ଫାତିମାଙ୍କ ସହ ରୋମାନ୍ସ କରିବେ ଆର୍‌. ମାଧବନ୍‌

ମୁମ୍ବାଇ: ଖୁବଶୀଘ୍ର ଏକାଠି ନଜର ଆସିବାକୁ ଯାଉଛନ୍ତି ଆର୍‌.ମାଧବନ୍‌ ଏବଂ ଫାତିମା ସାନା ଶେଖ। ଧର୍ମାଟିକ ଏଣ୍ଟରଟେନମେଣ୍ଟ ଦ୍ୱାରା ପ୍ରସ୍ତୁତ ଏକ ଫିଲ୍ମରେ ଦୁହେଁ ରୋମାନ୍ସ କରିବେ। ବିବେକ ସୋନିଙ୍କ ନିର୍ଦ୍ଦେଶିତ ଏହି ଫିଲ୍ମ ବୟସ ବ୍ୟବଧାନରେ ଦୁଇ ଜଣଙ୍କ ମଧ୍ୟରେ ଗଢି ଉଠିଥିବା ପ୍ରେମ କାହାଣୀ ଉପରେ ପର୍ଯ୍ୟବେସିତ। ରୋମାଣ୍ଟିକ-କମେଡିରେ ଭରପୁର ଏହି ଫିଲ୍ମ ଚଳିତ ମାସ ଶେଷ ସୁଦ୍ଧା ରିଲିଜ୍‌ ହୋଇପାରେ। ଦୁହେଁ ପୂର୍ବରୁ କେବେ ଏକାଠି କାମ କରି ନ ଥିବା ବେଳେ ଦର୍ଶକଙ୍କୁ ପରଦାରେ ଏହି ନୂଆ ଯୋଡ଼ି ପସନ୍ଦ ଆସିବ ବୋଲି ଆଶା କରାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଆରେ ଓଡ଼ିଆ ଯୁବକଙ୍କୁ ହତ୍ୟା

ରାଇଆ(ଗୋଆ)/ ଜୁନାଗଡ଼(ଉତ୍ତମ ଦାସ),୧୬।୪: କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଗୌଡ଼ଛେଣ୍ଡିଆ ଗ୍ରାମର ଖଗେଶ୍ୱର ଶବର(୩୮) ଦିନ ମଜୁରିଆ କାମ କରିବାକୁ ଗୋଆ ଯାଇଥିଲେ। ସେଠାରେ ଏକ...

ପୂର୍ବତନ ବିଧାୟକଙ୍କୁ ଆକ୍ରମଣ ଘଟଣାରେ ୪ ଗିରଫ

ଧର୍ମଶାଳା/କାଏମା,୧୬।୪(ବଟକୃଷ୍ଣ ପରିଡ଼ା/ଶିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କୁ ଆକ୍ରମଣ ଘଟଣାରେ ପୋଲିସ ମଙ୍ଗଳବାର ୪ ଜଣଙ୍କୁ ଗିରଫ କରିଛି।...

Tariff War:ଚାଇନା ଉପରେ ୨୪୫% ଟାରିଫ୍‌ ଲଗାଇବାକୁ ଘୋଷଣା କଲା ଆମେରିକା

ଓ୍ବାଶିଂଟନ,୧୬।୪: ଚାଇନା ଏବଂ ଆମେରିକା ମଧ୍ୟରେ ଟାରିଫ୍‌ ଓ୍ବାର୍‌ ଥମିବାର ନାଁ ଧରୁନି। ବୁଧବାର ହ୍ବାଇଟ ହାଉସ ଦ୍ୱାରା ଜାରି ଏକ ଦଲିଲରେ କୁହାଯାଇଛି,ଆମେରିକା ବିରୋଧରେ...

ନାମାଙ୍କନ ଭରିବେ ନବୀନ: ପୁଣି ହେବେ ସଭାପତି

ଭୁବନେଶ୍ୱର,୧୬।୪: କାଲି ନାମାଙ୍କନ ଭରିବେ ନବୀନ। ବିଜେଡି ସଭାପତି ପଦ ପାଇଁ ପୁଣି ନାମାଙ୍କନ ଭରିବେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ୧୯ ତାରିଖରେ...

ଗର୍ଲଫ୍ରେଣ୍ଡଙ୍କ ସହ ବାଗେଶ୍ୱର ବାବାଙ୍କ ଶରଣ ପଶିଲେ ଶିଖର ଧାଓ୍ବନ

ମୁମ୍ବାଇ,୧୬।୪: ପୂର୍ବତନ ଭାରତୀୟ କ୍ରିକେଟର ଶିଖର ଧାୱନ ବର୍ତ୍ତମାନ ତାଙ୍କ ନୂତନ ପ୍ରେମିକାଙ୍କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଧାୱନ ସୋଫି ସାଇନଙ୍କୁ ଡେଟ କରୁଛନ୍ତି। ଉଭୟଙ୍କୁ...

ଭୁବନେଶ୍ବରରେ ଅଖିଳେଶ ଯାଦବ: ବଢ଼ୁଛି ରାଜନୈତିକ ଚର୍ଚ୍ଚା

ଭୁବନେଶ୍ୱର,୧୬।୪: ଭୁବନେଶ୍ବରରେ ଉତ୍ତରପ୍ରଦେଶ ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ପହଞ୍ଚିଛନ୍ତି। ତାଙ୍କ ସହ ସ୍ତ୍ରୀ ଏମ୍‌ପି ଡିମ୍ପଲ ଯାଦବ ମଧ୍ୟ ଅଛନ୍ତି। ପୁରୀ ଯାଇ ମହାପ୍ରଭୁଙ୍କୁ...

ଭଉଣୀଙ୍କୁ ଛାଡ଼ି ଫେରୁଥିଲେ, ଅଧାବାଟରେ ଗଲା ଭାଇ ଜୀବନ

ମୋହନା,୧୬।୪(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଥାନା ଛତାଭରି ଗାଁରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ବସ୍‌ ସହ ବାଇକ୍‌ ମୁହଁାମୁହିଁ ଧକ୍କା ହେବାଫଳରେ ଜଣଙ୍କ...

ସେବାଶ୍ରମରେ ଏବେ ବି ଘୁରିବୁଲୁଛି ମହୁମାଛି: ଆତଙ୍କିତ ଛାତ୍ରୀଛାତ୍ର

ଦାରିଙ୍ଗବାଡି,୧୬।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବାଡାବାଙ୍ଗା ସେବାଶ୍ରମରେ ମଙ୍ଗଳବାର ୪୦ରୁ ଉର୍ଦ୍ଧ୍ୱ ଛାତ୍ରୀଛାତ୍ରଙ୍କୁ ମହୁମାଛି ଆକ୍ରମଣ କରିଥିଲେ। ବୁଧବାର ମଧ୍ୟ ସେଠାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri
preload imagepreload image