Posted inଜାତୀୟ

କିଏ ସେହି ୨ କୁନି ଝିଅ, ଯାହାଙ୍କୁ କୋଳେଇ ନେଲେ ପ୍ରଧାନମନ୍ତ୍ରା ମୋଦି

ନୂଆଦିଲ୍ଲୀ,୨୬।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ସଂସଦ ଭବନରେ ତାଙ୍କ କାର୍ଯ୍ୟାଳୟରେ ଦୁଇଜଣ ସ୍ବତନ୍ତ୍ର ଛୋଟ ଅତିଥିଙ୍କୁ ସ୍ବାଗତ କରିଛନ୍ତି। ତାଙ୍କୁ ଦେଖିବା ମାତ୍ରେ ପ୍ରଧାନମନ୍ତ୍ରୀ ଖୁସିରେ ଆତ୍ମହରା ହୋଇଉଠିଥିଲେ। ଉଭୟ ଝିଅ ମଧ୍ୟ ପ୍ରଧାନମନ୍ତ୍ରୀଙ୍କ ଉପରେ ଲେଖାଯାଇଥିବା ଏକ କବିତା ପାଠ କରିଥିଲେ।
ହରିୟାଣା ରାଜ୍ୟପାଳ ବନ୍ଦାରୁ ଦତ୍ତାତ୍ରେୟ ମୋଦିଙ୍କୁ ଭେଟିବା ପାଇଁ ପିଏମ ମୋଦିଙ୍କ କାର୍ଯ୍ୟାଳୟରେ ପହଞ୍ଚିଥିଲେ। ଦତ୍ତାତ୍ରେୟ ମଧ୍ୟ ତାଙ୍କ ନାତୁଣୀମାନଙ୍କ ସହିତ ଥିଲେ। ଉଭୟ ନାତୁଣୀ ପ୍ରଧାନମନ୍ତ୍ରୀଙ୍କୁ ଭେଟିବାକୁ ଇଚ୍ଛା ପ୍ରକାଶ କରିଥିଲେ, ଦତ୍ତାତ୍ରେୟ ମନା ନ କରି ପାରି ସେମାନଙ୍କୁ ପିଏମ୍‌ଓକୁ ନେଇଆସିଥିଲେ।
ଉଭୟ ଝିଅ ପିଏମ ମୋଦିଙ୍କୁ ଗୋଲାପ ଫୁଲ ଦେଇଥିଲେ। ପ୍ରଧାନମନ୍ତ୍ରୀ ମୋଦି ମଧ୍ୟ ତାଙ୍କୁ ସ୍ବାଗତ କରିଥିଲେ। ଏହା ପରେ ଉଭୟ ମୋଦିଙ୍କୁ ନେଇ କବିତା ପାଠ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି ସେମାନଙ୍କୁ ତାଙ୍କ ନିକଟକୁ ଡାକି କୋଳେଇ ନେଇଥିଲେ। ପ୍ରଧାନମନ୍ତ୍ରୀ ଉଭୟ ଝିଅଙ୍କୁ ଚକୋଲେଟ ମଧ୍ୟ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କିଏ ହେବେ ବିରୋଧୀଙ୍କ ଉପବାଚସ୍ପତି ପ୍ରାର୍ଥୀ, ଚର୍ଚ୍ଚାରେ ଏହି ନେତା

ନୂଆଦିଲ୍ଲୀ,୧।୭: ଲୋକ ସଭାର ଉପବାଚସ୍ପତି ପଦ ପାଇଁ ବିରୋଧୀ ପ୍ରାର୍ଥୀଙ୍କ ନାମ ଏ ପର୍ଯ୍ୟନ୍ତ ସ୍ଥିର କରାଯାଇ ନଥିଲେ ମଧ୍ୟ ୟୁପିର ଅଯୋଧ୍ୟା ଆସନରୁ ସମାଜବାଦୀ...

ମେଧା ପାଟକରଙ୍କୁ ୫ ମାସ ଜେଲ ଦଣ୍ଡାଦେଶ ଶୁଣାଇଲେ କୋର୍ଟ, ଲଗାଇଲେ ୧୦ ଲକ୍ଷ ଟଙ୍କା ଜରିମାନା

ନୂଆଦିଲ୍ଲୀ,୨୧।୭: ବର୍ତ୍ତମାନର ଦିଲ୍ଲୀ ଏଲଜି ଭି.କେ ସାକ୍ସେନାଙ୍କ ଦ୍ୱାରା ହୋଇଥିବା ମାନହାନି ମାମଲାରେ ସାମାଜିକ କାର୍ଯ୍ୟକର୍ତ୍ତା ମେଧା ପାଟକରଙ୍କୁ କୋର୍ଟ ୫ ମାସ କାରାଦଣ୍ଡରେ ଦଣ୍ଡିତ...

ବିଧାନପରିଷଦ ନିର୍ବାଚନ ପାଇଁ ପ୍ରାର୍ଥୀ ଘୋଷଣା କଲା ଭାଜପା

ନୂଆଦିଲ୍ଲୀ,୧।୭: ଭାରତୀୟ ଜନତା ପାର୍ଟି (ଭାଜପା)ର କେନ୍ଦ୍ରୀୟ ନିର୍ବାଚନ କମିଟି ସୋମବାର ମହାରାଷ୍ଟ୍ର ବିଧାନ ପରିଷଦ ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ଘୋଷିତ...

ଅଗ୍ନିବୀର ଯୋଜନାକୁ ନେଇ ଏମିତି କହିଲେ ରାହୁଲ ଗାନ୍ଧୀ, ରାଜନାଥ କହିଲେ…

ନୂଆଦିଲ୍ଲୀ,୧।୭:ବିଭିନ୍ନ ପ୍ରସଙ୍ଗକୁ ନେଇ ଲୋକ ସଭାରେ ସୋମବାର ହଟ୍ଟଗୋଳ ଜାରି ରହିଛି। ଅଗ୍ନିବୀର ଯୋଜନା ବିଷୟରେ ଆଲୋଚନା କରି ରାହୁଲ ଗାନ୍ଧୀ କହିଛନ୍ତି, ମୁଁ ଜଣେ...

ଇଣ୍ଡିଆ ମେଣ୍ଟ ଗୁଜରାଟରେ ଭାଜପାକୁ ହରାଇବ: ରାହୁଲ

ନୂଆଦିଲ୍ଲୀ,୧।୭: ସୋମବାର ସଂସଦ ଅଧିବେଶନରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଖୋଲା ଚ୍ୟାଲେଞ୍ଜ ଦେଇଛନ୍ତି। ସେ କହିଛନ୍ତି ଗୁଜୁରାଟରେ ଇଣ୍ଡିଆ ମେଣ୍ଟ...

‘ରାହୁଲ ଗାନ୍ଧୀ ପୂରା ଦେଶକୁ କ୍ଷମା ମାଗନ୍ତୁ’, ଏମିତି କାହିିଁକି କହିଲେ ଶାହା

ନୂଆଦିଲ୍ଲୀ,୨୧।୭: ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀଙ୍କ ବିବୃତ୍ତିରେ କେନ୍ଦ୍ର ସ୍ବରାଷ୍ଟ ମନ୍ତ୍ରୀ ଅମିତ ଶାହା ନିଜର ପ୍ରତିକ୍ରିୟା ଦେଇଛନ୍ତି। ଅମିତ ଶାହା କହିଛନ୍ତି ଯେ...

ରାହୁଲଙ୍କୁ ପାଠ ପଢାଇଲେ ମୋଦି, କହିଲେ ବିରୋଧୀ ଦଳ ନେତାଙ୍କୁ…

ନୂଆଦିଲ୍ଲୀ,୧।୭: ସୋମବାର ସଂସଦ ଅଧିବେଶନ ଉତ୍ତେଜନା ପୂର୍ଣ୍ଣ ହୋଇଥିଲା। କଂଗ୍ରେସ ଏମପି ତଥା ବିରୋଧୀ ଦଳର ନେତା ରାହୁଲ ଗାନ୍ଧୀ ଭାଜପା ଓ ପ୍ରଧାନମନ୍ତ୍ରୀ ମୋଦିଙ୍କୁ...

ପ୍ରବଳ ବର୍ଷା ପରେ ରାସ୍ତାରେ ବୁଲୁଛି କୁମ୍ଭୀର, ଲୋକେ ଭୟଭୀତ

ମୁମ୍ବାଇ,୧।୭: ମୌସୁମୀ ଆସିବା ପରେ ମହାରାଷ୍ଟ୍ରର ଉପକୂଳ ଅଞ୍ଚଳ ରତ୍ନଗୀରିରେ ଏକ ଅଦ୍ଭୁତ ଦୃଶ୍ୟ ଦେଖିବାକୁ ମିଳିଛି। ପ୍ରବଳ ବର୍ଷା ପରେ ରାସ୍ତାରେ କୁମ୍ଭୀର ଚାଲୁଥିବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri