Posted inVideo

ଗ୍ୟାସ ସମସ୍ୟାର ସଠିକ୍ ଚିକିତ୍ସା କଣ | Health Tips | Dr Manoj kumar sahu

Featured Video Play Icon

ଆଜିକାଲି ସମସ୍ତଙ୍କ ଠାରୁ ଗୋଟିଏ କଥା ଶୁଣିବାକୁ ମିଳୁଛି ମୋର ଗ୍ୟାସ ବାହାରିଛି,ଏସିଡିଟି ହେଇଛି କିଛି ଖାଇବାକୁ ଇଚ୍ଛା ହେଉନି । ଏଭଳି ସମସ୍ୟା ଏବେ ଘରେ ଘରେ ଦେଖିବାକୁ ମିଳୁଛି । ତେବେ ଏଥିରୁ କିଭଳି ମୁକ୍ତି ପାଇବେ, ଆଲୋଚନା କରିବା ଆମ ସହ ଅଛନ୍ତି ଗ୍ୟାଷ୍ଟ୍ରୋଲୋଜିଷ୍ଟ ଡାକ୍ତର ମନୋଜ କୁମାର ସାହୁ ।


Enter your email to get our daily news in your inbox.

All Right Reserved By Dharitri.Com

Posted inVideo View All

Featured Video Play Icon

ଖାଲି ପେଟରେ କାହିଁକି ଖାଆନ୍ତି ଗ୍ୟାସ ବଟିକା?

ଅଧିକ ଖାଇ ଦେଲେ ଗ୍ୟାସ ହୁଏ , କିଛି ନ ଖାଇଲେ ବି ଗ୍ୟାସ ହୁଏ କାହିଁକି ? ଶୁଣନ୍ତୁ ଏନେଇ କଣ କହୁଛନ୍ତି ଡାକ୍ତର।

Featured Video Play Icon

ଟଙ୍କା କଟିବ କିନ୍ତୁ ATMରୁ ବହାରିବନି ଟଙ୍କା !

ଆପଣଙ୍କ ଆକାଉଣ୍ଟରେ ଯେତେ ଟଙ୍କା ଥିଲେ ବି ଏଟିଏମରୁ ବାହାରିବ ନାହିଁ ଟଙ୍କା। ଗୋଟିଏ ଥର ବିଫଳ ହେଇ ଆଉ ଥରେ ଚେଷ୍ଟା କଲେ ଟଙ୍କା...

Featured Video Play Icon

ଗଡ଼ର ରକ୍ଷାକର୍ତ୍ତୀ ବୋଲି ଗଡ଼ଚଣ୍ଡି

କଟକର ଆରାଧ୍ୟା ଦେବୀ ହେଉଛନ୍ତି ମା କଟକ ଚଣ୍ଡୀ ଠିକ୍ ଏହାର କିଛି ଦୂର ରେ ଅବସ୍ଥିତ ବାରବାଟି ଦୁର୍ଗ ଏବଂ ଏହାରି ଭିତରେ ମାଆ...

Featured Video Play Icon

ଚକଖଡିରେ ମତଦାନ ପାଇଁ ନିବେଦନ

ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଏକକାଳୀନ ଲୋକସଭା ଓ ବିଧାନସଭା ପାଇଁ ମେ ୨୦ ରେ ମତଦାନ ହେବ। ନିର୍ବାଚନର ଏହି ମହାପର୍ବରେ ସାମିଲ ହେବା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri