ଝାରପଡ଼ା ଜେଲରେ କଏଦୀ ମୃତ

ଭୁବନେଶ୍ୱର, ୧୬।୧(ବ୍ୟୁରୋ): ଭୁବନେଶ୍ୱର ଝାରପଡ଼ା ଜେଲ୍‌ରେ ଶନିବାର ଜଣେ କଏଦୀଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ସେ ହେଲେ ନୟାଗଡ଼ ଜିଲାର ରବି ଦୁଲ୍ଲା। ରବି ୨୦୦୮ ମସିହାରୁ ଗିରଫ ହୋଇ ଝାରପଡ଼ା ଜେଲରେ ରହିଥିଲା। ନୟାଗଡ଼ ଥାନା ପୋଡି ଘଟଣାର ସେ ଅଭିଯୁକ୍ତ ଥିଲେ।

Share