ସମ୍ଭାବ୍ୟ ବାତ୍ୟା: ସରକାରୀ ଅଧିକାରୀଙ୍କ ଛୁଟି ବାତିଲ

ଭୁବନେଶ୍ୱର,୧୮।୧୦(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟାକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ତତ୍ପରତା ପ୍ରକାଶ ପାଇଛି। ବାତ୍ୟାରେ ପ୍ରଭାବିତ ହେବାକୁ ଥିବା ଜିଲାଗୁଡିକୁ ସତର୍କ ରହିବାକୁ ସମସ୍ତ ଜିଲାପାଳଙ୍କୁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ତେବେ ଜିଲାର ସରକାରୀ ଅଧିକାରୀମାନଙ୍କ ଛୁଟି ବାତିଲ ହୋଇଥିବା ବେଳେ ୨୩ରୁ ୨୫ ପର୍ଯ୍ୟନ୍ତ କର୍ମଚାରୀଙ୍କୁ ହେଡକ୍ୱାଟର ଛାଡିବା ମନା କରାଯାଇଛି।
ସୂଚନାଯୋଗ୍ୟ,ଆଣ୍ଡାମାନ ସାଗର ଏବଂ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ସୋମବାର ତୁଳନାରେ ମଙ୍ଗଳବାର ଅଧିକ ଘନୀଭୂତ ହେବାରେ ଲାଗିଛି। ଆଗାମୀ ୪୮ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଏହା ପରବର୍ତ୍ତୀ ସମୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରିବା ସହ ୨୨ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଅବପାତରେ ପରିଣତ ହୋଇପାରେ। ଏହା ଆହୁରି ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

୨୦ ବର୍ଷ ହେଲା ଚାପିରହିଛି ଆର୍‌ଡିସି ତଦନ୍ତ ରିପୋର୍ଟ

ଯାଜପୁର,୨୯ା୧୧(ହର୍ଷବର୍ଦ୍ଧନ ବେହେରା): ଯାଜପୁରର ଅଧିଷ୍ଠାତ୍ରୀ ଦେବୀ ମା’ ବିରଜାଙ୍କ ମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟ ଏବଂ ବିରଜା ହାଟ ସ୍ଥାନାନ୍ତରଣକୁ ନେଇ ରାଜନୈତିକ ହଇଚଇ ସୃଷ୍ଟି...

ଆଜିଠାରୁ ଡିଜିପି ସମ୍ମିଳନୀ: ଯୋଗଦେବେ ମୋଦି, ଶାହା

ଭୁବନେଶ୍ୱର,୨୯ା୧୧(ସୂର୍ଯ୍ୟକାନ୍ତ ବେହେରା):ସର୍ବଭାରତୀୟ ୫୯ତମ ଡିଜି-ଆଇଜି ସମ୍ମିଳନୀ ଭୁବନେଶ୍ୱରରେ ଶୁକ୍ରବାର ଆରମ୍ଭ ହୋଇ ଡିସେମ୍ବର ୧ପର୍ଯ୍ୟନ୍ତ ତିନିଦିନ ଧରି ଅନୁଷ୍ଠିତ ହେବ। ଏଥିରେ ଯୋଗଦେବା ପାଇଁ ଶୁକ୍ରବାର...

ଓଡ଼ିଶାରେ ଟିକସମୁକ୍ତ ହେଲା ‘ଦି ସାବରମତୀ ରିପୋର୍ଟ’ ଚଳଚ୍ଚିତ୍ର

ଭୁବନେଶ୍ୱର,୨୯ା୧୧(ଅନିଲ ଦାସ):ହିନ୍ଦୀ ଚଳଚ୍ଚିତ୍ର ‘ଦି ସାବରମତୀ ରିପୋର୍ଟ’କୁ ଓଡ଼ିଶା ସରକାର ଟିକସମୁକ୍ତ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ନିର୍ଦ୍ଦେଶରେ ଏବଂ ରାଜ୍ୟର ଜନସାଧାରଣଙ୍କ...

ଓଡ଼ିଶାରେ ବାତ୍ୟା ଛନକା: ୨ ଦିନ ବର୍ଷିବ

ଭୁବନେଶ୍ୱର,୨୯ା୧୧(ଅନୁରାଧା ମହାରଣା):ଦକ୍ଷିଣ-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ଘନୀଭୂତ ହେଉଥିବାବେଳେ ଶୁକ୍ରବାର ବାତ୍ୟାର ରୂପ ନେବ। ଏହା ପ୍ରଭାବରେ ତାମିଲନାଡ଼ୁରେ ପ୍ରବଳ ବର୍ଷା ହେଉଥିବାବେଳେ...

ଅସଲି ରାଜା ଆସିଲେ, ଡୁପ୍ଲିକେଟ ରାଜା ପଳେଇଲେ: ବିଧାନସଭାରେ ଏମିତି କାହିଁକି କହିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର, ୨୯ା୧୧(ସୁନିତ୍‌ ମିଶ୍ର):ବିଧାନସଭାରେ ଓଡ଼ିଶା ସାମଗ୍ରୀ ଓ ସେବା ଟିକସ୍‌ (ଦ୍ୱିତୀୟ ସଂଶୋଧନ) ବିଲ୍‌, ୨୦୨୪ ଉପରେ ଆଲୋଚନା ଚାଲିଥାଏ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ...

ରାଜ୍ୟରେ ୨୧୦୩ ହାତୀ, ଢେଙ୍କାନାଳରେ ସର୍ବାଧିକ

ଭୁବନେଶ୍ୱର,୨୯ା୧୧(ବନ୍ଦନା ସେଠୀ):ଓଡ଼ିଶା ଜଙ୍ଗଲରେ ଏବେ ୨୧୦୩ ହାତୀ ରହିଛନ୍ତି। ଗତ ୬ ମାସ ମଧ୍ୟରେ ରାଜ୍ୟରେ ୫ ହାତୀ ବଢ଼ିଥିବା ପ୍ରଥମ ଶୀତଦିନିଆ ହାତୀ ଗଣନା...

ବାଇକ୍, ଫ୍ରିଜ୍ ଥିଲେ ମିଳିବ ପିଏମ୍‌ ଆବାସ ଘର, ସର୍ତ୍ତାବଳୀକୁ କୋହଳ କଲେ ସରକାର

ଭୁବନେଶ୍ୱର,୨୮ା୧୧(ଅନିଲ ଦାସ): ଆସନ୍ତା ଡିସେମ୍ବର ୧୫ ତାରିଖ ପରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା(ପିଏମ୍‌ ଆବାସ-ଗ୍ରାମୀଣ)ର ନୂଆ ସର୍ଭେ ଆରମ୍ଭ ହେବ। ସବୁ ଯୋଗ୍ୟ ପରିବାରକୁ ମିଳିବ...

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ଟିଜିଟି ପରି ସମାନ ଦରମା ପାଇବେ ଓଡ଼ିଆ ଶିକ୍ଷକ

ଭୁବନେଶ୍ୱର,୨୮ା୧୧: ଓଡ଼ିଆ ଶିକ୍ଷକମାନେ ରାଜ୍ୟରେ ତାଲିମପ୍ରାପ୍ତ ସ୍ନାତକ ଶିକ୍ଷକ (ଟିଜିଟି-କଳା) ଙ୍କ ପରି ସମାନ ଦରମା ଏବଂ ଭତ୍ତା ପାଇବେ। ଓଡ଼ିଶା ସରକାରଙ୍କ ସ୍କୁଲ ଏବଂ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri