ଶ୍ରୀଜିଉଙ୍କ ଅଧରପଣା ନୀତି ସମ୍ପନ୍ନ

ପୁରୀ,୧୮।୭: ଗୁରୁବାର ଶ୍ରୀଜିଉଙ୍କ ଅଧରପଣା ନୀତି ସମ୍ପାଦିତ ହୋଇଛି। ପାଣିଆ ଆପଟ ସେବକମାନେ ଅଧର ହାଣ୍ଡିରେ ପାଣି ଭର୍ତ୍ତି କରିଥିଲେ। ପରେ ସାଚି, ଛେନା, ସର, ନବାତ, କ୍ଷୀର, କଦଳୀ, ଲବଙ୍ଗ, ଗୁଜୁରାତି ଆଦି ଦ୍ରବ୍ୟରେ ପଣା ପ୍ରସ୍ତୁତ ହୋଇଥିଲା।

ମହାସୁଆର ପଞ୍ଚଉପଚାରରେ ପଣା ପୂଜା କରିଥିଲେ। ଭୋଗ ପରେ ପାର୍ଶ୍ୱ ଦେବଦେବୀ ଓ ଚଣ୍ଡୀଚାମୁଣ୍ଡାଙ୍କୁ ସନ୍ତୁଷ୍ଟି କରିବା ଉଦ୍ଦେଶ୍ୟରେ ରଥ ଉପରେ ଅଧରହାଣ୍ଡି ଭଙ୍ଗାଯାଇଥିଲା। ଏହି ନୀତି ଦେଖିବା ପାଇଁ ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଢ଼ାବାରେ ପୋଲିସ ଚଢ଼ାଉ: ଜଣେ ଗିରଫ

ଧର୍ମଗଡ,୨୬।୪(ଘାସିରାମ ଜଗତ): ବେଆଇନ ମଦ କାରବାର ଉପରେ ଅଙ୍କୁଶ ଲଗାଇବା ଲାଗି ଧର୍ମଗଡ ଥାନାରେ ନୂତନ ଭାବେ ଯୋଗ ଦେଇଥିବା ଥାନା ଅଧିକାରୀ ପ୍ରଶାନ୍ତ କୁମାର...

ଏଇ ଭାରତରେ

କାଗଜ ପାଇଁ ବହୁସଂଖ୍ୟାରେ ଗଛ ଓ ବାଉଁଶ କଟାଯାଉଛି, ଯାହା ପରିବେଶ ପାଇଁ କ୍ଷତିକାରକ। ତେବେ ଏହାର ସମାଧାନ ବାଟ ପାଇଛନ୍ତି ରୂପଙ୍କର ଭଟ୍ଟାଚାର୍ଯ୍ୟ ଏବଂ...

ନିକୃଷ୍ଟ ବିଚାର

ଆମେରିକା କହୁଛି ବାଣିଜ୍ୟରେ ବିଶ୍ୱ ତାହାକୁ ଲୁଟିଛି ଏବଂ କ୍ଷତିପୂରଣ ଚାହେଁ। ଦେଖିବାକୁ ଗଲେ ଏହି ଲୁଣ୍ଠନ ନିଜେ ଆମେରିକା ଦ୍ୱାରା ହୋଇଛି କାରଣ ଏକ...

ଭୁବନେଶ୍ୱର ବିମାନବନ୍ଦରରେ ୧୨ ଘଣ୍ଟାରୁ ଅଧିକ ସମୟ ଅଟକି ରହିବା ପରେ କ୍ରୁଦ୍ଧ ଯାତ୍ରୀଙ୍କ ହଙ୍ଗାମା

ଭୁବନେଶ୍ୱର,୨୭ା୪: ଭୁବନେଶ୍ୱରର ବିଜୁ ପଟ୍ଟନାୟକ ଆନ୍ତର୍ଜାତୀୟ ବିମାନବନ୍ଦରରେ ଯାତ୍ରୀମାନେ ଅଟକି ରହିବା କାରଣରୁ ଉତ୍ତେଜନା ସୃଷ୍ଟି ହୋଇଛି। ୧୨ ଘଣ୍ଟାରୁ ଅଧିକ ସମୟ ବିତିଯାଇଥିଲେ ମଧ୍ୟ...

Video: ଭୁବନେଶ୍ୱରରେ ବ୍ୟବସାୟୀଙ୍କ ଘରେ ପଶି ସୁନା ଅଳଙ୍କାର, ନଗଦ ଟଙ୍କା ଲୁଟ୍; ସାମ୍ନାକୁ ଆସିଲା CCTV ଫୁଟେଜ୍

ଭୁବନେଶ୍ୱର,୨୭ା୪: କିଛି ଦିନର ନୀରବତା ପରେ ରାଜଧାନୀ ଭୁବନେଶ୍ୱରରେ ପୁନର୍ବାର ଏକ ବଡ଼ ଧରଣର ଲୁଟ୍ ଘଟଣା ଘଟିଛି। ଲୁଟେରାମାନେ ଜଣେ ବ୍ୟବସାୟୀଙ୍କ ଘରେ ପଶି...

ଭାରତ ସହିତ ବାଣିଜ୍ୟ ବନ୍ଦ କରି ଫସିଲରେ ପାକିସ୍ତାନ: ଔଷଧ ଯୋଗାଣ ପାଇଁ ନେଲା ‘ଜରୁରୀକାଳୀନ’ ପଦକ୍ଷେପ

ଇସଲାମାବାଦ,୨୭ା୪: ପାହାଲଗାମ ଆତଙ୍କବାଦୀ ଆକ୍ରମଣ ପରେ ଭାରତ ସହ ବାଣିଜ୍ୟିକ ସମ୍ପର୍କ ବନ୍ଦ କରିବା ପରେ ପାକିସ୍ତାନ ଔଷଧ ଯୋଗାଣ ସୁନିଶ୍ଚିତ କରିବା ପାଇଁ “ଜରୁରୀକାଳୀନ...

କଲବଲ କରିବ ଖରାଗୁଳୁଗୁଳି, କାଳବୈଶାଖୀ: ମେ’ ୧ ପର୍ଯ୍ୟନ୍ତ ଏସବୁ ଜିଲାରେ

ଭୁବନେଶ୍ୱର,୨୭ା୪(ଅନୁରାଧା ମହାରଣା):  ରାଜ୍ୟରେ ଖରାଗୁଳଗୁଳି ସହ କାଳବୈଶାଖୀ ପ୍ରଭାବ ଦେଖିବାକୁ ମିଳୁଛି। ରବିବାର ରାଜ୍ୟର ବିଭିନ୍ନ ଜିଲାରେ ଗ୍ରୀଷ୍ମ ଲହରି ନେଇ ୟେଲୋ ଓ୍ବାର୍ନିଂ ରହିଥିବାବେଳେ...

ସ୍ତନ ସ୍ପର୍ଶ ଉଦ୍ୟମ ବଳାତ୍କାର ନୁହେଁ : କୋଲକାତା ହାଇକୋର୍ଟ

କୋଲକାତା,୨୭ା୪: ଶିଶୁ ଯୌନ ଅପରାଧ ସୁରକ୍ଷା (ପୋକ୍‌ସୋ) ଆଇନ ଅନୁଯାୟୀ, ପୀଡ଼ିତାଙ୍କ ସ୍ତନ ସ୍ପର୍ଶ କରିବା ଉଦ୍ୟମ ବଳାତ୍କାର ନୁହେଁ ବରଂ ଗମ୍ଭୀର ଯୌନ ଉତ୍ପୀଡ଼ନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image