ରାଜ୍ୟର ଆଉ ଜଣେ ବିଧାୟକଙ୍କୁ କରୋନା

ଭୁବନେଶ୍ୱର,୧୭।୯(ବ୍ୟୁରୋ)-ମହାମାରୀ କରୋନାରେ ଆକ୍ରନ୍ତ ହୋଇଛନ୍ତି ପୁରୀ ସଦର ବିଧାୟକ ଜୟନ୍ତ ଷଡ଼ଙ୍ଗୀ। ତାଙ୍କ କରୋନା ରିପୋର୍ଟ ପଜିଟିଭ ଆସିଛି। ଏ ନେଇ ସେ ସୋସିଆଲ ମିଡିଆ ଜରିଆରେ ସୂଚନା ଦେଇଛନ୍ତି। ସେ କହିଛନ୍ତି, ତାଙ୍କର କୋଭିଡ ରିପୋର୍ଟ ପଜିଟିଭ ଆସିଛି। ବର୍ତ୍ତମାନ ସଙ୍ଗରୋଧରେ ରହିଛି। ନିକଟରେ ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିମାନେ ନିଜର କରୋନା ଟେଷ୍ଟ କରାଇ ନେବାକୁ ସେ ଅନୁରୋଧ କରିଛନ୍ତି।

Share