ମୋଦିଙ୍କ ଶୁଭେଚ୍ଛା ବାର୍ତ୍ତାକୁ ନେଇ ଏମିତି କହିଲେ ପାକିସ୍ତାନ ପ୍ରଧାନମନ୍ତ୍ରୀ

ଇସଲାମାବାଦ/ନୂଆଦିଲ୍ଲୀ,୭।୩: ନିକଟରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପାକିସ୍ତାନର ନବ ନିର୍ବାଚିତ ପ୍ରଧାନମନ୍ତ୍ରୀ ଶେହବାଜ ସରିଫଙ୍କୁ କ୍ଷମତାକୁ ଫେରିବା ପାଇଁ ଅଭିନନ୍ଦନ ଜଣାଇଛନ୍ତି। ମୋଦିଙ୍କ ଅଭିନନ୍ଦନ ବାର୍ତ୍ତା ପରେ ଲୋକମାନେ ଶେହବାଜଙ୍କ ପ୍ରତିକ୍ରିୟାକୁ ଅପେକ୍ଷା କରିଥିଲେ। ଗୁରୁବାର (୭ ମାର୍ଚ୍ଚ ୨୦୨୪) ସୀମା ପାର ହୋଇ ସେହି ପ୍ରତିକ୍ରିୟା ଆସିଛି। ଶେହବାଜ ସରିଫ ତାଙ୍କୁ ଅଭିନନ୍ଦନ ଜଣାଇଥିବାରୁ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି। ସୋସିଆଲ ମିଡିଆ ମାଧ୍ୟମରେ ପୋଷ୍ଟ କରି ସରିଫ ଲେଖିଛନ୍ତି ଯେ ପାକିସ୍ତାନର ପ୍ରଧାନମନ୍ତ୍ରୀ ଭାବରେ ମୋର ଚୟନରେ ମୋତେ ଅଭିନନ୍ଦନ ଜଣାଇଥିବାରୁ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ।
ଏହାପୂର୍ବରୁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନୂତନ ପ୍ରଧାନମନ୍ତ୍ରୀ ଭାବରେ ନିର୍ବାଚିତ ହେବା ପରେ ଶେହବାଜ ସରିଫଙ୍କୁ ଅଭିନନ୍ଦନ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୁସଲମାନ ଅଞ୍ଚଳକୁ ମିନି ପାକିସ୍ତାନ କହିଲେ ଜଣେ ବିଚାରପତି, ସୁପ୍ରିମକୋର୍ଟ ଦେଲେ ଏହି କଡ଼ା ମନ୍ତବ୍ୟ

ବେଙ୍ଗାଲୁରୁ,୨୦ା୯: କର୍ନାଟକ ହାଇକୋର୍ଟର ଜଣେ ବିଚାରପତିଙ୍କ ମନ୍ତବ୍ୟକୁ ନେଇ ସୁପ୍ରିମକୋର୍ଟ କଡ଼ା ମନ୍ତବ୍ୟ ଦେଇଛନ୍ତି। ଏକ ମାମଲାର ଶୁଣାଣି ବେଳେ କର୍ନାଟକ ହାଇକୋର୍ଟର ଜଣେ ବିଚାରପତି...

ଶେୟାର ବଜାରରେ ନୂଆ ରେକର୍ଡ: ପ୍ରଥମଥର ୮୪ ହଜାର ପଏଣ୍ଟ ପାର୍‌ କଲା ସେନସେକ୍ସ

ନୂଆଦିଲ୍ଲୀ,୨୦।୯: କ୍ରମାଗତ ଦ୍ୱିତୀୟ ଦିନ ପାଇଁ ଘରୋଇ ଷ୍ଟକ ମାର୍କେଟ ନୂତନ ସର୍ବକାଳୀନ ରେକର୍ଡ ସୃଷ୍ଟି କରିଛି। ବ୍ୟବସାୟରେ ଧୀର ଆରମ୍ଭ ହେବା ପରେ, ଅଳ୍ପ...

