ଏମିତି ରହିଛି ସବୁ ଅଳଙ୍କାର, ଭିତର ରତ୍ନଭଣ୍ଡାର ସ୍ଥିତି ନେଇ ବରିଷ୍ଠ ସେବାୟତ କଲେ ବଡ଼ ଖୁଲାସା

ପୁରୀ,୧୮।୭: ଭିତର ରତ୍ନଭଣ୍ଡାର ସ୍ଥିତି ନେଇ ବରିଷ୍ଠ ସେବାୟତ ଦୁର୍ଗା ଦାସମହାପାତ୍ର ବଡ଼ ପ୍ରତିକ୍ରିୟା ଦେଇ କହିଛନ୍ତି ବାହାର ପଟୁ ଗୋଟିଏ ଫାଟ ଦୃଶ୍ୟମାନ ହେଉଛି। ଭିତରେ ୪ଟି ପଥର ଖସି ପଡ଼ିଥିବାର ଆମେ ଦେଖିବାକୁ ପାଇଲୁ। ଅଧିକ କ୍ଷୟକ୍ଷତି ନଜରକୁ ଆସିଲା ନାହିଁ। ଚଟାଣ କାନ୍ଥ ସେପରି ସନ୍ତସନ୍ତିଆ ନାହିଁ। ତଥାପି ମରାମତି କରିବାର ଆବଶ୍ୟକତା ରହିଛି। କିପରି ମରାମତି ହେବ ତାହା କେବଳ ଏଏସଆଇ କହିପାରିବ। ଆଲମିରା ଓ ସିନ୍ଦୁକ ଭିତରେ ଛୋଟ ଛୋଟ କଣ୍ଟେନର ରହିଥିଲା ତେଣୁ କେଉଁ କଣ୍ଟେନର ଭିତରେ କେଉଁ ଅଳଙ୍କାର ଅଛି କେହି ଜାଣି ନାହାନ୍ତି।

ଭିତର ରତ୍ନଭଣ୍ଡାର ଖୋଲି ସମସ୍ତ ଅଳଙ୍କାର ସ୍ଥାନାନ୍ତର କରାଯାଇ ଅସ୍ଥାୟୀ ଷ୍ଟ୍ରଙ୍ଗରୁମରେ ରଖାଯାଇଛି । ରତ୍ନଭଣ୍ଡାର ଭିତରେ ଥିବା ୫ଟି ଆଲମିରା ଓ ୩ଟି ସିନ୍ଦୁକକୁ ମଧ୍ୟ ବାହାରକୁ ଅଣାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

କ୍ରିଷ୍ଟାଲ୍‌ ଲୋଟସ୍‌ ରଖି ବି ଘରର ପରିସ୍ଥିତିକୁ ବଦଳାଇପାରିବେ: ଜାଣନ୍ତୁ କିପରି

ହିନ୍ଦୁ ଧର୍ମରେ ପଦ୍ମ ଫୁଲର ବିଶେଷ ମହତ୍ତ୍ୱ ରହିଛି। ଏହାକୁ ଦିବ୍ୟ ପୂର୍ଣ୍ଣତାର ପ୍ରତୀକ ବୋଲି କୁହାଯାଇଥାଏ। ମାତା ଲକ୍ଷ୍ମୀଙ୍କର ମଧ୍ୟ ଏହି ଫୁଲ ଖୁବ୍‌...

ଗଞ୍ଜାମରେ ଚାଞ୍ଚଲ୍ୟ: ୨ ଭାଇଙ୍କୁ ପିଟିପିଟି ହତ୍ୟା କରି ଶାଳବଣ ଜଙ୍ଗଲରେ ଜାଳିଦେଲେ

ବେଗୁନିଆପଡା,୨୭।୪(ସୁଶାନ୍ତ ପଟ୍ଟନାୟକ): ପୁଣି ଅଶାନ୍ତ ହେଲା ଗଞ୍ଜାମ। ଜିଲାରୂ ବେଗୁନିଆପଡ଼ା ଥାନା ଶାଳବଣ ଗାଁ ଜଙ୍ଗଲରେ ରବିବାର ଦୁଇ ଭାଇଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଠାବ ହୋଇଛି।...

ଚିଲିକା କୂଳରେ ଅବସ୍ଥିତ ଓଡ଼ିଶାର ୨୦୦ ବର୍ଷର ଐତିହାସିକ ରାଜମହଲ, ସାଜିଛି ପର୍ଯ୍ୟଟକଙ୍କ ନୂଆ ଆକର୍ଷଣ

ଚିଲିକା ହ୍ରଦର ମନୋରମ କୂଳରେ ଅବସ୍ଥିତ ରମ୍ଭା ରାଜମହଲ ଓଡ଼ିଶାର ଐତିହାସିକ ଓ ସାଂସ୍କୃତିକ ଐତିହ୍ୟର ଏକ ଅନୁପମ ନିଦର୍ଶନ। ପ୍ରାୟ ୨୦୦ ବର୍ଷର ପୁରୁଣା...

ଭଞ୍ଜ ରାଜବଂଶର ଅଧିଷ୍ଠାତ୍ରୀ ଦେବୀ କୁଲାଡ ବ୍ୟାଘ୍ରଦେୀ ମନ୍ଦିର ଚୋରି ପରେ ଗ୍ରହଶୁଦ୍ଧି ହୋମଯଜ୍ଞ

ଭଞ୍ଜନଗର,୨୭।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅର୍ନ୍ତଗତ କୁଲାଡ ବ୍ୟାଘ୍ରଦେବୀ ମନ୍ଦିରରୁ ଶୁକ୍ରବାର ରାତିରେ ଦେବୀଙ୍କ ଲକ୍ଷାଧିକ ଟଙ୍କାର ଅଳଙ୍କାର ଚୋରି ହୋଇଥିଲା। କିନ୍ତୁ...

ଚମ୍ପାପୁଟ ଘାଟରେ ବୁଡ଼ିଲା ଡଙ୍ଗା: ଜଣେ ନିଖୋଜ

ନନ୍ଦପୁର,୨୭।୪(ତୁଷାର କାନ୍ତ ମହାନ୍ତି): କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅନ୍ତର୍ଗତ ପାନ୍ଥଲୁଙ୍ଗ ପଞ୍ଚାୟତର ଚମ୍ପାପୁଟ ଘାଟରେ ରବିବାର ସକାଳୁ ଏକ ଅଘଟଣ ଘଟିଛି। ଘାଟରୁ ଏକ...

ନିନ୍ଦା କରିବା ପରିବର୍ତ୍ତେ ଭାରତକୁ ପ୍ରମାଣ ମାଗିଲେ ଶାହିଦ ଆଫ୍ରିଦି, ବୟାନ ଶୁଣିଲେ…

ଇସଲାମାବାଦ,୨୭।୪: ଜମ୍ମୁ-କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ୨୬ ଜଣ ବ୍ୟକ୍ତି ପ୍ରାଣ ହରାଇଛନ୍ତି। ଏହାକୁ ନେଇ ଚାରିଆଡେ ପ୍ରତିକ୍ରିୟା ପ୍ରକାଶ ପାଉଥିବା ବେଳେ ପାକିସ୍ତାନ...

ଆମ୍ବୁଲାନ୍ସରେ ହେଉଥିଲା ଗୋଚାଲାଣ: ୪ ଗୋରୁ ଉଦ୍ଧାର, ଆମ୍ବୁଲାନ୍ସ ଜବତ

ଭଦ୍ରକ,୨୭।୪(ସନାତନ ରାଉତ): ଭଦ୍ରକରେ ଗୋ ଚାଲାଣ ରୋକିବା ପାଇଁ ପୋଲିସ କଡା ପଦକ୍ଷେପ ନେଉଥିବାରୁ ଗୋ ମାଫିଆ ମାନେ ଅଭିନ ଉପାୟରେ କରୁଛନ୍ତି ଗୋଚାଲାଣ ।ରବିବାର...

ମାନିଲା ରୁଷିଆ,ୟୁକ୍ରେନ ଯୁଦ୍ଧରେ ଲଢୁଛନ୍ତି ଦକ୍ଷିଣ କୋରିଆ ସୈନିକ, ପ୍ରଶଂସାରେ ପୋତିଲା…

ମସ୍କୋ,୨୭।୪: ଶେଷରେ ମାନିଲା ରୁଷିଆ। ୟୁକ୍ରେନ ଯୁଦ୍ଧରେ ଉତ୍ତର କୋରିଆର ସୈନ୍ୟଙ୍କୁ ମଧ୍ୟ ନିୟୋଜିତ କରାଯାଇଛି ବୋଲି ରୁଷିଆ ପ୍ରଥମ ଥର ପାଇଁ ନିଶ୍ଚିତ କରିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image