ବ୍ଲକ କାର୍ଯ୍ୟାଳୟରେ ସରପଞ୍ଚ, ସମିତିସଭ୍ୟଙ୍କୁ ଅଣଦେଖା ଅଭିଯୋଗ

ଛତ୍ରପୁର,୩।୩(ସନ୍ତୋଷ ପାଢୀ): ଗଞ୍ଜାମ ଜିଲା ଛତ୍ରପୁର ବ୍ଳକର ସରପଞ୍ଚ, ସମିତିସଭ୍ୟ ଏପରିକି ବ୍ଲକ ଅଧ୍ୟକ୍ଷାଙ୍କୁ ଅଣଦେଖା କରାଯାଉଥିବା ଅଭିଯୋଗ ହୋଇଛି। ଏନେଇ ସୋମବାର ଛତ୍ରପୁର ବ୍ଲକ ଅଧ୍ୟକ୍ଷା କିରଣ କୁମାରୀ ଦାସଙ୍କ ନେତୃତ୍ୱରେ ସରପଞ୍ଚ ଏବଂ ସମିତି ସଭ୍ୟ ଅଭିଯୋଗ ଶୁଣାଣିରେ ଅତିରିକ୍ତ ଜିଲାପାଳଙ୍କୁ ଭେଟି ଲିଖିତ ଭାବେ ଅଭିଯୋଗ କରି ନ୍ୟାୟ ଦାବି କରିଛନ୍ତି ।

ଜନପ୍ରତିନିଧିଙ୍କ ଅଭିଯୋଗ ମୁତାବକ, ରାଜନୈତିକ ହସ୍ତକ୍ଷେପ କରି କନିଷ୍ଠ ଯନ୍ତ୍ରୀଙ୍କ ସହ ଓ କାର୍ଯ୍ୟରତ ବିଭିନ୍ନ ଅଧିକାରୀଙ୍କୁ ପରିବର୍ତ୍ତନ କରାଯାଉଛି । ଛତ୍ରପୁର ବ୍ଲକ ଜାତୀୟସ୍ତରରେ ସମ୍ମାନିତ ହେବା ସହ କେନ୍ଦ୍ର ସରକାରଙ୍କଠାରୁ ୨ କୋଟି ଟଙ୍କା ପୁରସ୍କାର ପାଇଥିଲା। ଏହି ଅର୍ଥରେ ବିଭିନ୍ନ ପ୍ରକଳ୍ପ ତ୍ୱରାନ୍ବିତ ପାଇଁ ଏକ ଚିଠା ବ୍ଲକ ଅଧ୍ୟକ୍ଷାଙ୍କ ପକ୍ଷରୁ ମାସ ତଳେ ବିଡିଓଙ୍କୁ ପ୍ରଦାନ କରାଯାଇଥିଲା। ହେଲେ ଏହାର କୌଣସି ପଦକ୍ଷେପ ନିଆଯାଇ ନ ଥିବା ଜନପ୍ରତିନିଧି ଅଭିଯୋଗ କରିଛନ୍ତି।ଏଣୁ ଉକ୍ତ ସମସ୍ୟାର ସମାଧାନ ପାଇଁ ନିବେଦନ କରାଯାଇଛି। ସମସ୍ୟାର ସମାଧାନ ନ ହେଲେ ଆଗାମୀ ଦିନରେ ଆଇନର ଆଶ୍ରୟ ନେବୁ ବୋଲି ସରପଞ୍ଚ, ସମିତିସଭ୍ୟ ଚେତାବନୀ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦାବି ପ୍ରତି କର୍ଣ୍ଣପାତ କରୁନାହାନ୍ତି ସରକାର, ସମୂହ ଛୁଟିରେ ଗଲେ ବେଗୁନିଆପଡ଼ାବ୍ଲକ ଯୋଗାଣ ସହାୟକ

ବେଗୁନିଆପଡା,୫।୪(ସୁଶାନ୍ତ କୁମାର ପଟ୍ଟନାୟକ): ଯୋଗାଣ ସହାୟକମାନଙ୍କ ଦାବିକୁ ସରକାର କର୍ଣ୍ଣପାତ କରୁ ନ ଥିବା ଅଭିଯୋଗରେ ରାଜ୍ୟ ସଂଘର ନିଷ୍ପତ୍ତି କ୍ରମେ ଶନିବାରଠାରୁ ବେଗୁନିଆପଡ଼ା ବ୍ଳକର...

କ୍ଷତିପୂରଣ ପାଇଁ ଛିଡୁନି ଅଙ୍କ,ବ୍ୟବଚ୍ଛେଦ ନ ହୋଇ ସ୍ବାସ୍ଥ୍ୟକେନ୍ଦ୍ରରେ ପଡ଼ି ରହିଛି ମୃତଦେହ

ପଟ୍ଟାଙ୍ଗି,୫।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ଥାନା ଅନ୍ତର୍ଗତ ଚନ୍ଦକା ପଞ୍ଚାୟତରେ ଚାଲିଥିବା ଭାରତମାଳା ରାସ୍ତା ନିର୍ମାଣ କାର୍ଯ୍ୟରେ ଶ୍ରମିକ ଭାବେ କାର୍ଯ୍ୟ କରୁଥିବା...

ଅସହ୍ୟ ହେଲା ସ୍ତ୍ରୀଙ୍କ ନିର୍ଯାତନା; ସୋସିଆଲ ମିଡିଆରେ ଭିଡିଓ ପୋଷ୍ଟ କରି ଟ୍ରେନ୍‌ ଆଗକୁ ଡେଇଁଲେ ଯୁବକ 

ଖୋର୍ଦ୍ଧା,୫।୪(ପ୍ରଭାତ ପାଣିଗ୍ରାହୀ): ମୁଁ ରାମଚନ୍ଦ୍ର ବଡ଼ଜେନା। ମୋ ଘର କୁମ୍ଭାରବସ୍ତ। ମୋ ସ୍ତ୍ରୀ ପାଇଁ  ମୁଁ ଆଜି ସୁଇସାଇଡ୍‌ କରୁଛି। ଏମିତି ଏକ ଭିଡିଓ ସୋସିଆଲ...

ନାବାଳିକାଙ୍କୁ ଅପହରଣ ପରେ କରିଥିଲେ ବଳାତ୍କାର, ଅଭିଯୁକ୍ତଙ୍କୁ ୨୦ ବର୍ଷ କାରାଦଣ୍ଡ

ଫୁଲବାଣୀ, ୫।୪(ରାକେଶ କୁମାର ରାଉତ)-ଏକ ନାବାଳିକା ଅପହରଣ ଏବଂ ବଳାତ୍କାର ମାମଲାର ଶୁଣାଣି କରି ଫୁଲବାଣୀ ସ୍ବତନ୍ତ୍ର ପୋକ୍ସୋ କୋର୍ଟ ଅଭିଯୁକ୍ତଙ୍କୁ ୨୦ ବର୍ଷ ସଶ୍ରମ...

କଟକ ବାଲିଯାତ୍ରା ପଡ଼ିଆରେ ହେବ ‘ଆୟୁଷ୍ମାନ ଭାରତ’ ଯୋଜନାର ଶୁଭାରମ୍ଭ

କଟକ, ୫।୪(ଶିଳ୍ପା ପ୍ରିୟଦର୍ଶିନୀ): କଟକ ବାଲିଯାତ୍ରା ପଡ଼ିଆରେ ଆୟୁଷ୍ମାନ ଭାରତ ଯୋଜନାର ହେବ। ଏହି ଶୁଭାରମ୍ଭ କାର୍ଯ୍ୟକ୍ରମରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ. ପି. ନଡ୍ଡା ଯୋଗ...

ବେଙ୍ଗାଲୁର ଯାଇ ଥିବାବେଳେ ଅଗ୍ନିକାଣ୍ଡ: ଜଳିଗଲା ୩ ବଖରା

ଧୂଷୁରୀ, ୫।୪, ( ଦୀପ୍ତି ରଞ୍ଜନ ନାୟକ ) : ଭଦ୍ରକ ଜିଲା ଧୂଷୁରୀ ଥାନା ଅଧୀନ ଅର୍ଜୁନପୁର ପଞ୍ଚାୟତ ମମଦୁଲା ଗ୍ରାମରେ ବିଳମ୍ବିତ ରାତିରେ...

ଅଳିଆ ଗଦାରେ ଦାରିଙ୍ଗବାଡି: ନାକ ଟେକିଲେଣି ପର୍ଯ୍ୟଟକ, ଉନ୍ନତି ପଥରେ ଆଗେଇ ନେବାକୁ ଅଣ୍ଟାଭିଡିଛନ୍ତି ଯୁବ ସମାଜସେବୀ

ଦାରିଙ୍ଗବାଡି,୫।୪ (ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଭାବରେ ଦାରିଙ୍ଗବାଡି ବେଶ୍‌ ବରିଚିତ। ଏହି ଜିଲାକୁ ଶୀତଦିନେ ପର୍ଯ୍ୟଟକଙ୍କ ସୁଅ ଛୁଟେ। ଦେଶ ଓ ବିଦେଶର ବିଭିନ୍ନ...

ଗଞ୍ଜାମରେ ପୂଜା ପାଇଲେ ରାଜପୁର ମା’ ଦଣ୍ଡକାଳୀ

ଗଞ୍ଜାମ,୫।୪(ବିଦ୍ୟାଧର ସାହୁ ) ଗତ ଛବିଶିରୁ ଆରମ୍ଭ ହୋଇଛି ଗଞ୍ଜାମ ଜିଲାର ପ୍ରସିଦ୍ଧ ଦଣ୍ଡକାଳୀଙ୍କ ପର୍ବ। ମା’ ଦଣ୍ଡକାଳୀ ଗାଁଗାଁ ବୁଲି ମାନସିକଧାରୀଙ୍କ ଦାଣ୍ଡରେ ଦଣ୍ଡବିଧାନ...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image