ଗାନ୍ଧୀ ଜୟନ୍ତୀରେ ଓଡ଼ିଶାକୁ ଆଉ ଏକ ବଡ଼ ଉପହାର ଦେବେ ପ୍ରଧାନମନ୍ତ୍ରୀ, ଜାଣନ୍ତୁ କ’ଣ…

ନୂଆଦିଲ୍ଲୀ/ଭୁବନେଶ୍ୱର,୧।୧୦: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗାନ୍ଧୀ ଜୟନ୍ତୀରେ ଓଡ଼ିଶାକୁ ବଡ଼ ଉପହାର ଦେବାକୁ ଯାଉଛନ୍ତି। ପିଏମ ଜନମନ ଯୋଜନାରେ ପ୍ରଧାନମନ୍ତ୍ରୀ ଓଡ଼ିଶାର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳରେ ୧୪୭ କିଲୋମିଟର ରାସ୍ତାର ଶିଳାନ୍ୟାସ କରିବେ ବୋଲି ସୂଚନା ରହିଛି।

ଦେବଗଡ, ଗଜପତି, ମୋହନା, ରାୟଗଡ଼ା, ବାଲିଗୁଡ଼ା, ମାଲକାନଗିରି, ଗୁଣୁପୁର, ସୁନ୍ଦରଗଡର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଗମନାଗମନ ସୁବିଧା ପାଇଁ ରାସ୍ତା ନିର୍ମାଣ ହେବ। ଏହା ସହିତ ଆଦିବାସୀ ଅଞ୍ଚଳରେ ଅନେକ ଗୁଡିଏ ଲୋକାଭିମୁଖୀ କାର୍ଯ୍ୟର ମଧ୍ୟ ପ୍ରଧାନମମନ୍ତ୍ରୀ ଶିଳାନ୍ୟାସ କରିବେ । ଏଥିସହ ୨ ଅକ୍ଟୋବରରେ ଝାଡ଼ଖଣ୍ଡର ହଜାରିବାଗରୁ ଦେଶର ବିଭିନ୍ନ ରାଜ୍ୟକୁ ୮୩ ହଜାର ୩୦୦ କୋଟି ଟଙ୍କାର ପ୍ରକଳ୍ପ ଭେଟି ଦେବେ ପ୍ରଧାନମନ୍ତ୍ରୀ।

 


Enter your email to get our daily news in your inbox.

All Right Reserved By Dharitri.Com

ରାଜା ଚକ୍ର ମାମଲା: କ୍ରାଇମ ବ୍ରାଞ୍ଚର ତଦନ୍ତ ଜୋରଦାର

ଭୁବନେଶ୍ୱର,୨୮।୪(ପ୍ରଭୁକଲ୍ୟାଣ ପାଲ): ବହୁଚର୍ଚ୍ଚିତ ଗନ୍ଧମାର୍ଦ୍ଧନ ଲୋଡିଂ ଏଜେନ୍ସିରେ ଆର୍ଥିକ ଅନିୟମିତା ମାମଲାରେ ତଦନ୍ତକୁ ଜୋରଦାର କରିଛି କ୍ରାଇମ ବ୍ରାଞ୍ଚ। ଏହି ମାମଲା ଖୁବ ଶୀଘ୍ର ଚାର୍ଜ...

ଗଛକଟାକୁ ନେଇ ଉତ୍ତେଜନା

ବୈଶିଙ୍ଗା,୨୮ା୪(ରତନ ଦାଶ)- ମୟୂରଭଞ୍ଜ ଜିଲା ବୈଶିଙ୍ଗା ବନପାଳ କ୍ଷେତ୍ର ଅନ୍ତର୍ଗତ ରଙ୍ଗାମାଟିଆ ସଂରକ୍ଷିତ ଜଙ୍ଗଲରେ ଗତ ୧୯ ତାରିଖରେ କାଳବୈଶାଖୀ ପ୍ରଭାବରେ ଉପୁଡ଼ି ପଡ଼ିଥିବା ଗଛକୁ...

ବହୁଚର୍ଚ୍ଚିତ ପୂର୍ବତନ ମନ୍ତ୍ରୀ ନବ ଦାସ ହତ୍ୟା ମାମଲା, ତଦନ୍ତକୁ ଜୋରଦାର କଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର,୨୮।୪(ପ୍ରଭୁକଲ୍ୟାଣ ପାଲ): କ୍ରାଇମବ୍ରାଞ୍ଚ ADG ବିନୟତୋଷ ମିଶ୍ର କହିଛନ୍ତି, “ଲୋକଙ୍କ ମନରେ ଉଠୁଥିବା ପ୍ରଶ୍ନର ଉତ୍ତର ଖୋଜିବା ପାଇଁ ଆମେ ସମସ୍ତ ଦିଗକୁ ଯାଞ୍ଚ କରୁଛୁ।...

ଦେଶର ଆଇନ ସୁରକ୍ଷାରେ ଓକିଲଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଟିଟିଲାଗଡ଼,୨୮ା୪(ଶରତ ମିଶ୍ର/ତୀର୍ଥଙ୍କର ପଟେଲ): ସୋମବାର ଟିଟିଲାଗଡ ଓକିଲ ସଂଘ ପକ୍ଷରୁ ସ୍ଥାନୀୟ କୋର୍ଟ ପରିସରରେ ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଜୟନ୍ତୀ ତଥା ଓକିଲ ଦିବସ...

ପୁରୀ ନୀଳାଦ୍ରୀ ଭକ୍ତ ନିବାସ ନକଲି ୱେବସାଇଟ୍ ମାମଲା, ଦୁଇ ମୁଖ୍ୟ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୨୮।୪(ପ୍ରଭୁକଲ୍ୟାଣ ପାଲ): ଓଡ଼ିଶା ସିଆଇଡି ସାଇବର କ୍ରାଇମ୍ ୟୁନିଟ୍ ପୁରୀର ନୀଳାଦ୍ରୀ ଭକ୍ତ ନିବାସ ନାମରେ ନକଲି ୱେବସାଇଟ୍ ତିଆରି କରି ଭକ୍ତମାନଙ୍କୁ ଠକେଇ କରୁଥିବା...

ଲଞ୍ଚ ପ୍ୟାଡ ଚିହ୍ନଟ କଲା ଭାରତ, ଆତଙ୍କବାଦୀଙ୍କୁ ବଙ୍କରରେ ଲୁଚାଉଛି ପାକିସ୍ତାନ: ରିପୋର୍ଟ

ନୂଆଦିଲ୍ଲୀ,୨୮।୪: ପାକିସ୍ତାନ ଅଧିକୃତ କାଶ୍ମୀର (ପିଓକେ)ରେ ଥିବା ଆତଙ୍କବାଦୀ ଲଞ୍ଚ ପ୍ୟାଡ ଉପରେ ଭାରତୀୟ ସୁରକ୍ଷା ବାହିନୀ ତୀକ୍ଷ୍ଣ ନଜର ରଖିଛି। ଗୋଇନ୍ଦା ରିପୋର୍ଟ ଅନୁଯାୟୀ,...

ଜିଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି

ନୂଆପଡା,୨୮ା୪ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ପଞ୍ଚାୟତ ସମିତି କାର୍ଯ୍ୟାଳୟ ସମ୍ମିଳନୀ କକ୍ଷଠାରେ ସୋମବାର ଜିଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି।...

ୟୁରୋପରେ ମହା ବିଦ୍ୟୁତ୍ ବିଭ୍ରାଟ: ପରିବହନ, ଯୋଗାଯୋଗ, ଜରୁରୀ ସେବା ଗୁରୁତର ପ୍ରଭାବିତ

ମାଦ୍ରିଦ/ଲିସବନ,୨୮।୪: ସ୍ପେନ, ପର୍ତ୍ତୁଗାଲ ଏବଂ ଫ୍ରାନ୍ସର କିଛି ଅଂଶରେ ଏକ ବିଶାଳ ବିଦ୍ୟୁତ୍ ବିଭ୍ରାଟ ଯୋଗୁଁ ପରିବହନ, ଯୋଗାଯୋଗ ଏବଂ ଜରୁରୀ ସେବା ଗୁରୁତର ଭାବେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image