ଠେଲିପେଲି ପକାଉଛନ୍ତି ବିଧାୟକ: ଭାଇରାଲ ହେଉଛି ଭିଡିଓ

ନିଶ୍ଚିନ୍ତକୋଇଲି,୧୩।୧(ଅଶୋକ କୁମାର ମହାପାତ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ନେମାଳ ମହାପୁରୁଷ ଅଚ୍ୟୁତାନନ୍ଦଙ୍କ ପୀଠରେ ପୁଷ୍ୟାଭିଷେକ ଉତ୍ସବ ଓ ପୀଠର ଉନ୍ନତିକରଣ ନିମନ୍ତେ ଶିଳାନ୍ୟାସ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଧାୟକ ସାରଦା ପ୍ରଧାନଙ୍କ ଏକ ଭିଡିଓ ସାମାଜିକ ଗଣମାଧ୍ୟମରେ ଭାଇରାଲ ହୋଇଛି। ଶିଳାନ୍ୟାସ ଉତ୍ସବରେ ମୁଖ୍ୟ ଅତିଥିଭାବେ ଆଇନମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ ଯୋଗଦେଇଥିଲେ। ସେ ଶିଳାନ୍ୟାସ ଉତ୍ସବକୁ ଗଲାବେଳେ ସାଙ୍ଗରେ ବିଧାୟକ ପ୍ରକାଶ ସେଠୀ ଓ ସାରଦା ପ୍ରଧାନ ସାମିଲ ହୋଇଥିଲେ।

ଏହି ସମୟରେ ସେ ଭାଜପା କର୍ମୀ ଓ ସୁରକ୍ଷା କର୍ମୀଙ୍କୁ ଠେଲା ପେଲା କରୁଥିବାର ଭିଡିଓ ସାମାଜିକ ଗଣମାଧ୍ୟରେ ଭାଇରାଲ ହେବାରେ ଲାଗିଛି। ଏନେଇ ନେତା ଓ କର୍ମୀଙ୍କ ମଧ୍ୟରେ କ’ଣ ହେଲା ବୋଲି ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଝଡ଼ବର୍ଷା: ଘଣ୍ଟା ପ୍ରତି ୫୦ରୁ ୬୦ କିମି ବେଗରେ ପବନ ବହିବା ସମ୍ଭାବନା

ଭୁବନେଶ୍ୱର,୧୬ା୪(ଅନୁରାଧା ମହାରଣା):ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀଜନିତ ବର୍ଷା ଜାରି ରହିଥିବାବେଳେ ଆସନ୍ତା ୨୨ ତାରିଖ ପର୍ଯ୍ୟନ୍ତ ବିଭିନ୍ନ ଜିଲାରେ ଝଡ଼ବର୍ଷାର ପ୍ରଭାବ ରହିବ। ବୁଧବାର ମୟୂରଭଞ୍ଜ,...

୧୦ ବର୍ଷ ପରେ ମା’ କୋଳକୁ ଫେରିଲା ପୁଅ

ବାଲେଶ୍ୱର, ୧୬।୪(ବାଞ୍ଛାନିଧି ଦେ):ଦୀର୍ଘ ୧୦ବର୍ଷ ପରେ ମା’ କୋଳକୁ ଫେରିଲା ପୁଅ। ପୁଅକୁ ପାଇ ଭାବବିହ୍ବଳ ହୋଇପଡ଼ିଲେ ମା’। ବହୁ ସଂଘର୍ଷ ପରେ ସେ ତାଙ୍କ...

ମନେପଡ଼ିଲେ ଦେହ ଥରୁଛି: ୧୯୭୮ ଏପ୍ରିଲ ୧୬ ଘୂର୍ଣ୍ଣିଝଡ଼ ବିଭୀଷିକା

ଆନନ୍ଦପୁର,୧୬ା୪(ସୁଶାନ୍ତ କୁମାର ସାହୁ):ସେଦିନ ଥିଲା ଏପ୍ରିଲ ୧୬। ଅପରାହ୍ନ ସମୟରେ ହଠାତ୍‌ କଳାବାଦଲ ଆକାଶରେ ଘୋଟିଆସିଥିଲା। କେହି କିଛି ବୁଝିବା ପୂର୍ବରୁ ଚାହୁଁ ଚାହୁଁ ପ୍ରଳୟଙ୍କାରୀ...

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଶାବଳରେ ଆକ୍ରମଣ: ବାପ-ପୁଅ ଗୁରୁତର

ହିଞ୍ଜିଳିକାଟୁ, ୧୬।୪(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ରାଳବ ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ୨ ପରିବାର ମଧ୍ୟରେ ଆକ୍ରମଣ ଓ ପ୍ରତି...

ପମ୍ପ ହାଉସ ତାର ଚୋରୀ ଅଭିଯୋଗରେ ୨ ଗିରଫ

ଭଞ୍ଜନଗର,୧୫/୪(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର, ଜଗନ୍ନାଥପ୍ରସାଦ ଓ ପୋଲସରା ବ୍ଲକର ବିଭିନ୍ନ ପମ୍ପ ହାଉସରୁ ବିଦ୍ୟୁତ୍ ତାର କାଟି ନେବା ଅଭିଯୋଗରେ ଭଞ୍ଜନଗର ପୋଲିସ ମଙ୍ଗଳବାର...

ଲଭର୍‌ ବଏ ଲୁକ୍‌ରେ ମାହି, ହାତରେ ଲାଲ୍‌ ହୃଦୟ ବେଲୁନ୍‌ ଧରି କହୁଛନ୍ତି ଡାଏଲଗ୍‌; ଅଭିନୟରେ କରିବେ ଡେବ୍ୟୁ!

ମୁମ୍ବାଇ: କ୍ରିକେଟର ଥାଲାଇଭା ଅର୍ଥାତ ମହେନ୍ଦ୍ର ସିଂ ଧୋନୀଙ୍କୁ କିଏ ବା ଭଲ ନ ପାଏ। କେହି କ୍ରିକେଟ ପ୍ରଶଂସକ ହୁଅନ୍ତୁ କି ନ ହୁଅନ୍ତୁ,...

ଆକ୍ରମଣ ମାମଲା: ଜଣେ ଅଭିଯୁକ୍ତ ଜେଲ ଗଲେ

ଦିଗପହଣ୍ଡି, ୧୫।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଏସ.ଗୋପାଳପୁର ପଞ୍ଚାୟତ ଖାରିଗୁଡ଼ା ଗ୍ରାମ ଦଣ୍ଡନାଚ ମେରୁଯାତ୍ରାରେ ସୋମବାର କମେଣ୍ଟ ମରାକୁ କେନ୍ଦ୍ରକରି ଆକ୍ରମଣ...

କଇଁଛ ଶାବକଙ୍କ ସୁରକ୍ଷା ପାଇଁ ବେଳାଭୂମିରେ ସ୍ବେଚ୍ଛାସେବୀ ଟିମ୍‌

ଗଞ୍ଜାମ,୧୫ା୪(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲାର ଋଷିକୁଲ୍ୟା ମୁହାଁଣ ସମୁଦ୍ର ବେଳାଭୂମିର ବାଲୁକା ଶଯ୍ୟାରେ ବେବି ଅଲିଭ ରିଡଲେ ଅଣ୍ଡାରୁ ଜନ୍ମ ହେବା ପରେ ସମୁଦ୍ର ମୁହାଁ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image