ନୂଆ ପାଠ୍ୟକ୍ରମ ନେଇ ଗଣଶିକ୍ଷା ମନ୍ତ୍ରୀଙ୍କ ପ୍ରତିକ୍ରିୟା

ଭୁବନେଶ୍ୱର,୧୮।୧୦(ବ୍ୟୁରୋ): ନବମ ଓ ଦଶମର ନୂଆ ପାଠ୍ୟକ୍ରମ ନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ ମଙ୍ଗଳବାର ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି, ଆଗାମୀ ଦିନ ପାଇଁ ଏବେଠୁ ପିଲାଙ୍କୁ ପ୍ରସ୍ତୁତ କରାଯିବ। ପିଲାମାନଙ୍କୁ ଏବେଠୁ ପ୍ରସ୍ତୁତି କରାଗଲେ ଆଗକୁ ପ୍ରତିଯୋଗିତା ମୂଳକ ପରୀକ୍ଷା ପାଇଁ ସୁବିଧା ହେବ। ବିଭିନ୍ନ ବିଷୟରେ ତାଲିମ ଓ ପ୍ରୋଜେକ୍ଟ ସମ୍ପର୍କିତ କାର୍ଯ୍ୟକ୍ରମ ଉପରେ ଗୁରୁତ୍ୱ ଦିଆଯାଉଛି। ଏ ନେଇ ଶିକ୍ଷକମାନଙ୍କୁ ପ୍ରଶିକ୍ଷଣ ଦିଆଯିବା ବ୍ୟବସ୍ଥା ରହିଛି। ଖୁବ ଶୀଘ୍ର ଷ୍ଟଡି ମ୍ୟାଟେରିଆଲ ପହଞ୍ଚିବ। ଏ ନେଇ ବୋର୍ଡ ପକ୍ଷରୁ ବ୍ୟବସ୍ଥା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

‘ଦାନା’ କ୍ଷୟକ୍ଷତିର ସମୀକ୍ଷା କଲା କେନ୍ଦ୍ରୀୟ ଟିମ୍‌ 

ବାଲେଶ୍ୱର(ବାଞ୍ଛାନିଧି ଦେ)/ ସୋର,(ଜନ୍ମେଜୟ ମିଶ୍ର),୨୬।୧୧: ଆନ୍ତଃମନ୍ତ୍ରଣାଳୟ କେନ୍ଦ୍ରୀୟ ଟିମ୍‌ ସୋମବାର ବାଲେଶ୍ୱର ଜିଲାକୁ ଦିନିକିଆ ଗସ୍ତରେ ଆସିଥିଲା। ବାତ୍ୟା ‘ଦାନା’ରେ ବିଶେଷ ଭାବେ ପ୍ରଭାବିତ ସଦର...

ଆଜିଠୁ ବିଧାନସଭାର ଶୀତ ଅଧିବେଶନ

ଭୁବନେଶ୍ୱର,୨୬ା୧୧(ସୁନିତ୍‌ ମିଶ୍ର):ବିଧାନସଭାର ଶୀତକାଳୀନ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହୋଇ ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ସମୟ ମଧ୍ୟରେ ମୋଟ୍‌ ୩୦ଟି କାର୍ଯ୍ୟ ଦିବସ...

ସମନ୍ୱିତ କୃଷି ପଦ୍ଧତିରେ ସାମିଲ ହେଲେ କୋଟିଆର ୨୨ ଚାଷୀ

ପଟ୍ଟାଙ୍ଗି୨୫/୧୧(ଶରତ ଧଳ): କୋରାପୁଟ ଜିଲ୍ଲା ପ୍ରଶାସନ କୋଟିଆ ପଞ୍ଚାୟତକୁ ସ୍ଵତନ୍ତ୍ର ଧ୍ୟାନ ଦେଉଥିବା ବେଳେ ଚଳିତ ୨୦୨୪-୨୫ ଆର୍ଥିକ ବର୍ଷରେ ସମନ୍ୱିତ କୃଷି ପଦ୍ଧତିରେ ୨୨...

ବବିଙ୍କ ଭାଇ ଲଲଙ୍କ ଜାମିନ ଆବେଦନ ଖାରଜ, ଆଉ ୩ ମାମଲା ରୁଜୁ

ଯାଜପୁର/ଯାଜପୁର ଟାଉନ(ହର୍ଷବର୍ଦ୍ଧନ ବେହେରା/ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି),୨୫ା୧୧: ବିଜେଡି ନେତା ପ୍ରଣବ ପ୍ରକାଶ ଦାସ(ବବି)ଙ୍କ ଭାଇ ଭବ ପ୍ରସାଦ ଦାସ(ଲଲ)ଙ୍କ ଅଡୁଆ ବଢ଼ିବାରେ ଲାଗିଛି। ତାଙ୍କ ବିରୋଧରେ...

ସରକାରୀ ପାଣ୍ଠି ଆତ୍ମସାତ କରି ବନ୍ଧା ହେଲେ ଫରେଷ୍ଟର, ଗାଁ ସାଥି

କୋରାପୁଟ, ୨୫।୧୧: ସରକାରୀ ଅର୍ଥ ଆତ୍ମସାତ ଅଭିଯୋଗରେ ଗିରଫ ହେଲେ ଫରେଷ୍ଟର, ଗାଁ ସାଥି। ଚରଣ ଜମିରୁ ଚାଷ ଜମିକୁ ଗୃହପାଳିତ ପଶୁ ବା ବାହ୍ୟ...

ମା’ ବିରଜା ପୀଠର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ କାର୍ଯ୍ୟ ଠିକ୍ ସମୟରେ ସାରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର, ୨୫।୧୧: ଯାଜପୁରର ବିରଜା କ୍ଷେତ୍ର କେବଳ ଓଡିଶାର ନୁହେଁ, ସାରା ଦେଶର ଏକ ଗୁରୁତ୍ୱପୂର୍ଣ୍ଣ ଶକ୍ତି ପୀଠ। ଓଡିଶାର ଜନସାଧାରଣଙ୍କ  ଧାର୍ମିକ ଓ ଆଧ୍ୟାତ୍ମିକ...

ଚଳିତ ମାସରେ ତିନିଦିନିଆ ଓଡ଼ିଶା ଗସ୍ତରେ ଆସିବେ ପ୍ରଧାନମନ୍ତ୍ରୀ ମୋଦି; ଜାଣନ୍ତୁ କାହିଁକି

ଭୁବନେଶ୍ୱର, ୨୫।୧୧: ଚଳିତ ମାସରେ ତିନି ଦିନିଆ ଗସ୍ତରେ ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନଭେମ୍ବର ୨୯ ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓଡିଶା...

ଭାଜପା ହାତ ଧରିଲେ ୪ ବିଜେଡି ନେତା

ମାଲକାନଗିରି,୨୫।୧୧(ଦୁର୍ଯ୍ୟୋଧନ ପାତ୍ର): ମାଲାକନଗିରି ଜିଲାର ୪ଜଣ ବିଜେଡି ନେତା ଦଳ ଛାଡି ଭାଜପାରେ ସାମିଲ ହୋଇଛନ୍ତି। ବିଜେଡି ନେତା ତଥା ପରାମର୍ଶଦାତା କେଶବ ଚନ୍ଦ୍ର ନାୟକ,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri