ଆସନ୍ତା ୨୮ ତାରିଖରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ମୋଦି

ଭୁବନେଶ୍ୱର, ୨୧ା୧: ଚାଳିତମାସରେ ପୁଣି ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଉତ୍କର୍ଷ ଓଡ଼ିଶା କାର୍ଯ୍ୟକ୍ରମରେ ଯୋଗ ଦେବାକୁ ପ୍ରଧାନମନ୍ତ୍ରୀ ଓଡିଶା ଆସିବେ। ପ୍ରଧାନମନ୍ତ୍ରୀ ପୂର୍ବାହ୍ନ ୧୦ଟା ୩୫ ମିନିଟରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିବେ। ସେଠାରୁ ବାହାରି ୧୦ଟା ୫୫ ମିନିଟରେ ଜନତା ମୈଦାନରେ ପହଞ୍ଚିବେ। ଦିନ ୧୧ଟାରୁ ୧୨ଟା ୩୦ ଯାଏଁ ଉତ୍କର୍ଷ ଓଡ଼ିଶା କନକ୍ଲେଭରେ ଉପସ୍ଥିତ ରହିବେ ମୋଦି। ଏହାପରେ ଦିନ ୧୨ଟା ୩୫ରେ ସଭାସ୍ଥଳରୁ ବିମାନବନ୍ଦର ଅଭିମୁଖେ ବାହାରିବେ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଟ୍ରକ୍‌ ରଖି ଶୌଚ ପାଇଁ ଯାଇଥିଲେ ଡ୍ରାଇଭର, ଆପଣା ଛାଏଁ ପଛକୁ ପଛ ଗଡ଼ି…

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଦେଇ ଯାଇଥିବା ଗୋପାଳପୁର-ରାଇପୁରକୁ ସଂଯୋଗ କରୁଥିବା ୫୯ ନଂ ଜାତୀୟ ରାଜପଥର ସିମନବାଡ଼ି ନିକଟ ଟୋଲ୍‌ ଗେଟ୍‌ ନିକଟରେ...

ଭାଜପା ଦାରିଙ୍ଗବାଡ଼ି ମଣ୍ଡଳରେ ନୂଆ କର୍ମକର୍ତ୍ତା: ରାଜନୀତିକୁ ଆସୁଛନ୍ତି ଶିକ୍ଷିତ, ସ୍ବୟଂସେବକ

ଦାରିଙ୍ଗବାଡ଼ି,୨୭ା୧୨(ଅରୁଣ ସାହୁ): ବିଭିନ୍ନ ଦଳରେ ଉଚ୍ଚ ଶିକ୍ଷିତ ଯୁବଗୋଷ୍ଠୀ ରାଜନୀତିକୁ ଆସିବା ଦେଖିବାକୁ ମିଳିଛି। ଏହି କ୍ରମରେ ରାଜ୍ୟ ଓ କେନ୍ଦ୍ରରେ ଶାସନ କରୁଥିବା ଭାଜପା...

ଗୁଲୁଆ-ବର୍ଷା: ଶ୍ୱଶୁରଙ୍କୁ କାନ୍ଦି କାନ୍ଦି ନେହୁରା ହେଉଛନ୍ତି ବର୍ଷା, ଭାଇରାଲ ହେଉଛି ଅଡିଓ…

ଭୁବନେଶ୍ୱର,୨୭।୧୨:ସୋସିଆଲ ମିଡିଆର ଅନ୍ୟତମ ଚର୍ଚ୍ଚିତ ଯୋଡ଼ି ତଥା ୟୁଟ୍ୟୁବର ଆଶିଷ ଦାଶ ଓରଫ ଗୁଲୁଆ-ବର୍ଷାଙ୍କ ପାରିବାରିକ କଳି ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ିଲାଣି। ଅଲଗା...

ଓମ୍‌ସାର ଆନ୍ଦୋଳନ ଆଜି ବି ଜାରି: ଆଉଟ୍‌ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ

ଛତ୍ରପୁର,୨୭ା୧୨(ଦିଲ୍ଲୀପ ସାମଲ): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...

ବର୍ଷା-ଗୁଲୁଆଙ୍କୁ ନେଇ ମୁହଁ ଖୋଲିଲେ ସାଙ୍ଗ, କହୁକହୁ କହିଦେଲେ ଭିତିରି କଥା…

ଭୁବନେଶ୍ୱର,୨୭ା୧୨: ଥମୁନି ୟୁଟ୍ୟୁବର ଦମ୍ପତି ତଥା କମେଡିଆନ ଗୁଲୁଆ-ବର୍ଷାଙ୍କ ବିବାଦ। ତାଙ୍କ ସହ ଅତି ନିକଟତର ଥିବା ଜଣଙ୍କ ପରେ ଜଣେ ବ୍ୟକ୍ତି ମିଡିଆ ସାମ୍ନାକୁ...

୫ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ

ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...

ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ୍‌ସେବା, ମାଗଣାରେ ପିଲାଙ୍କୁ ମିଳିବ…

ଭୁବନେଶ୍ୱର,୨୭ା୧୨: ରାଜ୍ୟରେ ଖୁବ୍‌ଶୀଘ୍ର ଲାଗୁ ହେବ ମୁଖ୍ୟମନ୍ତ୍ରୀ ବସ ସେବା ବା ଏମ୍‌ବିଏସ୍‌। ଏନେଇ ପରିବହନ ମନ୍ତ୍ରୀ ବିଭୂତି ଜେନା ସୂଚନା ଦେଇଛନ୍ତି। ବିଦ୍ୟାଳୟ ଓ...

ମୟୂରଭଞ୍ଜ ଜିଲାରେ ଖୋଲିଲା ଧାନମଣ୍ଡି

ମୋରଡ଼ା,୨୭ା୧୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ୍‌ ଅଧୀନ ଚିତ୍ରଡ଼ା ବୃହଦାକାର ଆଦିବାସୀ ବହୁମୁଖୀ ସମବାୟ ସମିତି ପରିସରରେ ଶୁକ୍ରବାର ପୂର୍ବାହ୍ନ ୧୦ଟାରେ ଜିଲାସ୍ତରୀୟ ଖରିଫ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri