କୁଏଟ୍‌ରେ ଗଞ୍ଜାମ ଶ୍ରମିକଙ୍କୁ ଭେଟିଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୨୩ା୧୨: କୁଏଟ୍‌ ଗସ୍ତ ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସେଠାରେ ରହୁଥିବା ଗଞ୍ଜାମ ଜିଲାର ଜଣେ ଶ୍ରମିକଙ୍କ ସହ ଶନିବାର କଥା ହୋଇଥିଲେ। ବବୁଲ ନାମକ ଏହି ଓଡ଼ିଆ ଶ୍ରମିକଙ୍କୁ ପ୍ରଧାନମନ୍ତ୍ରୀ ‘ଜୟ ଜଗନ୍ନାଥ’ କହି ଅଭିନନ୍ଦନ ଜଣାଇଥିଲେ। ତାଙ୍କ ସହ କଥା ହେଲାବେଳେ ମୋଦି ତାଙ୍କ ଜନ୍ମସ୍ଥାନ, ଶିକ୍ଷା ଏବଂ କାର୍ଯ୍ୟ ସମ୍ପର୍କରେ ପଚାରି ବୁଝିଥିଲେ। ବବୁଲ ଗଞ୍ଜାମର ଖଲିକୋଟରେ ପାଠ ପଢ଼ିଥିବାବେଳେ ୧୬ ମାସ ହେଲା ଗଲ୍ଫ ସ୍ପିକ୍‌ର ଧାତୁ ବିଭାଗରେ କାର୍ଯ୍ୟ କରୁଥିବା ଜଣାଇଥିଲେ। ଓଡ଼ିଶାରେ ବିଶାଳ ପ୍ରବାସୀ ଭାରତୀୟ ଦିବସ ପାଳନ ପାଇଁ ସୁଯୋଗ ମିଳିଥିବାରୁ ସେ ପ୍ରଧାନମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଚାଷୀଙ୍କୁ କ୍ଷତିପୂରଣ ଦାଦି କଲା ବିଜେଡି: ମୁଖ୍ୟମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ସ୍ମାରକପତ୍ର

ଛତ୍ରପୁର,୨୩।୧୨(ସନ୍ତୋଷ ପାଢ଼ୀ ): ଅଦିନିଆ ବର୍ଷାର ପ୍ରକୋପରେ ଗଞ୍ଜାମ ଜିଲାର ୨୨ବ୍ଲକର ପାଖାପାଖି ୩,୩୧,୫୦୦ରୁ ଅଧିକ ଧାନ ଚାଷୀ ପରିବାର ସହ ସମସ୍ତ ବର୍ଗର କୃଷକ...

ଜାଲ୍‌ କାଗଜପତ୍ରରେ ଜମି ପଞ୍ଜୀକରଣ, ଭଉଣୀଭାଇଙ୍କ ସମେତ ୪ ଗିରଫ

ବ୍ରହ୍ମପୁର,୨୩।୧୨(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଉପନିବନ୍ଧକ (ସବ୍‌-ରେଜିଷ୍ଟ୍ରର)ଙ୍କ କାର୍ଯ୍ୟାଳୟ-୨ରେ ନକଲି କାଗଜପତ୍ର ଦାଖଲ କରି ଏକ ଜମିକୁ ପଞ୍ଜୀକରଣ ଉଦ୍ୟମ କରୁଥିବା ୪ ଅଭିଯୁକ୍ତଙ୍କୁ ଟାଉନ...

ସମ୍ଭଲରୁ ମିଳିଲା ୧୫୦ ବର୍ଷର ପୁରୁଣା କୂଅ, ସୁଡ଼ଙ୍ଗ

ସମ୍ଭଲ, ୨୩।୧୨: ଉତ୍ତରପ୍ରଦେଶର ସମ୍ଭଲସ୍ଥିତ ଚନ୍ଦୌସିଠାରେ ରବିବାର ଏକ ଜମିକୁ ଖନନ କରାଯାଉଥିବାବେଳେ ୧୫୦ ବର୍ଷର ପୁରୁଣା ଏକ ବିଶାଳକାୟ ପାହାଚ ବିଶିଷ୍ଟ କୂଅ ମିଳିଛି। ସେହିପରି...

କୁଏତ ଗସ୍ତ ସାରି ଫେରିଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୨୨।୧୨: ଦୁଇ ଦିନିଆ କୁଏତ ଗସ୍ତ ସାରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ରାତିରେ ଦିଲ୍ଲୀରେ ପହଞ୍ଚିଛନ୍ତି। କୁଏତରେ ପ୍ରଧାନମନ୍ତ୍ରୀ ଦିନ ତମାମ ବିଭିନ୍ନ କାର୍ଯ୍ୟକ୍ରମରେ...

ଜଳସମ୍ପଦର ସୁରକ୍ଷା ପାଇଁ ଶପଥ ପାଠ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର)-ଦିଗପହଣ୍ଡି ସ୍ଥିତ ଘୋଡାହାଡ ପାଣି ପଞ୍ଚାୟତ ଶୀର୍ଷ କମିଟି କାର୍ଯ୍ୟାଳୟ ପରିସରରେ ରବିବାର ବିଭାଜନ ସ୍ତରୀୟ ପାଣି ପଞ୍ଚାୟତ ପକ୍ଷ ପାଳନ ସମାରୋହ...

ଇଚ୍ଛାମୃତ୍ୟୁ ଦାବି କରିଥିବା କୃଷକଙ୍କୁ ୯.୯୧ ଲକ୍ଷ ଟଙ୍କା ଜରିମାନା:ଜାଣନ୍ତୁ କାହିଁକି

ଝୁନ୍‌ଝୁନୁ,୨୨ା୧୨:ଇଚ୍ଛାମୃତ୍ୟୁ ଦାବି କରୁଥିବା ରାଜସ୍ଥାନ ଝୁନ୍‌ଝୁନୁ ଜିଲାର ଜଣେ କୃଷକ ଓ ତାଙ୍କ ପରିବାର ଆତ୍ମଦାହ ଉଦ୍ୟମ କରୁଥିବାବେଳେ ପୋଲିସ ପହଞ୍ଚତ୍ ସେମାନଙ୍କୁ ଅଟକାଇଥିଲା। ଶ୍ରୀ...

ବଢିଲା ରାହୁଲ ଗାନ୍ଧୀଙ୍କ ଅଡ଼ୁଆ: ସମନ ପଠାଇଲେ କୋର୍ଟ

ବରେଲି,୨୨ା୧୨:ଲୋକ ସଭା ନିର୍ବାଚନ ସମୟରେ ଅର୍ଥନୈତିକ ସର୍ଭେକୁ ନେଇ କଂଗ୍ରେସ ଏମ୍‌ପି ତଥା ଲେକା ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ଦେଇଥିବା ମନ୍ତବ୍ୟ...

ଶ୍ରେଷ୍ଠ ସ୍ଥାନ ଅଧିକାର କଲେ ଶ୍ୱେତାଶ୍ରୀ: ଜିତିଲେ ସ୍ବର୍ଣ୍ଣପଦକ

ଛତ୍ରପୁର,୨୨ା୧୨(ଦିଲୀପ ସାମଲ): ଭୁବନେଶ୍ୱର ସି. ଭି. ରମଣ ଗ୍ଲୋବାଲ ବିଶ୍ୱବିଦ୍ୟାଳୟରେ ଆୟୋଜିତ ପଞ୍ଚମ ସମାବର୍ତ୍ତନ ଉତ୍ସବରେ ବିଟେକ କମ୍ପ୍ୟୁଟର ଇଞ୍ଜିନିୟରିଂ ବିଭାଗରେ ଛତ୍ରପୁରର ଶ୍ୱେତାଶ୍ରୀ ଶତପଥୀ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri