Posted inଜାତୀୟ

ମଙ୍ଗଳବାର ୭୦ ହଜାର ଯୁବକଙ୍କୁ ନିଯୁକ୍ତି ପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୨।୬: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ନିଯୁକ୍ତି ମେଳା ଅଧୀନରେ ୭୦ ହଜାର ଯୁବକଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିବେ। ପୂର୍ବାହ୍ନ ୧୦.୩୦ ସମୟରେ ପ୍ରଧାନମନ୍ତ୍ରୀ ମୋଦି ଭିଡିଓ କନଫରେନ୍ସିଂ ମାଧ୍ୟମରେ ଏହି ନିଯୁକ୍ତି ମେଳାର କାର୍ଯ୍ୟକ୍ରମରେ ଯୋଗଦେବେ, ଯେଉଁଥିରେ ନୂତନ ନିଯୁକ୍ତ କର୍ମଚାରୀମାନଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରାଯିବ। ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ମଧ୍ୟ ଯୁବକମାନଙ୍କୁ ସମ୍ବୋଧିତ କରିବେ।

କେନ୍ଦ୍ର ସରକାରଙ୍କ ବିଭାଗ ବ୍ୟତୀତ ଏହି ନିଯୁକ୍ତି ରାଜ୍ୟ ସରକାର ଏବଂ କେନ୍ଦ୍ରଶାସିତ ଅଞ୍ଚଳରେ କରାଯାଉଛି। ନବ ନିଯୁକ୍ତ କର୍ମଚାରୀ ଯେଉଁମାନେ ସରକାରଙ୍କ ବିଭିନ୍ନ ବିଭାଗରେ ସାରା ଦେଶରେ ମନୋନୀତ କରାଯାଇଛି। ଯଥା- ଆର୍ଥିକ ସେବା ବିଭାଗ, ପୋଷ୍ଟ ବିଭାଗ, ସ୍କୁଲ ଶିକ୍ଷା ବିଭାଗ, ଉଚ୍ଚଶିକ୍ଷା ବିଭାଗ, ପ୍ରତିରକ୍ଷା ମନ୍ତ୍ରଣାଳୟ, ରାଜସ୍ବ ବିଭାଗ, ସ୍ବାସ୍ଥ୍ୟ ଏବଂ ପରିବାର କଲ୍ୟାଣ ମନ୍ତ୍ରଣାଳୟ, ପରମାଣୁ ଶକ୍ତି ବିଭାଗ, ରେଳ ମନ୍ତ୍ରଣାଳୟ, ଅଡିଟ ଏବଂ ଆକାଉଣ୍ଟସ ବିଭାଗ ଏବଂ ସ୍ବରାଷ୍ଟ୍ର ମନ୍ତ୍ରଣାଳୟରେ ଯୋଗଦେବେ।


Enter your email to get our daily news in your inbox.

All Right Reserved By Dharitri.Com

ସୂଚନା କମିଶନ ପଦବୀ ୪ ସପ୍ତାହରେ ପୂରଣକର: କେନ୍ଦ୍ର, ରାଜ୍ୟକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୭ା୧୧(ପି.ଟି.):କେନ୍ଦ୍ରୀୟ ସୂଚନା କମିଶନ (ସିଆଇସି) ଏବଂ ରାଜ୍ୟ ସୂଚନା କମିଶନ (ଏସ୍‌ଆଇସି)ରେ ଖାଲିପଡ଼ିଥିବା ପଦବୀଗୁଡ଼ିକୁ ପୂରଣ କରିବା ପାଇଁ ସୁପ୍ରିମକୋର୍ଟ ମଙ୍ଗଳବାର କେନ୍ଦ୍ର ଓ ରାଜ୍ୟ...

‘ହିନ୍ଦୁଙ୍କ ସୁରକ୍ଷା ସୁନିଶ୍ଚିତ କର’, ବାଂଲାଦେଶକୁ ଭାରତ ସରକାରଙ୍କ ଦାବି

ନୂଆଦିଲ୍ଲୀ, ୨୬।୧୧: ବାଂଲାଦେଶରେ ହିନ୍ଦୁ ସନ୍ଥ ଚିନ୍ମୟ କୃଷ୍ଣ ଦାସଙ୍କ ଗିରଫଦାରିକୁ ନେଇ ବହିର୍ବ୍ୟାପାର ମନ୍ତ୍ରଣାଳୟ ପକ୍ଷରୁ ମଙ୍ଗଳବାର ଏକ ବୟାନ ଜାରି କରାଯାଇଛି। ଚିନ୍ମୟ...

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ କଲେ ରାହୁଲ ଗାନ୍ଧୀ-BJP ଭିଡିଓ ଶେୟାର କରି…

ନୂଆଦିଲ୍ଲୀ,୨୬।୧୧: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କ ଅପମାନ କରିଛନ୍ତି କଂଗ୍ରେସ ନେତା ରାହୁଲ ଗାନ୍ଧୀ। ଭାଜପା ପକ୍ଷରୁ ଏକ ଭିଡିଓ ଶେୟାର କରି ଏନେଇ ଅଭିଯୋଗ କରାଯାଇଛି।...

ସରକାରଙ୍କ ବଡ଼ ଘୋଷଣା, ୬୦ବର୍ଷ ବୟସ୍କଙ୍କୁ ପ୍ରତିମାସରେ ମିଳିବ ବାର୍ଦ୍ଧକ୍ୟ ଭତ୍ତା

ନୂଆଦିଲ୍ଲୀ,୨୬।୧୧: ରାଜ୍ୟବାସୀଙ୍କ ପାଇଁ ଖୁସି ଖବର । ବିଶେଷକରି ବରିଷ୍ଠ ଜନସାଧାରଣଙ୍କ ପାଇଁ ସରକାର କରିଛନ୍ତି ବଡ଼ ଘୋଷଣା। ବାର୍ଦ୍ଧକ୍ୟ ଭତ୍ତା ନେଇ ରାଜ୍ୟ ସରକାର...

‘ପ୍ରଧାନମନ୍ତ୍ରୀ ମୋଦିଙ୍କୁ ନିମନ୍ତ୍ରଣ କରିବାକୁ ଆସିଥିଲି’

ନୂଆଦିଲ୍ଲୀ,୨୬।୧୧: ପୁଣି ଥରେ ଝାଡ଼ଖଣ୍ଡରେ ସରକାର ଗଠନ କରିବାକୁ ଯାଉଛନ୍ତି ହେମନ୍ତ ସୋରେନ। ନଭେମ୍ବର ୨୮ରେ ସେ ମୁଖ୍ୟମନ୍ତ୍ରୀ ପଦର ଶପଥ ନେବେ। ଏହା ପୂର୍ବରୁ...

ବାଲଟ ପେପରରେ ନିର୍ବାଚନ ଦାବିକୁ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ,୨୬।୧୧: ଇଲେକ୍ଟ୍ରୋନିକ୍ ଭୋଟିଂ ମେସିନ୍ (ଇଭିଏମ୍) ବଦଳରେ ନିର୍ବାଚନରେ ​​ବାଲାଟ ପେପର ବ୍ୟବହାର ଦାବିକୁ ସୁପ୍ରିମକୋର୍ଟ ଖାରଜ କରିଛନ୍ତି। ବିଚାରପତି ବିକ୍ରମ ନାଥ ଏବଂ ପି.ବି...

ରାହୁଲଙ୍କ ପଳାଇବ ନାଗରିକତ୍ୱ! କୋର୍ଟଙ୍କ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୬।୧୧: ଅଡୁଆରେ କଂଗ୍ରେସ ଏମପି ଓ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ। ଚାଲି ଯାଇପାରେ ତାଙ୍କର ଭାରତୀୟ ନାଗରିକତା। ଏନେଇ କୋର୍ଟ ବଡ଼ ନିର୍ଦ୍ଦେଶ...

PAN ୨.୦ ଆଣିଲେ ସରକାର; QR କୋଡ୍‌ ରହିଲେ ବନ୍ଦ ହୋଇଯିବ କି ପୁରୁଣା କାର୍ଡ, ନୂଆ ପାଇଁ ଲାଗିବ କେତେ ଟଙ୍କା; ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୧୧: ଭାରତ ସରକାର ପାନ୍‌ କାର୍ଡ ପାଇଁ ନୂତନ PAN ୨.୦ ଯୋଜନା ଆଣିଛନ୍ତି, ଯେଉଁଥିରେ QR କୋଡ୍‌ ଥିବା ପାନ କାର୍ଡ ମାଗଣାରେ ଅପଗ୍ରେଡ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri