ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି: ୪ ଘଣ୍ଟା ଦର୍ଶନ ବନ୍ଦ

ପୁରୀ ଅଫିସ,୮।୨: ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ସନ୍ଧ୍ୟା ୬ ଟାରୁ ରାତି ୧୦ଟା ପର୍ଯ୍ୟନ୍ତ ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ। ଏନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ଦ୍ୱିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତ ମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରିବା ସହ ପ୍ରାକୃତିକ ପ୍ରଣାଳୀରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ।


Enter your email to get our daily news in your inbox.

All Right Reserved By Dharitri.Com

ମୋବାଇଲ ଲୁଟ ବେଳେ ଚାଲିଗଲା ଜୀବନ

ସୋର,୨୬ା୧୧(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ଅଧୀନ ୧୬ନଂ. ଜାତୀୟ ରାଜପଥର ଦହିସଢ଼ାଠାରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ସ୍କୁଟିରେ ଯାଉଥିବା ମା’ ଓ...

ମଦମୃତ୍ୟୁ ମାମଲାକୁ ଗୃହରେ ଉଠାଇବେ ବିଜେଡି, କଂଗ୍ରେସ

ଭୁବନେଶ୍ୱର, ୨୬ା୧୧(ସୁନିତ୍‌ ମିଶ୍ର):ବିଧାନସଭାର ଶୀତକାଳୀନ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହେବାକୁ ଥିବାବେଳେ ଗୃହରେ ବିଭିନ୍ନ ପ୍ରସଙ୍ଗକୁ ଧରି ଶାସକ ଦଳକୁ ଘେରିବା ଲାଗି ବିରୋଧୀ ଦଳ...

ବିଜେଡି ଛାଡ଼ି ଭାଜପାରେ ମିଶିଲେ ୨୫ ପରିବାର

ଭଞ୍ଜନଗର,୨୬ା୧୧(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଦୋମୁହାଣି ପଞ୍ଚାୟତ ବଞ୍ଜରଗାଁର ରବୀନ୍ଦ୍ରନାଥ ମୁଦୁଲି, ବୁଲୁ ଗୌଡ,ବାଳକୃଷ୍ଣ ଗୌଡ, ସୁଶାନ୍ତ ଗୌଡ, ଲିଟୁ ପ୍ରଧାନଙ୍କ ତତ୍ତ୍ୱାବଧାନରେ ୨୫...

ନନ୍ଦନକାନନକୁ ହାଇଦ୍ରାବାଦରୁ ଆସିଲେ ୨୬ ପ୍ରାଣୀ

ବାରଙ୍ଗ/ତ୍ରିଶୂଳିଆ,୨୬।୧୧(ଲିଙ୍ଗରାଜ ରାଉତ/ତୁଷାରକାନ୍ତ ବେହେରା):କେନ୍ଦ୍ରୀୟ ଚିଡିଆଖାନା କର୍ତ୍ତୃପକ୍ଷଙ୍କ ଅନୁମୋଦନ କ୍ରମେ ଭୁବନେଶ୍ୱରସ୍ଥିତ ନନ୍ଦନକାନନ ପ୍ରାଣୀଉଦ୍ୟାନ ଓ ହାଇଦ୍ରାବାଦସ୍ଥିତ ନେହେରୁ ଜୁଲୋଜିକାଲ ପାର୍କ ମଧ୍ୟରେ ସୋମବାର ପଶୁପକ୍ଷୀ ଅଦଳବଦଳ...

‘ଦାନା’ କ୍ଷୟକ୍ଷତିର ସମୀକ୍ଷା କଲା କେନ୍ଦ୍ରୀୟ ଟିମ୍‌ 

ବାଲେଶ୍ୱର(ବାଞ୍ଛାନିଧି ଦେ)/ ସୋର,(ଜନ୍ମେଜୟ ମିଶ୍ର),୨୬।୧୧: ଆନ୍ତଃମନ୍ତ୍ରଣାଳୟ କେନ୍ଦ୍ରୀୟ ଟିମ୍‌ ସୋମବାର ବାଲେଶ୍ୱର ଜିଲାକୁ ଦିନିକିଆ ଗସ୍ତରେ ଆସିଥିଲା। ବାତ୍ୟା ‘ଦାନା’ରେ ବିଶେଷ ଭାବେ ପ୍ରଭାବିତ ସଦର...

ଏନକ୍ଲୋଜରରୁ ମୁକୁଳିଲା ‘ଜିନତ୍‌’

ବାରିପଦା,୨୬।୧୧(ନୀଳାଦ୍ରି ବିହାରୀ ଦଣ୍ଡପାଟ):ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟକୁ ଅଣାଯାଇଥିବା ମହାବଳ ବାଘୁଣୀ ‘ଜିନତ୍‌’ ଏନକ୍ଲୋଜରରୁ ମୁକୁଳିଛି। ରବିବାର ରାତିରେ ତାକୁ ଶିମିଳିପାଳର କୋର୍‌ ଅଞ୍ଚଳରେ ଛଡ଼ାଯାଇଛି।...

ଆଜିଠୁ ବିଧାନସଭାର ଶୀତ ଅଧିବେଶନ

ଭୁବନେଶ୍ୱର,୨୬ା୧୧(ସୁନିତ୍‌ ମିଶ୍ର):ବିଧାନସଭାର ଶୀତକାଳୀନ ଅଧିବେଶନ ମଙ୍ଗଳବାରଠାରୁ ଆରମ୍ଭ ହୋଇ ଡିସେମ୍ବର ୩୧ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ସମୟ ମଧ୍ୟରେ ମୋଟ୍‌ ୩୦ଟି କାର୍ଯ୍ୟ ଦିବସ...

ସମନ୍ୱିତ କୃଷି ପଦ୍ଧତିରେ ସାମିଲ ହେଲେ କୋଟିଆର ୨୨ ଚାଷୀ

ପଟ୍ଟାଙ୍ଗି୨୫/୧୧(ଶରତ ଧଳ): କୋରାପୁଟ ଜିଲ୍ଲା ପ୍ରଶାସନ କୋଟିଆ ପଞ୍ଚାୟତକୁ ସ୍ଵତନ୍ତ୍ର ଧ୍ୟାନ ଦେଉଥିବା ବେଳେ ଚଳିତ ୨୦୨୪-୨୫ ଆର୍ଥିକ ବର୍ଷରେ ସମନ୍ୱିତ କୃଷି ପଦ୍ଧତିରେ ୨୨...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri