Posted inଜାତୀୟ

ଦୁଇ ଦିନିଆ ଗୁଜରାଟ ଗସ୍ତରେ ମୋଦି: ମେଟ୍ରୋ ସେବାର କରିବେ ଉଦ୍‌ଘାଟନ

ଅହମଦାବାଦ,୨୦।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ଗୁଜରାଟ ଗସ୍ତରେ ଯିବେ। ସେପ୍ଟେମ୍ବର ୨୯ ଏବଂ ୩୦ରେ ସେ ଗୁଜରାଟ ଗସ୍ତ କରିବେ। ଏହି ସମୟରେ ସେପ୍ଟେମ୍ବର ୩୦ରେ ମୋଦି ଅହମଦାବାଦରେ ମେଟ୍ରୋ ରେଳ ସେବା ଉଦ୍‌ଘାଟନ କରିବେ ବୋଲି ଜଣାପଡ଼ିଛି। ରାଜ୍ୟବାସୀ ଏହାକୁ ଦୀର୍ଘ ସମୟ ଧରି ଅପେକ୍ଷା କରି ରହିଛନ୍ତି। ଏଥିପାଇଁ ଗୁଜୁରାଟ ମେଟ୍ରୋ ରେଳ ନିଗମ, ଅହମଦାବାଦ ମ୍ୟୁନିସିପାଲିଟି କର୍ପୋରେସନ ଏବଂ ପୋଲିସ ପକ୍ଷରୁ ମଧ୍ୟ ପ୍ରସ୍ତୁତି ଆରମ୍ଭ ହୋଇଛି। ଏଥିରେ ୨୩ଟି ଷ୍ଟେସନ ରହିଥିବା ବେଳେ ଅହମ୍ମଦାବାଦ ମେଟ୍ରୋ ରେଳ ପ୍ରକଳ୍ପର ପ୍ରଥମ ପର୍ଯ୍ୟାୟର ମୋଟ ଲମ୍ବ ୪୦.୦୩ କିଲୋମିଟର ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନ ଏକ୍ସପର୍ଟଙ୍କ ବଡ଼ ଭବିଷ୍ୟବାଣୀ, କହିଲେ ୨୦୩୪ ପର୍ଯ୍ୟନ୍ତ ମୋଦି ରହିବେ…

ଇସଲାମାବାଦ/ନୂଆଦିଲ୍ଲୀ,୨୯।୧୧: ଭାରତୀୟ ରାଜନୀତି ତଥା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନେଇ ପାକିସ୍ତାନୀ ବିଶେଷଜ୍ଞ କମର ଚିମା ଏକ ବଡ଼ ଭବିଷ୍ୟବାଣୀ କରିଛନ୍ତି। ସେ କହିଛନ୍ତି ଯେ...

ମହାରାଷ୍ଟ୍ରରେ ଗୁରୁତ୍ୱପୂର୍ଣ୍ଣ ବୈଠକ ବାତିଲ, ଗାଁ’କୁ ପଳାଇଲେ ଏକନାଥ ସିନ୍ଦେ

ନୂଆଦିଲ୍ଲୀ,୨୯।୧୧: ମହାରାଷ୍ଟ୍ରର ଭାଜପା ନେତୃତ୍ୱାଧୀନ ସହଯୋଗୀ ବା ମହାୟୁତି, ଦେବେନ୍ଦ୍ର ଫଡନାଭିସ୍, ଏକନାଥ ସିନ୍ଦେ ଏବଂ ଅଜିତ ପାୱାର ଗତ ସନ୍ଧ୍ୟାରେ ଦିଲ୍ଲୀରେ ଅମିତ ଶାହାଙ୍କୁ...

ମିଶନ ୨୦୨୫ ପାଇଁ ନୀତୀଶଙ୍କ ସ୍ପେଶାଲ ପ୍ଲାନ

ପାଟନା,୨୯।୧୧: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ପୁଣି ଥରେ ବିହାର ବିହାର ଯାତ୍ରାରେ ବାହାରିବାକୁ ଯାଉଛନ୍ତି। ଏଥର ଏହି ଯାତ୍ରା ନିର୍ବାଚନ ବର୍ଷରେ ହେବାକୁ ଯାଉଛି।...

ପ୍ରଧାନମନ୍ତ୍ରୀ ମୋଦିଙ୍କ ସୁରକ୍ଷାରେ ମହିଳା ଏସପିଜି କମାଣ୍ଡୋ, ଭାଇରାଲ୍ ଫଟୋ ପଛର କାହାଣୀ ଆଶ୍ଚର୍ଯ୍ୟ କରିଦେବ

ନୂଆଦିଲ୍ଲୀ,୨୯।୧୧: ସୋସିଆଲ ମିଡ଼ିଆରେ ଏକ ଫଟୋ ଏବଂ ଖୁବ ଭାଇରାଲ୍ ହେଉଛି। ଯେଉଁଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହିତ ଜଣେ ମହିଳା ଅଫିସର ନଜର ଆସୁଛନ୍ତି।...

ପାକିସ୍ତାନ ଜେଲରେ ବନ୍ଦୀ ଅଛନ୍ତି ୨୦୦ରୁ ଅଧିକ ଭାରତୀୟ

ନୂଆଦିଲ୍ଲୀ,୨୯।୧୧: ୨୧୧ ଭାରତୀୟ ମତ୍ସ୍ୟଜୀବୀ ପାକିସ୍ତାନର ଜେଲରେ ବନ୍ଦୀ ଅଛନ୍ତି। ଭାରତ ସରକାର ସଂସଦରେ ଏହି ସୂଚନା ଦେଇଛନ୍ତି। ଏହି ୨୧୧ ମତ୍ସ୍ୟଜୀବୀଙ୍କ ମଧ୍ୟରୁ ୧୩୯ଜଣ...

ପୁଣି ଅଡ଼ୁଆରେ ଅଭିନେତ୍ରୀ ଶିଳ୍ପା ସେଟ୍ଟୀଙ୍କ ସ୍ବାମୀ: ଘରେ ପଶିଲା ଇଡି

ମୁମ୍ବାଇ,୨୯।୧୧: ମୋବାଇଲ ଆପ ମାଧ୍ୟମରେ ଅଶ୍ଳୀଳ ଭିଡ଼ିଓ ପ୍ରଚାର ଏବଂ ପ୍ରସାର ସହ ଜଡିତ ଅର୍ଥ ହେରଫେର ଘଟଣାରେ ଶୁକ୍ରବାର ଏନଫୋର୍ସମେଣ୍ଟ ନିର୍ଦ୍ଦେଶାଳୟ (ଇଡି) ବ୍ୟବସାୟୀ...

ଶନିବାର ଲ୍ୟାଣ୍ଡଫଲ କରିବ ବାତ୍ୟା, ପ୍ରଭାବରେ ଓଡ଼ିଶାରେ …

ଭୁବନେଶ୍ବର,୨୯।୧୧: ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଘନୀଭୂତ ହୋଇ ଶୁକ୍ରବାର ବାତ୍ୟାର ରୂପ ନେବ। ଏହା ପ୍ରଭାବରେ ତାମିଲନାଡ଼ୁରେ ପ୍ରବଳ ବର୍ଷା ହେଉଥିବା...

ମହାରାଷ୍ଟ୍ରରେ ସରକାର ଗଠନର ଚିତ୍ର ସ୍ପଷ୍ଟ: ଶିନ୍ଦେ-ଅଜିତ୍‌ଙ୍କ ସହିତ ହେଲା ବଡ଼ ଡିଲ୍‌

ମୁମ୍ବାଇ,୨୯।୧୧: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଗୁରୁବାର ରାତିରେ ଭାଜପା ନେତୃତ୍ୱାଧୀନ ମହାୟୁତି ଗଠବନ୍ଧନର ତିନିଟି ରାଜନୈତିକ ଦଳର ନେତାଙ୍କୁ ଭେଟିଛନ୍ତି। ଏହି ସମୟରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri