Categories: ଜାତୀୟ

ମୋଦିଙ୍କୁ ଭେଟିଲେ ନେପାଳ ପ୍ରଧାନମନ୍ତ୍ରୀ…

ନୂଆଦିଲ୍ଲୀ,୧।୬ : ଚାରି ଦିନିଆ ଗସ୍ତରେ ଭାରତରେ ପହଞ୍ଚିଥିବା ନେପାଳର ପ୍ରଧାନମନ୍ତ୍ରୀ ପୁଷ୍ପା କୁମାର ଦହଲ ପ୍ରଚଣ୍ଡ ଗୁରୁବାର ଣ୍‌ନୂଆଦିଲ୍ଲୀର ହାଇଦ୍ରାବାଦ ହାଉସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଛନ୍ତି। ଉଭୟ ନେତା ପରସ୍ପରକୁ ଉତ୍ସାହର ସହିତ ଭେଟିଥିଲେ। ପ୍ରଧାନମନ୍ତ୍ରୀଙ୍କୁ ଭେଟିବା ପୂର୍ବରୁ ନେପାଳୀ ପ୍ରଧାନମନ୍ତ୍ରୀ ମହାତ୍ମା ଗାନ୍ଧୀଙ୍କ ସମାଧି ସ୍ଥଳ ରାଜ ଘାଟରେ ଜାତିର ପିତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ।

Share