ଲେବାନନରେ ଆତଙ୍କ ସୃଷ୍ଟି କଲା ଇସ୍ରାଏଲ, ୧୦୦୦ ରକେଟ୍‌ ଲଞ୍ଚର ବ୍ୟାରେଲ୍‌କୁ କଲା ନଷ୍ଟ

ଜେରୁଜେଲମ୍‌,୨୦ା୯: ଇରାନ ସମର୍ଥିତ ହେଜବୁଲ୍ଲାର ବିବାଦ ଥମିବା ପରି ମନେ ହେଉନାହିଁ। ଇସ୍ରାଏଲ ଉପରେ କ୍ଷେପଣାସ୍ତ୍ର ମାଡ଼ କଲାବେଳେ ସେ ପେଜର୍‌ ଏବଂ ଓ୍ବାକି-ଟକି ବିସ୍ଫୋରଣରୁ...

ଆଇଫୋନ୍‌ କିଣିବାକୁ ଦୌଡିଲେ ଲୋକେ: ଜାଣନ୍ତୁ କାହିଁକି

ମୁମ୍ବାଇ,୨୦।୯:ଭେଟେରାନ ଟେକ୍‌ କମ୍ପାନୀ ଆପଲ ଆଜିଠାରୁ ଆଇଫୋନ ୧୬ ସିରିଜ ବିକ୍ରି ଆରମ୍ଭ କରିଛି। ସେପ୍ଟେମ୍ବର ୯ରେ ‘ଇଟିସ୍‌ ଗ୍ଲୋ ଟାଇମ’ରେ ଏଆଇ ବୈଶିଷ୍ଟ୍ୟ ସହିତ...

ତିରୁପତି ଲଡୁ ବିବାଦକୁ ନେଇ ପଓ୍ବନ କଲ୍ୟାଣଙ୍କ ବଡ଼ ବୟାନ, କହିଲେ ସନାତନ ଧର୍ମ ପାଇଁ…

ହାଇଦ୍ରାବାଦ,୨୦ା୯: ତିରୁପତି ଭେଙ୍କଟେଶ୍ୱରଙ୍କ ମନ୍ଦିର ପ୍ରସାଦ ତିଆରି ପାଇଁ ବ୍ୟବହୃତ ଘିଅରେ ପଶୁ ଚର୍ବି ମିଳିଛି। ଶାସକ ତେଲୁଗୁ ଦେଶମ ପାର୍ଟି (ଟିଡିପି) ଦାବି କରିଛି...

ଚୌକା-ଛକା ବର୍ଷା କଲେ ଭାରତର ବଡ଼ ଶତ୍ରୁ: ବିସ୍ଫୋରକ ଅନ୍ଦାଜ୍‌ରେ ଜିତାଇଲେ ମ୍ୟାଚ୍‌

ଲଣ୍ଡନ,୨୦।୯: ଅଷ୍ଟ୍ରେଲିଆ ବର୍ତ୍ତମାନ ଇଂଲଣ୍ଡ ଗସ୍ତରେ ଅଛି। ଏଠାରେ ଉଭୟଙ୍କ ମଧ୍ୟରେ ପାଞ୍ଚ ମ୍ୟାଚ ବିଶିଷ୍ଟ ଦିନିକିଆ ସିରିଜ ଖେଳାଯାଉଛି। ଏହି ସିରିଜର ପ୍ରଥମ ମ୍ୟାଚ...

ଶେୟାର ବଜାର କାରବାରରେ ଉତ୍ସାହ

ନୂଆଦିଲ୍ଲୀ,୨୦।୮:ଦିନକ ପରେ ପୁଣି ଥରେ ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟିଛି। ଏପରିକି ଚଳିତ ସପ୍ତାହର ୪ର୍ଥ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର...

ରିଲାଏନ୍ସ ଡିଜିଟାଲରେ ଆଇଫୋନ୍‌ ୧୬ ରେଞ୍ଜ

ମୁମ୍ବାଇ,୨୦।୯(ଅଭୟ ଦାଶ):ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ରିଲାଏନ୍ସ ଗ୍ରୁପ୍‌ର ଅଗ୍ରଣୀ ପ୍ଲାଟ୍‌ଫର୍ମ ‘ରିଲାଏନ୍ସ ଡିଜିଟାଲ’ରେ ବହୁ ପ୍ରତୀକ୍ଷିତ ଆଇଫୋନ୍‌-୧୬ର ସମସ୍ତ ଭାରିଆଣ୍ଟ (ରେଞ୍ଜ) ଉପଲବ୍ଧ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri