‘ଦ ସାବରମତି ରିପୋର୍ଟ’ ଦେଖିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨।୧୨: ସଂସଦର ବାଲ୍‌ଯୋଗୀ ଅଡିଟୋରିୟମରେ ସୋମବାର ଅପରାହ୍ନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିକ୍ରାନ୍ତ ମେସିଙ୍କ ଅଭିନୀତ ଚଳଚ୍ଚିତ୍ର ‘ଦ ସାବରମତି ରିପୋର୍ଟ’ ଦେଖିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ସହ ଏନ୍‌ଡିଏର ଏମ୍‌ପିମାନେ ମଧ୍ୟ ଏହି ଚଳଚ୍ଚିତ୍ର ଦେଖିଛନ୍ତି। ଏନେଇ ସ୍ପେଶାଲ ସ୍କ୍ରିନିଂର ବ୍ୟବସ୍ଥା କରାଯାଇଥିଲା। ଏହି ଅବସରରେ ଫିଲ୍ମର ମୁଖ୍ୟ ଅଭିନେତା ବିକ୍ରାନ୍ତ ମେସି ମଧ୍ୟ ଉପସ୍ଥିତ ଥିଲେ।

ସୂଚନାଯୋଗ୍ୟ, ଚଳଚ୍ଚିତ୍ରଟି ନ୍ୟାୟ ବ୍ୟବସ୍ଥା, ସମାଜ ଏବଂ ବ୍ୟକ୍ତିଗତ ସଂଘର୍ଷକୁ ଗତିଶୀଳ କରିଛି। ପୂର୍ବରୁ ପ୍ରଧାନମନ୍ତ୍ରୀ ମୋଦି ଏହି ଚଳଚ୍ଚିତ୍ରର ପ୍ରଶଂସା କରିଥିଲେ ଏବଂ ଏହାକୁ ସମାଜ ପାଇଁ ଗୁରୁତ୍ୱପୂର୍ଣ୍ଣ ବୋଲି କହିଥିଲେ। ଫେବୃଆରୀ ୨୦୦୨ରେ ଘଟିଥିବା ଗୋଧ୍ରା ଘଟଣାର ସତ୍ୟତା ଏବଂ ଗଣମାଧ୍ୟମର ଭୂମିକା ଉପରେ ଆଧାରିତ ହୋଇଛି ଫିଲ୍ମ ‘ଦ ସାବରମତି ରିପୋର୍ଟ’।


Enter your email to get our daily news in your inbox.

All Right Reserved By Dharitri.Com

ଏବେ ଏହି ରାଜ୍ୟରେ ମିଳିବନି କିଙ୍ଗଫିସର ବିୟର, କମ୍ପାନୀ ନେଲା ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୮ା୧: କିଙ୍ଗଫିସର ବିୟର ଉତ୍ପାଦନକାରୀ କମ୍ପାନୀ ୟୁନାଇଟେଡ୍ ବ୍ରୁରିଜ୍ ଲିମିଟେଡ୍ (ୟୁବିଏଲ୍) ବୁଧବାର ଏକ ବଡ ଘୋଷଣା କରିଛି। ଏହା ଅଧୀନରେ ତୁରନ୍ତ ପ୍ରଭାବ ସହିତ...

Video: ତିରୁପତି ମନ୍ଦିରରେ ଦଳାଚକଟା: ୬ ମୃତ, ଅନେକ ଆହତ

ନୂଆଦିଲ୍ଲୀ,୮ା୧: ବୁଧବାର ଆନ୍ଧ୍ରପ୍ରଦେଶର ପ୍ରସିଦ୍ଧ ତିରୁପତି ମନ୍ଦିରର ବୈକୁଣ୍ଠ ଦ୍ୱାର ଦର୍ଶନ ଟିକେଟ୍ କେନ୍ଦ୍ର ନିକଟରେ ଦଳାଚକଟା ଘଟି ୬ ଜଣ ମୃତ୍ୟୁ ବରଣ କରିଛନ୍ତି।...

ଛାଡପତ୍ର ଖବର ମଧ୍ୟରେ ପ୍ରଥମ ଥର ମୁହଁ ଖୋଲିଲେ ଧନଶ୍ରୀ ବର୍ମା, କହିଲେ-”ମୋ ଚରିତ୍ର…”

ନୂଆଦିଲ୍ଲୀ,୮ା୧: ୟୁଜବେନ୍ଦ୍ର ଚହଲଙ୍କ ସହ ଛାଡପତ୍ର ଖବର ଉପରେ ଧନଶ୍ରୀ ଧର୍ମେନ୍ଦ୍ର ଶେଷରେ ନିରବତା ଭାଙ୍ଗିଛନ୍ତି। ଇନଷ୍ଟାଗ୍ରାମରେ ଏକ ଷ୍ଟୋରି ପୋଷ୍ଟ କରି ଧନଶ୍ରୀ ଭିତ୍ତିହୀନ...

ଭୁବନେଶ୍ୱରରେ ପହଞ୍ଚିଲେ ମୋଦି, ଆସନ୍ତାକାଲି ପ୍ରବାସୀ ଭାରତୀୟ ସମ୍ମିଳନୀ କରିବେ ଉଦ୍‌ଘାଟନ

ଭୁବନେଶ୍ୱର,୮ା୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବୁଧବାର ସନ୍ଧ୍ୟାରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି। ବିଶାଖାପାଟଣାରେ ଏନ୍‌ଟିପିସିର ଅତ୍ୟାଧୁନିକ ଗ୍ରୀନ ହାଇଡ୍ରୋଜେନ ହବ୍‌ ପ୍ରକଳ୍ପର ଶିଳାନ୍ୟାସ କରିବା ପରେ...

ଷଷ୍ଠ ପିଢ଼ିର ଲଢୁଆ ଜାହାଜ ପରୀକ୍ଷା କଲା ଚାଇନା, ଦୁଃଖ ପ୍ରକଶ କଲେ ଭାରତୀୟ ବାୟୁସେନା ମୁଖ୍ୟ

ନୂଆଦିଲ୍ଲୀ,୮ା୧: ତେଜସ ଲଢୁଆ ବିମାନ ମିଳିବାରେ ଅହେତୁକ ବିଳମ୍ବକୁ ନେଇ ଅସନ୍ତୋଷ ପ୍ରକାଶ କରିଛନ୍ତି ଭାରତୀୟ ବାୟୁସେନାର ମୁଖ୍ୟ ମାର୍ଶାଲ ଏପି ସିଂହ। ମଙ୍ଗଳବାର ଏକ...

ପିଲା ପାଇଁ କ୍ଷୀର ନେବାକୁ ଓହ୍ଲାଇଥିବା ବେଳେ ଛାଡ଼ିଦେଲା ଟ୍ରେନ୍‌, ପଛରେ ଦୌଡ଼ିବାକୁ ଲାଗିଲେ ମା’…ଭାବବିହ୍ବଳ କରୁଛି Video

କଥାରେ ଅଛି ଭଗବାନ ସବୁ ସ୍ଥାନରେ ଉପସ୍ଥିତ ରହିପାରିବେ ନାହିଁ, ଏଣୁ ସେ ମା’ର ସୃଷ୍ଟି କରିଛନ୍ତି। ମା’ ଥିଲେ ପିଲା ଉପରେ କୌଣସି ବିପଦ...

ଗଜରାଜର ତାଣ୍ଡବ, ଶୁଣ୍ଢରେ ଉଠାଇ ୧୦ ଫୁଟ୍‌ ଦୂରକୁ ଫିଙ୍ଗିଲା…

ମାଲାପୁରାମ,୮।୧: କେରଳର ମାଲାପୁରାମ ଜିଲାର ତିରୁର୍‌ ପୁଥିଆଙ୍ଗଡ଼ି ମହୋତ୍ସବରେ ଏକ ହାତୀର ଉନ୍ମତ୍ତ କାଣ୍ଡ ଦେଖିବାକୁ ମିଳିଛି। ମହୋତ୍ସବରେ ସାମିଲ ହୋଇଥିବା ୫ ହାତୀ ମଧ୍ୟରୁ...

ଗୋଟିଏ ସପ୍ତାହରେ ହୋଇଗଲେ ଚନ୍ଦା: ଆତଙ୍କରେ ତିନି ଗାଁର ଲୋକେ

ନୂଆଦିଲ୍ଲୀ,୮ା୧: ମହାରାଷ୍ଟ୍ରର ବୁଲଢନା ଜିଲାର ତିନୋଟି ଗାଁର ଅନେକ ବାସିନ୍ଦା ଗତ କିଛି ଦିନ ମଧ୍ୟରେ କେଶ ଝଡ଼ିବା ପରେ ଏକ ସପ୍ତାହ ମଧ୍ୟରେ ଚନ୍ଦା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri