ସୁରକ୍ଷା ଦାବି କଲା ହସ୍ପିଟାଲ ବଞ୍ଚାଅ ଅଭିଯାନ: ଡାକ୍ତରଖାନାରେ ଧାରଣାରେ ବସିଲେ

ବରଗଡ଼ ଅଫିସ,୩୧।୮: ବରଗଡ଼ ସହର ମଧ୍ୟରେ ରହିଥିବା ପୁରୁଣା ଜିଲା ମୁଖ୍ୟ ଡାକ୍ତରଖାନାରେ ମଙ୍ଗଳବାର ଭୋରରୁ ଦୁର୍ବୃତ୍ତମାନେ ଆକ୍ରମଣ କରିବା ପରେ ସେଠାରେ ସୁରକ୍ଷା ଚିନ୍ତା ବଢ଼ିଯାଇଛି। ଡାକ୍ତରଖାନାରେ କାର୍ଯ୍ୟରତ ଡାକ୍ତର, ସ୍ବାସ୍ଥ୍ୟ କର୍ମଚାରୀ, ରୋଗୀ ଏବଂ ସେମାନଙ୍କ ସମ୍ପର୍କୀୟଙ୍କୁ ସୁରକ୍ଷା ଦାବିରେ ହସ୍ପିଟାଲ ବଞ୍ଚାଅ ଅଭିଯାନ ସଂଗଠନ ଧାରଣାକୁ ଓହ୍ଲାଇଛି। ଭବାନୀ ପ୍ରସାଦ ସାହୁ, ରମେଶ ମହାପାତ୍ରଙ୍କ ସମେତ ସଂଗଠନର ଅନ୍ୟ ସଭ୍ୟମାନେ ଧାରଣାରେ ସାମିଲ ଅଛନ୍ତି ।
ପ୍ରକାଶଥାଉକି, ମଙ୍ଗଳବାର ଭୋରରେୁ ୨ଜଣ ଦୁର୍ବୃତ୍ତ ଡାକ୍ତରଖାନରେ ପଶି କାର୍ଯ୍ୟରତ ଡାକ୍ତର, ସ୍ବାସ୍ଥ୍ୟ କର୍ମଚାରୀ ଏବଂ ଜଣେ ପ୍ରସୂତୀଙ୍କ ସ୍ବାମୀ, ସମ୍ପର୍କୀୟଙ୍କୁ ଆକ୍ରମଣ କରିବା ସହିତ ୨ଟି କାର୍‌ ଏବଂ ଡାକ୍ତରଖାନାର ଅନ୍ୟ ସାମଗ୍ରୀ ଭଙ୍ଗାରୁଜା କରିଥିଲେ। ପୋଲିସ ୨ ଅଭିଯୁକ୍ତଙ୍କୁ ଥାନାରେ ଅଟକ ରଖି ପଚରାଉଚରା କରୁଥିବା ଜଣାପଡିଛି ।


Enter your email to get our daily news in your inbox.

All Right Reserved By Dharitri.Com

ଲାଞ୍ଚ ନେବାବେଳେ ବ୍ଲକ ଯୋଗାଣ ସାହାୟିକାଙ୍କ ଉପରେ ମାଡିବସିଲା ଭିଜିଲାନ୍ସ, ୪ ସ୍ଥାନରେ ଚାଲିଛି ଚଢାଉ

କୋରାପୁଟ,୨୩।୧୨ ( ଅମିତାଭ ବେହେରା ): ଭିଜିଲାନ୍ସ ଜାଲରେ ପଡିଲେ ଦଶମନ୍ତପୁର ବ୍ଲକର ଯୋଗାଣ ସାହାୟିକା ( ଏମଆଇ )ମମତା ବେହେରା। କୋରାପୁଟ ଜିଲାର ଦଶମନ୍ତପୁର...

ସ୍ଥାୟୀ ବିଇଓ ନିଯୁକ୍ତି ପାଇଁ ଗଣଶିକ୍ଷା ମନ୍ତ୍ରୀଙ୍କ ନିକଟରେ ଦାବି

ଦାରିଙ୍ଗବାଡି,୨୩।୧୨( ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଗୋଷ୍ଠି ଶିକ୍ଷା ଅଧିକାରୀ (ବିଇଓ )ସ୍ଥାୟୀ ପଦବୀ ଦୀର୍ଘ ଦିନ ହେଲା ଖାଲି ପଡିଛି। ଉକ୍ତ ବ୍ଲକର...

ମନ୍ତ୍ରୀ କଲେ ବଡ଼ ଖୁଲାସା: ”ରାଜ୍ୟରେ ଏବେ ବି ରହିଛି ବିଜେଡି ଶାସନ ଚାପ”

କେସିଙ୍ଗା, ୨୩।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ସହରରେ ଆୟୋଜିତ ବୁଢା ଡଙ୍ଗର ଲୋକ ମହୋତ୍ସବରେ ଯୋଗଦେବା ପାଇଁ ଗସ୍ତରେ ଆସିଥିବା ପଞ୍ଚାୟତିରାଜ, ଗ୍ରାମ୍ୟ ଉନ୍ନୟନ...

ବୁଢା ଡଙ୍ଗର ଲକୋମହୋତ୍ସବ ଆରମ୍ଭ: ନିଶାନ ବାଜାରେ ଦୁଲୁକିଲା କେସିଙ୍ଗା ସହର

କେସିଙ୍ଗା୨୩।୧୨: କଳାହାଣ୍ଡି ଜିଲା କେସିଙ୍ଗା ସ୍ଥିତ ବୃନ୍ଦାବନ ସାଂସ୍କୃତିକ ଅନୁଷ୍ଠାନ ଦ୍ୱାରା ବୁଢା ଡଙ୍ଗର ଲୋକ ମହୋତ୍ସବ ରବିବାର ଆରମ୍ଭ ହୋଇଯାଇଛି। ପ୍ରଥମ ଦିନରେ ସ୍ଥାନୀୟ...

ଗୋଟେ ଲଘୁଚାପ ଯାଉଯାଉ ପୁଣି ଆସୁଛି ଆଉ ଏକ ଲଘୁଚାପ, ଚାଷୀ ଛାନିଆ

ନିରାକାରପୁର, ୨୩।୧୨(ମାନସ ଚନ୍ଦ୍ର ପଟ୍ଟନାୟକ ): ଚଳିତ ମାସରେ ହୋଇଥିବା ଅଦିନିଆ ଲଗାଣ ବର୍ଷା ଚାଷୀ ମେରୁଦଣ୍ଡକୁ ଦୋହଲେଇଦେଇଥିବା ବେଳେ ପୁଣି ଆଉ ଗୋଟିଏ ଲଘୁଚାପ...

ଆଉ ଦିନକ ପରେ ବଡଦିନ: ରାଇକିଆ ପୋଲିସର ଫ୍ଲାଗମାର୍ଚ୍ଚ

ରାଇକିଆ,୨୩।୧୨(ପ୍ରଦୀପ ବେହେରା): ଆଉ ଦିନକ ପରେ ବଡଦିନ। ଏନେଇ କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ଚର୍ଚ୍ଚରେ ଆକର୍ଷଣୀୟ ସଜସଜ୍ଜା ସାଙ୍ଗକୁ ବ୍ୟାପକ ପ୍ରସ୍ତୁତି ଚାଲିଛି।...

ଶୀତ ମହୋତ୍ସବ ପାଇଁ ସଜବାଜ: ନୂତନ କମିଟି ଚୟନ ପାଇଁ ନିଷ୍ପତି

ଦାରିଙ୍ଗବାଡି,୨୩୧୨( ଅରୁଣ ସାହୁ)-କନ୍ଧମାଳ ଜିଲା ଦାରିଙ୍ଗବାଡିରେ ୨୦୨୫ ଶୀତ ମହୋତ୍ସବ ପାଳନ କରାଯିବା ପାଇଁ ସୋମବାର ଶୀତ ମହୋତ୍ସବ ପାଳନ କମିଟିର ସମ୍ପାଦକ ତଥା ବିଡ଼ିଓ...

ପୋଖରୀକୁ ଗାଧୋଇବାକୁ ଯାଇ ଆଉ ଫେରିଲେନି

ହିଞ୍ଜିଳିକାଟୁ,୨୩।୧୨(ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଥାନା ଅର୍ନ୍ତଗତ ସମରଝୋଳ ଗ୍ରାମ ପୋଖରୀ ପାଣିରେ ବୁଡି ସୋମବାର ଭୋର୍‌ରେ ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ଉକ୍ତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri