୩ ରୁ ଅଧିକ ଦିନ ରହିଲେ କ୍ୱାରାଣ୍ଟାଇନ

ଭୁବନେଶ୍ୱର,୩୧।୭(ବ୍ୟୁରୋ)-ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢିବାରେ ଲାଗିଛି। ସଂକ୍ରମଣକୁ ଦୃଷ୍ଟିରେ ରଖି ଶୁକ୍ରବାର ସରକାର ନୂଆ ନିର୍ଦ୍ଦେଶନାମା ଜାରି କରିଛନ୍ତି। ରାଜ୍ୟ ବାହାରୁ କେହି ୩ ଦିନ ପାଇଁ ଆସିଲେ କ୍ୱାରାଣ୍ଟାଇନ ହେବେନି। ୩ ଦିନରୁ ଅଧିକ କେହି ରହିଲେ ସେମାନଙ୍କୁ କ୍ୱାରାଣ୍ଟାଇନ କରାଯିବ ବୋଲି ନିର୍ଦ୍ଦେଶନାମାରେ ଉଲ୍ଳେଖ ରହିଛି।

Share