Posted inଜାତୀୟ

ହାଥରସ୍‌ ଘଟଣାରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ ମୋଦି

ହାଥରସ୍‌,୨।୭: ଉତ୍ତରପ୍ରଦେଶ ହାଥରସ୍‌ରେ ସତ୍‌ସଙ୍ଗ ଚାଲିଥିବା ବେଳେ ଦଳାଚକଟା ଘଟିଛି। ଦଳାଚକଟାରେ ୫୦ରୁ ଊର୍ଦ୍ଧ୍ୱ ଲୋକଙ୍କ ମୃତ୍ୟୁ ଘଟିଥିବା ବେଳେ ଶତାଧିକ ଲୋକ ଆହତ ହୋଇଥିବା ସୂଚନା ମିଳିଛି। ଏହି ପରିପ୍ରେକ୍ଷୀରେ ପ୍ରଧାନମନ୍ତ୍ରୀ ମୋଦି ହାଥରସ୍‌ ଅଘଟଣ ସମ୍ପର୍କରେ ସଂସଦରେ ଜଣାଇଲେ। ଏପରିକି ମୃତକଙ୍କ ପରିବାର ଲୋକଙ୍କୁ ସମବେଦନା ଜ୍ଞାପନ କରିବା ସହ ଆହତଙ୍କ ଆଶୁ ଆରୋଗ୍ୟ କାମନା କରିଥିେଲେ ପ୍ରଧାନମନ୍ତ୍ରୀ ମୋଦି। ଉତ୍ତରପ୍ରଦେଶ ସରକାର ସହ କେନ୍ଦ୍ର ନିରନ୍ତର ଯୋଗାଯୋଗରେ ରହିଥିବା ପ୍ରଧାନମନ୍ତ୍ରୀ କହିଥିଲେ। ଏପରିକି କେନ୍ଦ୍ର ସରକାରଙ୍କ ପକ୍ଷରୁ ସହାୟତା ଯୋଗାଇ ଦେବାକୁ ମୋଦି ସଂସଦରେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀରେ କାହିଁକି ଟ୍ରେନିଂ ନେବାକୁ ଚାହୁଁଛନ୍ତି ଇସ୍ରାଏଲ ସୁରକ୍ଷା କର୍ମୀ? ପୋଲିସକୁ ମାଗିଲେ ସ୍ଥାନ

ନୂଆଦିଲ୍ଲୀ,୫।୧୦: ମଧ୍ୟ ପୂର୍ବର ଅବସ୍ଥା ଦିନକୁ ଦିନ ଖରାପ ହେବାରେ ଲାଗିଛି। ଇସ୍ରାଏଲ ଉପରେ ଇରାନର ଆକ୍ରମଣ ପରେ ଏହି ଅଞ୍ଚଳରେ ଆଉ ଏକ ଯୁଦ୍ଧ...

ଯଦି ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିବାକୁ ଅନୁମତି ଦିଆ ନ ଯାଏ, ତେବେ…

ନୂଆଦିଲ୍ଲୀ,୫।୧୦: ଲଦ୍ଦାଖର ଜଳବାୟୁ କାର୍ଯ୍ୟକର୍ତ୍ତା ବା କ୍ଲାଇମେଟ ଆକ୍ଟିଭିଷ୍ଟ ସୋନମ ୱାଙ୍ଗଚୁକ ପୁଣି ଥରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ଅନଶନ ଘୋଷଣା କରିଛନ୍ତି। ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ...

ଭାଜପାର ବଡ଼ ଆକ୍ସନ: ଦଳରୁ ବିଦା ହେଲେ ୪ ବଡ଼ ନେତା

ଚଣ୍ଡିଗଡ,୫।୧୦: ହରିୟାଣାରେ ଆଜି ବିଧାନସଭା ନିର୍ବାଚନ ଅନୁଷ୍ଠିତ ହେଉଛି। ଅପରପକ୍ଷରେ ଭାଜପା ଚାରିଜଣ ନେତାଙ୍କୁ ଦଳରୁ ବହିଷ୍କାର କରିଛି। ଏହି ଚାରିଜଣ ହିସାର ବିଧାନସଭା ଠାରୁ...

‘ଯୁବକ ଯଦି ହୁଡିଯାଆନ୍ତି ତେବେ ଦେଶର ଅବସ୍ଥା,’ଆପତ୍ତିଜନକ ବୟାନକୁ ନେଇ…

ନୂଆଦିଲ୍ଲୀ,୫।୧୦: ଉତ୍ତରପ୍ରଦେଶର ଗାଜିଆବାଦରେ ଏକ କାର୍ଯ୍ୟକ୍ରମରେ ମହନ୍ତ ୟତି ନରସିଂହାନନ୍ଦ ପୈଙ୍ଗାମ୍ବର ମହମ୍ମଦ ଏବଂ କୁରାନ ବିଷୟରେ ଆପତ୍ତିଜନକ ମନ୍ତବ୍ୟ ଦେଇଛନ୍ତି, ଯାହା ପରେ ସାରା...

ଶ୍ରୀଲଙ୍କା ସହ ମିଶି ଚାଇନାକୁ ପାନେ ଦେବ ଭାରତ: ଜୟଶଙ୍କରଙ୍କୁ ଭେଟିବା ପରେ ଶ୍ରୀଲଙ୍କା ରାଷ୍ଟ୍ରପତି କହିଲେ…

ନୂଆଦିଲ୍ଲୀ,୫।୧ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର ଶ୍ରୀଲଙ୍କାର ନୂତନ ରାଷ୍ଟ୍ରପତି ଅନୁରା କୁମାରା ଡିସାନାଇକେଙ୍କୁ ଭେଟିଛନ୍ତି। ଏହି ସମୟରେ ଦୁଇ ଦେଶ ମଧ୍ୟରେ ଚାଲିଥିବା...

ଅନୁପ୍ରବେଶ ଉଦ୍ୟମ ପଣ୍ଡ, ୨ ଆତଙ୍କବାଦୀ ନିହତ

ଶ୍ରୀନଗର,୫।୧୦: ଜମ୍ମୁ କଶ୍ମୀରରେ ଅନୁପ୍ରବେଶ କରିବାକୁ ଉଦ୍ୟମ କରୁଥିବା ଆତଙ୍କବାଦୀଙ୍କ ଯୋଜନା ପଣ୍ଡ ହୋଇଛି। ସୁରକ୍ଷା ବାହିନୀ ଦ୍ୱାରା ଦୁଇ ଆତଙ୍କବାଦୀ ନିହତ ହୋଇଛନ୍ତି। ସୂଚନାନୁସାରେ,...

ଡଲ୍‌ଫିନ୍‌ ହସିପାରନ୍ତି

ନୂଆଦିଲ୍ଲୀ,୫ା୧୦(ପି.ଟି.): ଡଲ୍‌ଫିନ୍‌ଗୁଡ଼ିକ ଖେଳିବା ସମୟରେ ପାଟି ଖୋଲା ରଖି ପରସ୍ପରକୁ ସେମାନଙ୍କ ଭାବନା ବ୍ୟକ୍ତ କରିଥାନ୍ତି। ଅନେକ ସମୟରେ ସେମାନଙ୍କର ଏହି ଅଭିବ୍ୟକ୍ତି ‘ହସ’ ହୋଇପାରେ ବୋଲି...

ସରକାର ବିରୋଧୀ ଲେଖା ପାଇଁ ଖବରଦାତାଙ୍କ ନାଁରେ ମାମଲା କରନାହିଁ

ନୂଆଦିଲ୍ଲୀ,୫ା୧୦: ସରକାରଙ୍କ ପ୍ରତି ସମାଲୋଚନାମୂଳକ ଲେଖା ପାଇଁ ଖବରଦାତାଙ୍କ ବିରୋଧରେ ଆପରାଧିକ ମାମଲା ରୁଜୁ ନ କରିବାକୁ ସୁପ୍ରିମକୋର୍ଟ ଶୁକ୍ରବାର ଉତ୍ତରପ୍ରଦେଶ ସରକାରଙ୍କୁ ତାଗିଦ କରିଛନ୍ତି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri