ତାତିଲେ ଜଗନ୍ନାଥପ୍ରେମୀ: ଟାଟୁ ଦୋକାନ ଆଗରେ ବିକ୍ଷୋଭ

ଭୁବନେଶ୍ୱର,୩।୩: ବିଦେଶୀ ମହିଳାଙ୍କ ଜଙ୍ଘରେ ଜଗନ୍ନାଥଙ୍କ ଟାଟୁ କରିବା ଅଡୁଆ ବଢିବାରେ ଲାଗିଛି। ଜଗନ୍ନାଥପ୍ରେମୀ ଏହି ଘଟଣାକୁ ନିନ୍ଦା କରି ସୋମବାର ସହିଦନଗରସ୍ଥିତ ଟାଟୁ ଦୋକାନ ଆଗରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଶ୍ରୀମନ୍ଦିର ସମ୍ମୁଖରେ ଆଣ୍ଠେଇକି କ୍ଷମା ପ୍ରାର୍ଥନା କରିବାକୁ ଜଗନ୍ନାଥପ୍ରେମୀ ଦାବି କରିଛନ୍ତି।

ଅନ୍ୟପକ୍ଷେ ଷ୍ଟୁଡିଓ ମାଲିକଙ୍କ ସହ ବିଦେଶିନୀ ଭିଡିଓ ଶେୟାର କରି ଜଙ୍ଘରେ ମହାପ୍ରଭୁଙ୍କ ଟାଟୁ କରିବା ଘଟଣାକୁ ନେଇ କ୍ଷମା ପ୍ରାର୍ଥନା କରିଛନ୍ତି। ହେଲେ କେତେଜଣ ସାମାଜିକ କର୍ମୀ ଜଗନ୍ନାଥ ସଂସ୍କୃତିକୁ ଅପମାନିତ କରାଯାଇଥିବା ନେଇ ଷ୍ଟୁଡିଓ ମାଲିକଙ୍କ ନାମରେ ଏତଲା ଦେଇ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି କରିଛନ୍ତି। ଅଭିଯୋଗକୁ ଭିତ୍ତି କରି ଶହୀଦନଗର ଥାନା ପୋଲିସ ଘଟଣାର ତଦନ୍ତ ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପ୍‌ଙ୍କ ଟାରିଫ୍‌ ବିଶ୍ୱ ବାଣିଜ୍ୟକୁ ୩% ସଙ୍କୁଚିତ କରିପାରେ

ଜାତିସଂଘ,୧୩।୪: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଅନେକ ଦେଶ ଉପରେ ପାରସ୍ପରିକ ଶୁଳ୍କ ଲଗାଇବାକୁ ନିଷ୍ପତ୍ତି ନେଇଥିବାରୁ ଏହା ବିଶ୍ୱ ବାଣିଜ୍ୟକୁ ୩ ପ୍ରତିଶତ ସଂକୁଚିତ...

ଅହଂକାର ରଖନି, ଗ୍ରୁପିଜମ୍‌ କରନାହିଁ: ନଡ୍ଡା

ଭୁବନେଶ୍ୱର (ସୁନିତ୍‌ ମିଶ୍ର)/ପୁରୀ (ଅଜିତ କୁମାର ମହାନ୍ତି), ୧୩ା୪: ପୁରୀ ସ୍ଥିତ ସ୍ବାମୀ ନାରାୟଣ ମୁଖ୍ୟ ମନ୍ଦିର ପରିସରରେ ଆୟୋଜିତ ଭାଜପାର ୨ ଦିନିଆ ପ୍ରଶିକ୍ଷଣ...

Kalabaisakhi in Odisha: ଆଲର୍ଟ, ଏସବୁ ଜିଲାରେ ଆଜି କାଳବୈଶାଖୀ ବର୍ଷା

ଭୁବନେଶ୍ୱର,୧୩ା୪(ଅନୁରାଧା ମହାରଣା): କାଳବୈଶାଖୀ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ବିଜୁଳି, ଘଡ଼ଘଡ଼ି ସହ କୁଆପଥର ବର୍ଷା ଜାରି ରହିଛି। ଶନିବାର ଦ୍ୱୈତନଗରୀ କଟକ ଓ ଭୁବନେଶ୍ୱର...

ଅଭିଶେକଙ୍କ ବିସ୍ଫୋରକ ଶତକ: ହାଇଦ୍ରାବାଦ ବିଜୟୀ

ହାଇଦ୍ରାବାଦ,୧୨ା୪: ଅଭିଶେକ ଶର୍ମାଙ୍କ ବିସ୍ଫୋରକ ଶତକ ବଳରେ ସନରାଇଜର୍ସ ହାଇଦ୍ରାବାଦ (ଏସ୍‌ଆର୍‌ଏଚ୍‌) ୮ ଉଇକେଟରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌)କୁ ପରାସ୍ତ କରିଛି। ହାଇସ୍କୋରିଂ ମ୍ୟାଚରେ ପିବିକେଏସ୍‌...

ଉଗ୍ରରୂପ ନେଲା ଓ୍ବକ୍‌ଫ ବିରୋଧୀ ବିକ୍ଷୋଭ: ଇଣ୍ଟରନେଟ୍‌ ସେବା ବନ୍ଦ

କୋଲକାତା,୧୨।୪: ଓ୍ବକ୍‌ଫ ସଂଶୋଧନ ଆଇନ ବିରୋଧରେ ବିକ୍ଷୋଭ ଉଗ୍ରରୂପ ନେଇଛି। ପଶ୍ଚିମବଙ୍ଗର ମୁସଲମାନବହୁଳ ମୁର୍ଶିଦାବାଦ ଜିଲାରେ ହୋଇଥିବା ବିକ୍ଷୋଭ ହିଂସାତ୍ମକ ରୂପ ନେଇଥିବା ବେଳେ ଏଥିରେ...

ଭାରତୀୟ ଫାର୍ମା କମ୍ପାନୀର ଓ୍ବେୟାର ହାଉସ ଉପରେ ମିଶାଇଲ ମାଡ଼ କଲା ରୁଷିଆ

କ୍ୱିଭ,୧୨।୪: ୟୁକ୍ରେନର ରାଜଧାନୀ କ୍ୱିଭରେ ରୁଷିଆର ସଦ୍ୟତମ ଆକ୍ରମଣରେ ଏକ ଭାରତୀୟ ଔଷଧ କମ୍ପାନୀର ଗୋଦାମ ଧ୍ୱଂସ ହୋଇଯାଇଛି। ଶନିବାର (୧୨ ଏପ୍ରିଲ, ୨୦୨୫) ଭାରତରେ...

ମୋହନ ବାଗାନ ସୁପର ଜାଏଣ୍ଟ୍ସ ଚାମ୍ପିୟନ

କୋଲକାତା, ୧୨ା୪ : ମୋହନବାଗାନ ସୁପର ଜାଏଣ୍ଟ୍ସ ଇଣ୍ଡିଆନ ସୁପର ଲିଗ୍‌ (ଆଇଏସ୍‌ଏଲ୍‌) ୨୦୨୪-୨୫ ସିଜନର ଟାଇଟଲ ବିଜେତା ହୋଇଛି। ସ୍ଥାନୀୟ ଯୁବ ଭାରତୀ କ୍ରୀଡ଼ାଙ୍ଗନରେ...

ଆଶ୍ୱସ୍ତି ଆଣିଲା କାଳବୈଶାଖୀ ବର୍ଷା

ଧରାକୋଟ,୧୨ା୪(ବିଷ୍ଣୁ କେଶରୀ ଅଚାର୍ଯ୍ୟ): କାଳବୈଶାଖୀ ବର୍ଷା ଧରାକୋଟ ଅଞ୍ଚଳର ଜନଜୀବନ ପାଇଁ ଆଶ୍ୱସ୍ତି ଆଣିଛି। ଚୈତ୍ର ମାସରେ ତାପମାତ୍ରା ବୃଦ୍ଧି ଯୋଗୁ ଲୋକେ ନାହିଁ ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image