ମୋଦିଙ୍କ କଥା ମାନି ପୁଟିନ ନେଲେ ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ/ମସ୍କୋ,୯।୭: ପ୍ରଧାନମନ୍ତ୍ରୀ ମୋଦି ଆଜିକାଲି ରୁଷିଆରେ ଅଛନ୍ତି। ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ନିମନ୍ତ୍ରଣରେ ପ୍ରଧାନମନ୍ତ୍ରୀ ମୋଦି ମସ୍କୋ ଯାଇଛନ୍ତି। ଉଭୟ ନେତାଙ୍କ ମଧ୍ୟରେ ଏକ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି। ଏହି କ୍ରମରେ ରୁଷିଆ ଗସ୍ତରେ ଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସହ ରୁଷିଆ ସେନାରେ କାର୍ଯ୍ୟ କରୁଥିବା ଭାରତୀୟଙ୍କ ଦେଶକୁ ପ୍ରତ୍ୟାବର୍ତ୍ତନ ପ୍ରସଙ୍ଗ ଉଠାଇଛନ୍ତି। ଏହା ପରେ ରାଷ୍ଟ୍ରପତି ପୁଟିନ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ପ୍ରତିଶ୍ରୁତି ଦେଇ କହିଛନ୍ତି, ଭାରତୀୟମାନେ ଶୀଘ୍ର ଦେଶକୁ ଫେରିବେ।
ରୁଷିଆର ସେନା ସହିତ ଭାରତୀୟ ନାଗରିକମାନେ ୟୁକ୍ରେନ ବିରୋଧରେ ଲଢିବାକୁ ବାଧ୍ୟ ହେଉଛନ୍ତି। ସୁରକ୍ଷା ସହାୟକ ଭାବେ କାମ କରିବା ପାଇଁ ଭାରତୀୟମାନଙ୍କୁ ପ୍ରତାରଣା କରି ସୀମାକୁ ପଠାଯାଉଛି। ନଭେମ୍ବର ୨୦୨୩ ରୁ ପ୍ରାୟ ୧୮ ଜଣ ଭାରତୀୟ ରୁଷିଆ-ୟୁକ୍ରେନ ସୀମାରେ ଫସି ରହିଛନ୍ତି। ଏହି ସମୟ ମଧ୍ୟରେ ଜଣଙ୍କର ମୃତ୍ୟୁ ମଧ୍ୟ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପୃଥିବୀଠାରୁ ୪୦୦ କି.ମି. ଉଚ୍ଚରେ ଜନ୍ମଦିନ ପାଳିଲେ ସୁନୀତା ଓ୍ବିଲିୟମ୍ସ

ଓ୍ବାଶିଂଟନ,୧୯ା୯: ଭାରତୀୟ ବଂଶୋଦ୍ଭବ ନାସା ମହାକାଶଚାରୀ ସୁନୀତା ଓ୍ବିଲିୟମ୍ସ ଗୁରୁବାର ୫୯ ବର୍ଷରେ ପଦାର୍ପଣ କରିଛନ୍ତି। ସେ ପୃଥିବୀଠାରୁ ୪୦୦ କିଲୋମିଟର ଉପରେ ଅନ୍ତର୍ଜାତୀୟ ମହାକାଶ...

ପଞ୍ଜୀକୃତ ଡାକ୍ତର ତାଲିକାରୁ ବାଦ୍‌ ପଡିଲେ ସନ୍ଦୀପ୍‌ ଘୋଷ

କୋଲକାତା,୧୯ା୯: ପଶ୍ଚିମବଙ୍ଗ ମେଡିକାଲ କାଉନ୍‌ସିଲ (ଡବ୍ଲ୍ୟୁବିଏମ୍‌ସି) ଗୁରୁବାର ଆର୍‌.ଜି. କର ମେଡିକାଲ କଲେଜର ପୂର୍ବତନ ପ୍ରିନ୍ସିପାଲ ସନ୍ଦୀପ୍‌ ଘୋଷଙ୍କ ପଞ୍ଜୀକରଣକୁ ବାତିଲ କରିଦେଇଛି। ପଞ୍ଜୀକୃତ ଡାକ୍ତର...

ଗୋଟିଏ ଦିନ ରାହୁଲ ଗାନ୍ଧୀ ହେବାକୁ ଚାହେଁ: କାହିଁକି ଏଭଳି କହିଲେ ବନସୁରୀ ସ୍ବରାଜ

ନୂଆଦିଲ୍ଲୀ,୧୯।୯: ଅରବିନ୍ଦ କେଜରିଓ୍ବାଲଙ୍କ ଇସ୍ତଫା ପରେ ଚର୍ଚ୍ଚାରେ ଦିଲ୍ଲୀ ରାଜନୀତି। ଅରବିନ୍ଦଙ୍କ ଇସ୍ତଫା ଏବଂ ଅତିଶୀ ଦିଲ୍ଲୀର ନୂଆମୁଖ୍ୟ ମନ୍ତ୍ରୀ ହେବାକୁ ନେଇ ସ୍ବର୍ଗତ ସୁଷମା...

ଆଉ କେତେଦିନ ଭାରତରେ ରହିବେ ଶେଖ ହାସିନା? ବ୍ୟସ୍ତ ହୋଇପଡିଲାଣି ବାଂଲାଦେଶ, ଜାଣନ୍ତୁ କ’ଣ କହୁଛି

ଢାକା,୧୯।୯: ବାଂଲାଦେଶରେ ହୋଇଥିବା ହିଂସା ମଧ୍ୟରେ ଭାରତରେ ଆଶ୍ରୟ ନେବା ପରେ ବାଂଲାଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଶେଖ ହାସିନାଙ୍କ ପ୍ରତ୍ୟାବର୍ତ୍ତନ ବିଷୟରେ ଲୋକଙ୍କ ମଧ୍ୟରେ ଉତ୍କଣ୍ଠା...

ଇସ୍ରାଏଲକୁ ବଡ଼ ଧମକ ଦେଲା ହେଜ୍‌ବୋଲ୍ଲା: ସିରିଜ୍ ବିସ୍ଫୋରଣକୁ କହିଲା ଯୁଦ୍ଧର ଘୋଷଣା

ନୂଆଦିଲ୍ଲୀ,୧୯।୯: ଲେବାନନ୍‌ର ସଶସ୍ତ୍ର ସଂଗଠନ ହେଜ୍‌ବୋଲ୍ଲା ମୁଖ୍ୟ ହସନ ନସରୁଲ୍ଲା ସିରିଜ୍ ବିସ୍ଫୋରଣକୁ ନେଇ ବଡ଼ ପ୍ରତିକ୍ରିୟା ଦେଇଛନ୍ତି। ଲଗାତାର ବିସ୍ଫୋରଣ ପରେ ଇସ୍ରାଏଲକୁ କଡ଼ା...

ହିଜବୁଲ୍ଲା ମୁଖ୍ୟଙ୍କ ଭାଷଣ ଶେଷ ହେଉ ହେଉ ବୋମା ବର୍ଷା କଲା ଇସ୍ରାଏଲ, ଆଇଡିଏଫ କହିଲା…

ଜେରୁଜେଲମ,୧୯।୯: ଗତ ଦୁଇ ଦିନ ମଧ୍ୟରେ ଇସ୍ରାଏଲ ଲେବାନନ ଉପରେ ଦୁଇଟି ବଡ଼ ଆକ୍ରମଣ କରିଥିଲା। ପ୍ରଥମେ ମଙ୍ଗଳବାରରେ ଏକ ପେଜର୍‌ ବିସ୍ଫୋରଣ ହୋଇଥିଲା ଏବଂ...

କାହିଁକି ଅବସର ବୟସ ସୀମା ବଢାଇଲା ଚାଇନା, କରଜ ଦେଉଥିବା ଡ୍ରାଗନ ପାଖରେ ନାହିଁ…

ବେଜିଂ,୧୯।୯: ଚାଇନାରେ କ୍ରମାଗତ ଭାବେ ଜନସଂଖ୍ୟା ହ୍ରାସ ଏବଂ କର୍ମଚାରୀଙ୍କ ବୟସ ବୃଦ୍ଧିକୁ ଦୃଷ୍ଟିରେ ରଖି ସରକାର ଅବସର ବୟସ ବୃଦ୍ଧି କରିବାକୁ ନିଷ୍ପତ୍ତି ନେଇଛନ୍ତି।...

ବଡ଼ ପ୍ଲାନିଂ କରି ହେଜ୍‌ବୋଲ୍ଲାକୁ ଫସାଇଲା ମୁସାଦ: ସିରିଜ୍ ବିସ୍ଫୋରଣ ପଛରେ ଇସ୍ରାଏଲୀ ଶେଲ୍‌ କମ୍ପାନୀ

ଜେରୁଜେଲମ୍‌,୧୯ା୯: ଲଗାତାର ଦୁଇ ଦିନ ସିରିଏଲ ବିସ୍ଫୋରଣ ଦ୍ୱାରା ଲେବାନନ୍ କମ୍ପିତ ହୋଇ ଉଠିଛି। ସବୁଆଡେ ପ୍ରାଣବିକଳାରେ ଲୋକଙ୍କ ଚିତ୍କାର ଶୁଭୁଥିଲା। ପ୍ରଥମ ଦିନରେ ପେଜର୍...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri