ବିଜେଡି ହାତରୁ ଖସିଗଲା ଚିଲିକା ଆସନ, ଫୁଟିଲା ପଦ୍ମ

ଭୁବନେଶ଼୍ବର,୪।୬: ବହୁ ଚର୍ଚ୍ଚିତ ଚିଲିକା ବିଧାନସଭା ମଣ୍ଡଳୀ ଶାସକ ଦଳ ହାତରୁ ଖସି ଯାଇଛି। ଭାଜପା ଦଳର ପ୍ରାର୍ଥୀ ପୃଥ଼୍ବୀରାଜ ହରିଚନ୍ଦନ ଏଠାରୁ ବିଜୟୀ ହୋଇଛନ୍ତି। ବିଜେଡି ପ୍ରାର୍ଥୀ ରଘୁନାଥ ସାହୁଙ୍କୁ ପୃଥ଼୍ବୀରାଜ ୪,୫୬୬ ମାର୍ଜିନରେ ପରାସ୍ତ କରିଛନ୍ତି। ପୃଥ଼୍ବୀରାଜଙ୍କୁ ମୋଟ ୮୩୨୬୪ ଖଣ୍ଡ ଭୋଟ ମିଳିଥିବା ବେଳେ ରଘୁନାଥଙ୍କୁ ମୋଟ ୭୮,୬୯୮ ଖଣ୍ଡ ଭୋଟ ମିଳିଛି। ସେହିପରି କଂଗ୍ରେସ ଦଳ ପକ୍ଷରୁ ନିର୍ବାଚନ ଲଢ଼ିଥିବା ପ୍ରଦୀପ କୁମାର ସ଼୍ବାଇଙ୍କୁ ମୋଟ ୩,୦୮୨ ଖଣ୍ଡ ଭୋଟ ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜେନ୍ଦ୍ରଙ୍କ କୁଶପୁତ୍ତଳିକା ଦାହ, ଥାନାରେ ଏତଲା

ଖୋର୍ଦ୍ଧା, ୫ା୧୦(ପ୍ରଭାତ ପାଣିଗ୍ରାହୀ):ଭୁବନେଶ୍ୱରସ୍ଥିତ ଶଙ୍ଖ ଭବନରେ ପୂର୍ବତନ ବିଧାୟକ ରାଜେନ୍ଦ୍ର ସାହୁ ଖୋର୍ଦ୍ଧା ମାଟିର ଅସମ୍ମାନ ହେବା ଭଳି ଅପଶବ୍ଦ କହିବାକୁ ନେଇ ବିଭିନ୍ନ ମହଲରେ...

ଫାଇନାନ୍ସ କମ୍ପାନୀ କର୍ମଚାରୀଙ୍କୁ ଆକ୍ରମଣ କରି ଟଙ୍କା ଲୁଟ

ବାଲିପାଟଣା,୪।୧୦: ଖୋର୍ଦ୍ଧା ଜିଲା ବାଲିପାଟଣା ଥାନା ବଦଳା ହାଇସ୍କୁଲ ନିକଟରେ ଶୁକ୍ରବାର କେତେକ ଦୁବୃର୍ତ୍ତ ଜଣେ ଫାଇନାନ୍ସ କମ୍ପାନୀ କର୍ମଚାରୀଙ୍କୁ ଆକ୍ରମଣ କରି ଟଙ୍କା ଲୁଟି...

ସିସିଟିଭି: ଥାଇ ନ ଥିବା ଭଳି

ଖୋର୍ଦ୍ଧା,୩ା୧୦(ପ୍ରଭାତ ପାଣିଗ୍ରାହୀ):ଥାନାରେ ସ୍ବଚ୍ଛତା ଆଣିବା ନିମନ୍ତେ ସିସିଟିିଭି ଲଗାଇବା ପାଇଁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ରହିଛି। ସିିସିଟିଭି ଲାଗିଲେ ଲୋକମାନଙ୍କ ପ୍ରତି ପୋଲିସର ବ୍ୟବହାର ଜଣାପଡ଼ିବ। ହେଲେ...

ଶୀତ ପୂର୍ବରୁ ଚିଲିକାରେ ବିଦେଶୀ ପକ୍ଷୀ

ବାଲୁଗଁା,୨ା୧୦(ସଂଗ୍ରାମ ପାଇକରାୟ):ଶୀତ ଆସିବା ପୂର୍ବରୁ ନୀଳାମ୍ବୁ ଚିଲିକାକୁ ବିଦେଶୀ ପକ୍ଷୀଙ୍କ ଆଗମନ ଆରମ୍ଭ ହୋଇଛି। କେତେକ ବିଦେଶୀ ପକ୍ଷୀ ଘୂରି ବୁଲୁଥିବା ବେଳେ କିଛି ପକ୍ଷୀ...

ଚାଲିଥିଲା କାମ, ହଠାତ୍‌ ଜିଲାପାଳଙ୍କ ଅଫିସରେ ଲାଗିଗଲା ନିଆଁ

ଖୋର୍ଦ୍ଧା ,୩୦।୯(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲାପାଳଙ୍କ ଅଫିସରେ ଲାଗିଲା ନିଆଁ। ଇନଭଟର୍ର ବ୍ୟାଟେରୀ ଫାଟି ଏହି ଅଗ୍ନିକାଣ୍ଡ ଘଟିଛି। ଫଳରେ ନିଆ ଲାଗି କିଛି କାଗଜ...

ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ନିରାକାରପୁର,୩୦।୯(ମାନସ ଚନ୍ଦ୍ର ପଟ୍ଟନାୟକ): ଗଛ ଡାଳରୁ ସୋମବାର ଜଣେ ଛାତ୍ରଙ୍କ ମୃତ ଦେହକୁ ପୋଲିସ ଉଦ୍ଧାର କରିଛି। ମୃତକ ଜଣଙ୍କ ହେଲେ ଖୋର୍ଦ୍ଧା ଜିଲା ଜଙ୍କିଆ...

ସୁଧୁରୁନି ସହରର ଟ୍ରାଫିକ ବ୍ୟବସ୍ଥା

ଖୋର୍ଦ୍ଧା,୨୮ା୯(ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ସହରର ଟ୍ରାଫିକ ବ୍ୟବସ୍ଥା ବିପର୍ଯ୍ୟସ୍ତ ହୋଇପଡ଼ିଛି। ନୂଆବସ୍‌ଷ୍ଟାଣ୍ଡଠାରୁ ଟ୍ରାଫିକ ଛକ, ପଲ୍ଲା ଛକ, ଖୋର୍ଦ୍ଧା-ନୟାଗଡ଼ ରାସ୍ତାର ମୁକୁନ୍ଦପ୍ରସାଦଠାରୁ ମେଡିକାଲ ଛକ ପର୍ଯ୍ୟନ୍ତ...

ବାଲିପାଟଣା ଥାନାରେ ଥାର୍ଡ ଡିଗ୍ରୀ

ଭୁବନେଶ୍ୱର,୨୫୯ସତ୍ୟଜିତ୍‌ ରାଉତ): ଭୁବନେଶ୍ୱର ଭରତପୁର ଥାନାରେ ଆର୍ମି ମେଜର ଓ ତାଙ୍କ ବାନ୍ଧବୀଙ୍କୁ ନିର୍ଯାତନା ଘଟଣା ସାରା ଦେଶରେ ଓଡ଼ିଶା ପୋଲିସର ଭାବମୂର୍ତ୍ତିକୁ ଲୋକଲୋଚନକୁ ଆଣିଥିବାବେଳେ କମିଶନରେଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri