ଦୁଇ ଶିଶୁଙ୍କୁ କୂଅକୁ ଠେଲି ହତ୍ୟା ଘଟଣା: ମାଆଙ୍କୁ ୮ବର୍ଷ ଓ ବାପାଙ୍କୁ ୫ବର୍ଷ ସଶ୍ରମ କାରାଦଣ୍ଡ ଶୁଣାଇଲେ କୋର୍ଟ

ବାଲିଗୁଡା,୧୬।୧:(ସଞ୍ଜୟ କୁମାର ପାଣିଗ୍ରାହୀ) : କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ରାଇକିଆ ଥାନା ଅଞ୍ଚଳରେ ୨୦୨୧ ଜୁଲାଇ ୧୭ ତାରିଖ ଦିନ ଏକ ଲୋମହର୍ଷଣକାରୀ ଘଟଣା ଘଟିଥିଲା। ଏହି ମାମଲାର ରାୟ ମଙ୍ଗଳବାର ଆସିଛି। ବାଲିଗୁଡାର ଅତିରିକ୍ତ ଜିଲା ଜଜ ଦିଲ୍ଲୀପ କୁମାର ବିଶାଳ ଏନେଇ ଶୁଣାଣି କରିଛନ୍ତି ।

ପ୍ରକାଶ ଯେ, ସ୍ବାମୀର ପରକୀୟ ପ୍ରୀତିରେ ସ୍ତ୍ରୀ କାଣ୍ଡଜ୍ଞାନ ହରାଇ ଲୋମହର୍ଷଣକାରୀ ଘଟଣା ଘଟାଇଥିଲେ । ଦୁଇ ଶିଶୁଙ୍କୁ କୂଅକୁ ଠେଲି ହତ୍ୟା କରିଥିଲେ ମାଆ ଭାଗ୍ୟ ଲକ୍ଷ୍ମୀ ପାତ୍ର। ସେଥିପାଇଁ ତାଙ୍କୁ ୮ ବର୍ଷ ସଶ୍ରମ କାରାଦଣ୍ଡ ସହ ଦୁଇ ହଜାର ଟଙ୍କା ଜରିମାନା ଦେବାକୁ ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ। ଏଥିସହ ସ୍ବାମୀ ଏମ.ରାଜେଶ ପାତ୍ରଙ୍କୁ, ସ୍ତ୍ରୀଙ୍କୁ ନିର୍ଯାତନା ଦେବା ଏବଂ ଆତ୍ମ ହତ୍ୟା କରିବା ପାଇଁ ବାଧ୍ୟ କରାଇବା ଅଭିଯୋଗରେ ୫ ବର୍ଷ ସଶ୍ରମ କାରାଦଣ୍ଡ ସହ କୋଡିଏ ହଜାର ଟଙ୍କା ଜରିମାନା ହୋଇଛି । ନଅ ବର୍ଷର ଝିଅ ବୈଷ୍ଣବୀ ଏବଂ ଚାରି ବର୍ଷର ପୁଅ ଯୁବରାଜଙ୍କୁ କୂଅରେ ପକାଇ ହତ୍ୟା କରିବା ଘଟଣାରେ ଭାଗ୍ୟଲକ୍ଷ୍ମୀ ପାତ୍ରଙ୍କ ଭାଇର ଅଭିଯୋଗକୁ ଭିତ୍ତି କରି ରାଇକିଆ ଥାନା କେଶ ନଂ. ୭୧/୨୧ରେ ଭାଗ୍ୟଲକ୍ଷ୍ମୀ ଓ ଏମ. ରାଜେଶଙ୍କୁ ଗିରଫ କରିଥିଲା ପୋଲିସ ।


Enter your email to get our daily news in your inbox.

All Right Reserved By Dharitri.Com

ଘୁମୁସର ହାଡ଼ିକୁଳ ସମାଜର ସ୍ମାରକପତ୍ର

ଭଞ୍ଜନଗର,୨୮ା୩(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଘୁମୁସର ତାଲୁକା ହାଡି କୁଳ ସମାଜ ପକ୍ଷରୁ ବିଭିନ୍ନ ଦାବି ନେଇ ଗୁରୁବାର ଭଞ୍ଜନଗର ଡେପୁଟି କଲେକ୍ଟର ସୁମନ ଘୋଷଙ୍କୁ ସ୍ମାରକପତ୍ର...

ଲେଙ୍ଗୁ ମିଶ୍ର ଛକ -ଜୀରାବ୍ରିଜ ରାସ୍ତା ଜବରଦଖଲ: ବାଜିଲା ଡାକବାଜି, ୩୦ରୁ ଉଚ୍ଛେଦ ଆରମ୍ଭ

ବରଗଡ, ୨୮।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହରର ବହୁଚର୍ଚ୍ଚିତ ଲେଙ୍ଗୁମିଶ୍ର ଛକରୁ ପୁରୁଣା ଜୀରାବ୍ରିଜ ରାସ୍ତା ଜବରଦଖଲ ଉଚ୍ଛେଦ ଦାବିରେ ଆନ୍ଦୋଳନ ଚେତାବନୀ ଦେବା ପରେ ପୌର...

ଅଙ୍ଗନାବାଡି କର୍ମୀ ଓ ଗ୍ରାମବାସୀଙ୍କ ମଧ୍ୟରେ ବିବାଦ ଥମୁନି, କର୍ମୀଙ୍କ ବିରୋଧରେ ପ୍ରଶାସନର ଦ୍ୱାରସ୍ଥ ଗ୍ରାମବାସୀ

ଛତ୍ରପୁର,୨୮।୩(ଦିଲ୍ଲୀପ ସାମଲ) : ଅଙ୍ଗନାବାଡି କର୍ମୀ ଓ ଗ୍ରାମବାସୀଙ୍କ ବିବାଦ ଦିନକୁ ଦିନ ବଢ଼ିବାରେ ଲାଗିଛି। ଦୁଇଦିନ ତଳେ ଅଙ୍ଗନାବାଡ଼ି କର୍ମୀଙ୍କ ସପକ୍ଷରେ ୟୁନିୟନ ଆଗକୁ...

ବରଗଡ଼ରେ ପଞ୍ଜାବ କୃଷକ ଆନ୍ଦୋଳନର ତାତି, ଦାହ ପୂର୍ବରୁ କୁଶପୁତ୍ତଳିକା ଛଡ଼ାଇ ନେଲା ପୋଲିସ

ବରଗଡ଼, ୨୮।୩(ପ୍ରେମାନନ୍ଦ ଖମାରୀ)- ପଞ୍ଜାବରେ କୃଷକ ଆନ୍ଦୋଳନ ଉପରେ ପୋଲିସର କାର୍ଯ୍ୟାନୁଷ୍ଠାନ ପ୍ରତିବାଦରେ ସାରାଦେଶରେ ଆନ୍ଦୋଳନ ତେଜି ଉଠିଛି। ବରଗଡ଼ ଜିଲାରେ ମଧ୍ୟ ଶୁକ୍ରବାର ଆନ୍ଦୋଳନ...

ଲାଞ୍ଜିଗଡ଼ରେ ପ୍ରାଥମିକ ବିଦ୍ୟାଳୟର ବାର୍ଷିକୋତ୍ସବ

ଲାଞ୍ଜିଗଡ଼,୨୮ା୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଶୁକ୍ରବାର ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ସ୍କୁଲର ପ୍ରଧାନ...

ପୋଲିସ କର୍ମଚାରୀଙ୍କ ବେପରୁଆ ଗାଡ଼ିଚାଳନା, ଘର ଭିତରେ ପଶାଇଦେଲେ ଗାଡ଼ି, କାବୁ କଲେ ଲୋକେ

ଢେଙ୍କାନାଳ, ୨୮।୩(ରତନ ନାୟାର): କାର୍ଯ୍ୟରତ ପୋଲିସ କର୍ମଚାରୀଙ୍କ ବେପରୁଆ ଗାଡି ଚାଳନା। ନିଶାଶକ୍ତ ଅବସ୍ଥାରେ ବେପରୁଆ କାର ଚଳାଇ ଏକ ଜଳଖିଆ ଠେଲାକୁ ଧକ୍କା ଦେଇ...

କର୍ଲାମୁଣ୍ଡା ଠାରେ ଅନ୍ତର୍ଜାତୀୟ ସମବାୟ ୨୦୨୫ ବର୍ଷ ପାଳିତ

କର୍ଲାମୁଣ୍ଡା;୨୮।୩(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ସଦର ପ୍ରାଥମିକ କୃଷି ସମବାୟ ସମିତି କାର୍ଯ୍ୟାଳୟ ପରିସରରେ ଅନ୍ତର୍ଜାତୀୟ ସମବାୟ ବର୍ଷ ପାଳିତ ହୋଇଯାଇଛି।...

ଲୋକଙ୍କ ସରକାର ଲୋକଙ୍କ ସହିତ ଅଛନ୍ତି : ପ୍ରଦ୍ୟୁମ୍ନ

ଭଞ୍ଜନଗର,୨୮।୩(ବାବୁଲା ପ୍ରଧାନ): ଭୁବନେଶ୍ୱରଠାରେ ଆଜକୁ କିଛି ଦିନ ହେବ ବିଭିନ୍ନ ସଂଘର କର୍ମଚାରୀମାନେ ନିଜର ଦାବି ପୂରଣ ପାଇଁ ଆନ୍ଦୋଳନ ଚଳାଇଛନ୍ତି। ଉକ୍ତ କର୍ମଚାରୀମାନକ ସମସ୍ୟା...

Advertisement
Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image