟ୍ସଆପ୍‌ରେ ମୁମ୍ବାଇ ଟ୍ରାଫିକ୍‌ ପୋଲିସକୁ ଏପରି ଧମକପୂର୍ଣ୍ଣ ମେସେଜ ଆସିଛି। ଏଥିରେ ସଲମାନଙ୍କଠାରୁ ୫ କୋଟି...

ଓଲଟା ସାମ୍ନା କରିବେ ନା ନିଜେ ଓଲଟି ଯିବେ ନୀତୀଶ? ପୁଣି ଅଡୁଆରେ ବିହାର ସରକାର

ପାଟନା,୧୭।୧୦: ବିହାରରେ ମଦ ଉପରେ ନିଷେଧାଦେଶ ଜାରି କରାଯାଇଥିବା ବେଳେ ଯେଉଁମାନେ ବେଆଇନ ମଦ ବ୍ୟବସାୟ କରୁଛନ୍ତି ସେମାନେ ପୁଣି ଥରେ ସରକାରଙ୍କୁ ଏକ ଶକ୍ତ...

ୟୁପିରେ ହେଉଛି ନକଲି ଏନକାଉଣ୍ଟର, ଯୋଗୀ ତାଙ୍କ ଆସନକୁ ବଞ୍ଚାଇବାକୁ…

ଲକ୍ଷ୍ନୌ,୧୭।୧୦: ଉତ୍ତର ପ୍ରଦେଶ ପୋଲିସ ଗୁରୁବାର ବହରାଇଚ ହିଂସା ଏବଂ ରାମ ଗୋପାଳ ମିଶ୍ରଙ୍କ ହତ୍ୟା ମାମଲାରେ ଅଭିଯୁକ୍ତଙ୍କୁ ଏନକାଉଣ୍ଟର କରିଛି। ଏହି ଏନକାଉଣ୍ଟରରେ ଦୁଇ...

କେଉଁଠୁ ଆସୁଛି ବିମାନକୁ ବୋମାରେ ଉଡାଇ ଦେବାର ଧମକ, ଗୁଇନ୍ଦା ଏଜେନ୍ସି ହାତରେ ଲାଗିଲା ବଡ ତଥ୍ୟ

ନୂଆଦିଲ୍ଲୀ,୧୭।୧୦: ସୋସିଆଲ ମିଡିଆରେ ବିଭିନ୍ନ ବିମାନକୁ ବୋମାରେ ଉଡାଇ ଦେବାକୁ ଧମକ ମିଳିବାର କିଛି ଦିନ ପରେ କେନ୍ଦ୍ରୀୟ ଗୁପ୍ତଚର ସଂସ୍ଥା ଲଣ୍ଡନ ଏବଂ ଜର୍ମାନୀର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri